Browsing Tag

ନିଉ୛

ଆଗାମୀ ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀମାନଙ୍କର ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ପ୍ରଚାର-ପ୍ରସାର…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ଭାରତର ନିର୍ବାଚନ କମିଶନଙ୍କ ପରିବର୍ତ୍ତିତ ନିର୍ଦ୍ଦେଶାନୁସାରେ ଓଡ଼ିଶାର ବାଲେଶ୍ୱର ଓ ତିର୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ତିନୋଟି ପର୍ଯ୍ୟାୟରେ

କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କୁ କରୋନା: ନିଜେ ଟ୍ୱିଟ କରି ଦେଲେ ସୂଚନା

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୯ : କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଆଜି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡକରୀ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି।

ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅଞ୍ଚଳରେ ବନ୍ୟାଜନିତ ଚାଷ କ୍ଷୟକ୍ଷତିର କ୍ଷେତ୍ରୀୟ ତଦନ୍ତ କଲେ କୃଷି ଅଧିକାରୀ

ଭଦ୍ରକ/ଚାନ୍ଦବାଲି,(ମଣି ପ୍ରସାଦ ପାଢୀ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୯ : ବୈତରଣୀ ନଦୀରେ ଗତ କିଛିଦିନ ତଳେ ଆସିଥିବା ବନ୍ୟାରେେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି । ବିଶେଷତଃ ହଜାର ହଜାର ଚାଷୀମାନଙ୍କର ଝାଳବୁହା ପରିଶ୍ରମ ଅର୍ଜିତ ହଜାର ହଜାର

ଅଫିସ ତିଆରି କରିବା ପାଇଁ ଟଙ୍କା ନାହିଁ, ସେହି ଭଙ୍ଗ‌ା ଅଫିସରେ କାମ କରିବି: କଙ୍ଗନା ରାଣାୱତ୍

କଳିଙ୍ଗ ଜ୍ୟୋତି ବ୍ୟୁରୋମୁମ୍ବାଇ ୧୧/୦୯ : ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଏବଂ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ଚାଲିଥିବା ବିବାଦରେ ଅଭିନେତ୍ରୀଙ୍କ ମୁମ୍ବାଇ କାର୍ଯ୍ୟାଳୟ ବିଏମସିର ବୁଲଡୋଜରର ଶିକାର ହୋଇଥିଲା। ସେପ୍ଟେମ୍ବର ୯ରେ, କଙ୍ଗନା ମନାଲିରୁ ମୁମ୍ବାଇ ଫେରିଥିବାବେଳେ ବିଏମସି

ରାଷ୍ଟ୍ର ଉଦ୍ଦେଶ୍ୟରେ ୫୬ ସିଏନ୍‍ଜି ଷ୍ଟେସନକୁ ଉତ୍ସର୍ଗୀକୃତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୧/୦୯ : ଦେଶର ତୈଳ ଏବଂ ଗ୍ୟାସ ରାଷ୍ଟ୍ରାୟତ ଉଦ୍ୟୋଗ(ପିଏସୟୁ) ଓ ସେମାନଙ୍କ ଯୌଥ ଉଦ୍ୟୋଗ ସାହାଯ୍ୟରେ ଗ୍ୟାସ ଆଧାରିତ ଭିତିଭୂମି ନିର୍ମାଣ ଦିଗରେ ଭାରତ ଅଗ୍ରସର ବୋଲି ଆଜି ଭିଡିଓ କନଫରେନ୍ସିଂ ଯୋଗେ ରାଷ୍ଟ୍ର ଉଦ୍ଦେଶ୍ୟରେ ୫୬ଟି ସିଏନଜି ଷ୍ଟେସନ

‘ଶିବସେନା ଏବେ ସୋନିଆ ସେନା’ : କଙ୍ଗନା

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବଇ ୧୧/୦୯ : ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ କାର୍ଯ୍ୟାଳୟ ଭଙ୍ଗାଯିବାକୁ କେନ୍ଦ୍ରକରି ରାଜନୀତି ଆହୁରି ଘନୀଭୂତ ହୋଇଛି। ବୁଧବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କୁ ସେ ‘ତୁ’ ବୋଲି ସମ୍ବୋଧନ କରିବା ଓ କିଛି ଅଶାଳୀନ ତଥା ଉତ୍ତେଜକ ମନ୍ତବ୍ୟ

ରାଜ୍ୟର ଓଡ଼ିଆ ଓ ଇଂରାଜୀ ମାଧ୍ୟମ ଘରୋଇ ବିଦ୍ୟାଳୟ ଗୁଡିକର ଫି ୩୦% ପର୍ଯ୍ୟନ୍ତ କମିପାରେ

ସ୍କୁଲ ଫି’ ଛାଡ଼କୁ ନେଇ ବୈଠକରେ ସହମତି କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୧୧/୦୯: କରୋନାକୁ ନେଇ ରାଜ୍ୟରେ ସମସ୍ତ ବିଦ୍ୟାଳୟ ବନ୍ଦ ଥିବାବେଳେ ଅନ୍‌ଲାଇନ୍‌ ଯୋଗେ ଚାଲିଛି ପାଠପଢା। ତେବେ ସ୍କୁଲ୍‌ ଫି’ ହ୍ରାସକୁ ନେଇ ଅଭିଭାବକ ସଂଘ ଓ ବିଦ୍ୟାଳୟ ସଂଘ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ

ଆନୁଷ୍ଠାନିକ ଭାବେ ବାୟୁସେନାରେ ସାମିଲ ଶକ୍ତିଶାଳୀ ହେଲା ବାୟୁସେନା, ଆରମ୍ଭ ହେଲା ରାଫେଲ ଯୁଗ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୦/୦୯ : ଭାରତୀୟ ବାୟୁସେନାରେ ୫ଟିଯାକ ରାଫେଲ ଯୁଦ୍ଧ ବିମାନକୁ ଗୁରୁବାର ଆନୁଷ୍ଠାନିକ ଭାବେ ସର୍ବଧର୍ମ ପୂଜା ପରେ ସାମିଲ କରାଯାଇଛି। ରାଫେଲ ଯୁଦ୍ଧ ବିମାନ ସାମିଲ ଅବସରରେ ହରିଆଣାର ଆମ୍ବାଲା ଏୟାରବେସ୍‌ରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ

କରୋନା କବଳରେ କମିଶନରେଟ୍‌ ପୁଲିସ: ୮୦୦ ସିପାହୀ ସମେତ ହୋମ୍‌ ଆସୋଲେସନରେ ସିପି , ଡିସିପି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୧୦/୦୯: କରୋନା ଲଢ଼େଇରେ ଫ୍ରଣ୍ଟଫୁଟ୍‌ର ସିପାହୀ ସାଜିଥିବା ପୁଲିସ ବାହିନୀ ଏବେ ବିପଦରେ । ମାରାତ୍ମକ ‘କରୋନା’ ବ୍ୟାଧି ଭାଇରସ କମିଶନରେଟ୍‌ ପୁଲିସର ଚାରିଆଡେ ଗ୍ରାସି ଗଲାଣି । ଅଦୃଶ୍ୟ ଶତ୍ରୁ ସହ ଲଢ଼ୁଥିବା ୮୦୦ରୁ ଅଧିକ ସିପାହୀ ପଜିଟିଭ୍‌

ଲଦାଖର ଏଲ୍‌ଏସିରେ ହାଇଆଲର୍ଟ; ବାୟୁସେନା ପ୍ରସ୍ତୁତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୦/୦୯ : ପୂର୍ବ ଲଦାଖର ବାସ୍ତବ ନିୟନ୍ତ୍ରଣ ରେଖାରେ ଦେଖାଯାଇଥିବା ସୀମା ଉତ୍ତେଜନାକୁ ନେଇ ଭାରତର ବାୟୁସେନା ବୁଧବାର ସୀମାନ୍ତ ଅଞ୍ଚଳରେ ଏହାର ଯୁଦ୍ଧବିମାନକୁ ଉଡ଼ାଣ କରିଛି। ବାୟୁସେନାର ସୁଖୋଇ, ମିଗ୍‌ ଓ ପରିବହନକାରୀ ବିମାନ ବାରମ୍ବାର ସୀମା ନିକଟରେ
error: Content is protected !!
Open chat