ଅଯୋଧ୍ୟା ରାମ ମନ୍ଦିର ଭୂମିପୂଜନ ପରେ ମୁସଲିମ ନେତାଙ୍କ ଧମକ, “ମନ୍ଦିର ଭାଙ୍ଗି ମସଜିଦ ତିଆରି କରିବୁ”
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: ରାମ ନଗରୀ ଅଯୋଧ୍ୟାରେ ବହୁ ବର୍ଷ ପରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜନ ହେବାର ଦିନେ ପରେ ଅଲ ଇଣ୍ଡିଆ ଇମାମ ଏସୋସିଏସନ ଅଧ୍ୟକ୍ଷ ଉତ୍ୟକ୍ତ ବୟାନ ଦେଇଛନ୍ତି | ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ଦିର ଶିଳାନ୍ୟାସ କଲାପରେ ଏସୋସିଏସନ!-->…
