Browsing Tag

ନିଉ୛

ଚାରିଧାମ ଦେବସ୍ଥାନମ ବୋର୍ଡକୁ ୫ କୋଟି ଲେଖାଏଁ ଦାନ କଲେ ଅନନ୍ତ ଅମ୍ବାନୀ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୮-୧୦-୨୦ : ଉତ୍ତରାଖଣ୍ଡର ଚାରିଧାମ ଦେବସ୍ଥାନମ ବୋର୍ଡକୁ ରିଲାଏନ୍ସ ଗ୍ରୁପର ମାଲିକ ମୁକେଶ ଅମ୍ବାନୀଙ୍କ ପରିବାର ତରଫରୁ ୫ କୋଟି ଟଙ୍କା ଦାନ କରାଯାଇଛି । ମୁକେଶଙ୍କ ପୁଅ ଅନନ୍ତ ଏହି ଦାନ କରିଛନ୍ତି । କରୋନା ସଂକ୍ରମଣ ଜନିତ ଲକ୍‌ଡାଉନ ଯୋଗୁ ଏହି

ରାଜଭବନର ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା : ୨ ଗୁରୁତରଙ୍କ ମଧ୍ୟରୁ ଜଣଙ୍କର ଏସସିବି ମେଡିକାଲରେ ମୃତ୍ୟୁ

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୦୮-୧୦-୨୦ : ଗତକାଲି ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ଗୁରୁତର ହୋଇ କଟକ ଏସ୍‌ସିବିକୁ ସ୍ଥାନାନ୍ତର ହୋଇଥିବା ଦୁଇ ଆହତ ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ଏସସିବି ମେଡକାଲ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ

୯ରୁ ପୁଣି ଏକ ଲଘୁଚାପ, ୧୧ରୁ ବଢ଼ିବ ବର୍ଷା: ସତର୍କ ସୂଚନା ଜାରି କଲେ ସ୍ୱତନ୍ତ୍ର ରିଲିଫ୍‌ କମିଶନର

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୦୮-୧୦-୨୦ : ଗୋଟିଏ ଲଘୁଚାପ ପଳାଇଲା। ପୁଣି ଆଉ ଗୋଟିଏ ଦାନା ବାନ୍ଧୁଛି। ଆସନ୍ତା ୯ ତାରିଖବେଳକୁ ଲଘୁଚାପ ରୂପ ନେବ। ଏହା ପରେ ତୃତୀୟ ସପ୍ତାହରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି। ସମ୍ଭାବ୍ୟ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି

ସର୍ବସାଧାରଣ ସ୍ଥାନରେ ଧାରଣା ଓ ପ୍ରତିବାଦ ବନ୍ଦ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୮-୧୦-୨୦ :ଏଣିକି ସର୍ବସସାଧାରଣ ସ୍ଥାନରେ ଧାରଣା କିମ୍ବା ପ୍ରତିବାଦ ସଭା କରି ପାରିବେନି ଆନ୍ଦୋଳନକାରୀ । ଅନିର୍ଦ୍ଧିଷ୍ଟ  କାଳ ପର୍ଯ୍ୟନ୍ତ ଏହି ରାୟ ଶୁଣାଇଛନ୍ତି ଦେଶର ସର୍ବୋଚ୍ଚ ଅଦାଲତ । ଶାହିନବାଗରେ ନାଗରିକତା ସଂଶୋଧନ ଆଇନ ବା ସିଏଏକୁ ବିରୋଦ୍ଧ

କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ଠାରେ କେନ୍ଦ୍ର ସରକାରଙ୍କ କୃଷି ବିଲକୁ ବିରୋଧ କରି କଂଗ୍ରେସ ପକ୍ଷରୁ ପ୍ରତିବାଦ ସହ…

ଧର୍ମଗଡ,(ଯୁବରାଜ ଅଗ୍ରୱାଲ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୩/୧୦: କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ଠାରେ କେନ୍ଦ୍ର ସରକାରଙ୍କ କୃଷିବିଲକୁ ବିରୋଧ କରି ଆଜି ଧର୍ମଗଡ଼ କଂଗ୍ରେସ ପକ୍ଷରୁ ଏହାର ପ୍ରତିବାଦ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଯୁବନେତା ତଥା ପିସିସି ସଭ୍ୟ ଦିଗାମ୍ବର ଦୁରିଆଙ୍କ

ରାଜଗାଙ୍ଗପୁର ସହରରେ ବିଜେଡି ପକ୍ଷରୁ ‘ଜନସଚେତନତା ଅଭିଯାନ’ର ଶୁଭାରମ୍ଭ

ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୦୩/୧୦ : ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ଲାଲ ବାହାଦୂର ଶାସ୍ତ୍ରୀଙ୍କର ଜନ୍ମ ଜୟନ୍ତୀ ଉପଲକ୍ଷେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଚଳିତ ବର୍ଷ ୨, ଅକ୍ଟୋବର ଠାରୁ ୨,

ଉପ-ରାଷ୍ଟ୍ରପତି ଏମ୍.ଭେଙ୍କିଆ ନାଇଡୁ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୦/୦୯ : ଦେଶର ଉପ-ରାଷ୍ଟ୍ରପତି ଏମ୍.ଭେଙ୍କିଆ ନାଇଡ଼ୁ କରୋନାରେ ସଂକ୍ରମିତ ହୋଇଛନ୍ତି । ଏନେଇ ମଙ୍ଗଳବାର ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ଵିଟ କରି ସୂଚନା ଦିଆଯାଇଛି । ଉପରାଷ୍ଟ୍ରପତି ପଜିଟିଭ୍ ଥିବା ନିଜ  ଟ୍ୱିଟ୍‌ରେ ସମସ୍ତଙ୍କୁ  

ବାଲେଶ୍ୱର ଓ ତିର୍ତ୍ତୋଲ ଉପ-ନିର୍ବାଚନ ପାଇଁ ବାଜିଲା ବିଗୁଲ

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୦/୦୯ : ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ବିଗୁଲ୍‌ ବାଜିଛି । କରୋନା କଟକଣା ମଧ୍ୟରେ ଆସନ୍ତା ନଭେମ୍ବର ୩ ତାରିଖରେ ଭୋଟ୍‌ ଗ୍ରହଣ ହେବ । ଏଥିସହ ମଙ୍ଗଳବାର ଠାରୁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ

କୋଭିଡ କଟକଣା ମଧ୍ୟରେ ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୦/୦୯ : କୋଭିଡ କଟକଣା ମଧ୍ୟରେ ଓଡିଶା ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ଏହି ଅଧିବେଶନ ଅକ୍ଟୋବର ୭ ପର୍ଯ୍ୟନ୍ତ ଚାଲିବ । ୧୬ତମ ବିଧାନସଭାର ୪ର୍ଥ ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିବ । ଏଥିରେ ୭ଟି ସରକାରୀ ଦିବସ ଗୋଟିଏ ବେସରକାରୀ

ରାଜଗାଙ୍ଗପୁର: ସହରରେ ଥିବା ‘ମାନାପୁରମ ଗୋଲଡ଼ ଲୋନ ବ୍ୟାଙ୍କ’ ବ୍ରାଞ୍ଚରୁ ଡକାୟତି ଉଦ୍ୟମ ବିଫଳ ! !

ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୨୯/୦୯ : ଆଜି ରାଜଗାଙ୍ଗପୁର ସହରର ବ୍ୟସ୍ତବହୁଳ ସୁବାଷ ଛକ ପେଟ୍ରୋଲ ପମ୍ପ ସମ୍ମୁଖରେରେ ଥିବା 'ମାନାପୂରଣ ଗୋଲଡ଼ ଲୋନ ବ୍ୟାଙ୍କ' ବ୍ରାଞ୍ଚରେ ସନ୍ଧ୍ୟା ୪.୦୫ ଘଟିକା ସମୟରେ ୫ ଜଣ ଦୁର୍ବୃତ୍ତ ହାତରେ ବନ୍ଧୁକ ଓ ମାରଣାସ୍ତ୍ର
error: Content is protected !!
Open chat