Browsing Tag

ନିଉ୛

ରାଜଧାନୀରେ ପନିପରିବା ଦର ଆକାଶ ଛୁଆଁ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୬/୦୮: ଲଗାତର ଲକଡାଉନ ଓ ସଟଡାଉନ ଆଳରେ ରାଜଧାନୀ ଭୁବନେଶ୍ୱରରେ ପନିପରିବା ଦର ଏବେ ଆକାଶ ଛୁଆଁ ହୋଇଛି । ମହାମାରୀ କରୋନା ସକାଶେ ଯେତେବେଳେ ମାର୍ଚ୍ଚ ମାସ ଶେଷ ସପ୍ତାହରେ ଲକଡାଉନ ଆରମ୍ଭ ହେଲା ସେହି ସମୟରେ କେତେକ ଅସାଧୁ ବ୍ୟବସାୟୀ ଆଳୁ ପିଆଜ ଭଳି

ହିନ୍ଦୁ ଦେବାଦେବୀଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇ ଗିରଫ ହେଲେ ୟୁଟ୍ୟୁବର ହିର ଖାନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୬/୦୮: ହିନ୍ଦୁ ଦେବତାମାନଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଆସୁଥିବା ହିର ଖାନ ନାମକ ମହିଳାଙ୍କୁ ଉତ୍ତରପ୍ରଦେଶର ପ୍ରୟାଗରାଜରୁ ଗିରଫ କରାଯାଇଛି। ଅଭିଯୋଗ ମୁତାବକ ହିର ଖାନ ନିଜର ଏକ ୟୁଟ୍ୟୁବ ଚ୍ୟାନେଲ କରିଥିଲେ ଯେଉଁଥିରେ ସେ ଏକ ଭିଡିଓ ପୋଷ୍ଟ

ପ୍ରଧାନମନ୍ତ୍ରୀଙ୍କ ମତରେ “ଘର କେବଳ ଚାରି କାନ୍ଥକୁ ନେଇ ନୁହେଁ, ଲୋକଙ୍କ ପାଇଁ ସୁଖ ସୁବିଧା ଓ ସମ୍ମାନର ଉପଲବ୍ଧି” –…

ନୂଆଦିଲ୍ଲୀ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୫/୦୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମତରେ “ଘର କେବଳ ଚାରି କାନ୍ଥକୁ ନେଇ ନୁହେଁ। ଏହା ଲୋକଙ୍କ ପାଇଁ ସୁଖ ସୁବିଧା ଓ ସମ୍ମାନର ଉପଲବ୍ଧି। ଯେଉଁଠାରେ ସ୍ୱପ୍ନକୁ ନୂଆ ରୂପ ମିଳେ ଓ ଆକାଂକ୍ଷାକୁ ନୂଆ ଉନ୍ମାଦନା ମିଳେ”।

ମହାକାଶ ଗବେଷଣା କ୍ଷେତ୍ରରେ କୃତ୍ରିମ ଉପଗ୍ରହ ଓ ରକେଟ ମଡେଲ ତିଆରି ପାଇଁ ଇସ୍ରୋ-ଭିସୁଟ ମଧ୍ୟରେ ଏମ୍‌ଓୟୁ ସ୍ୱାକ୍ଷରିତ

ମହାକାଶ ଗବେଷଣା କ୍ଷେତ୍ରରେ ବୁର୍ଲାସ୍ଥିତ ଭିସୁଟକୁ ବୈଷୟିକ ଓ ଆର୍ଥିକ ସହାୟତା ଯୋଗାବ ଇସ୍ରୋ ଇସ୍ରୋ ସହ ବୈଷୟିକ ଜ୍ଞାନକୌଶଳ ସଂକ୍ରାନ୍ତ କୌଣସି ଚୁକ୍ତି କରିବାରେ ଭାରତରେ ଭିସୁଟ ହେବ ‌ପ୍ରଥମ ବିଶ୍ୱବିଦ୍ୟାଳୟ ଭୁବନେଶ୍ୱର/ବାଙ୍ଗାଲୁରୁ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୫/୦୮ :

ଗରିବ ଗ୍ରାମବାସୀଙ୍କ ପାଇଁ “କୋଭିଡ୍-୧୯ ପ୍ୟାକେଜ” ଘୋଷଣା କଲେ ରାଜ୍ୟ ସରକାର: ରାଜ୍ୟର ଅର୍ଥନୀତି…

ଗ୍ରାମାଞ୍ଚଳ ଲୋକଙ୍କ ପାଇଁ କରୋନା ପ୍ୟାକେଜ୍ ଘୋଷଣା ଅଣୁ ଓ କ୍ଷୁଦ୍ର ଉଦ୍ୟୋଗର ବିକାଶ ପାଇଁ ୫୦ ହଜାର ଟଙ୍କା ଋଣ କୃଷି ଓ ଅଣ କୃଷି କ୍ଷେତ୍ରରେ ନିୟୋଜିତ ଥିବା ବ୍ୟକ୍ତିଙ୍କୁ ଦେଢ଼ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୫/୦୮: କରୋନା ମହାମାରୀ

ଜେଇଇ (ମେନ୍) ତଥା ନିଟ୍ ପରୀକ୍ଷା ଘୁଞ୍ଚାଇବା ଏବଂ ରାଜ୍ୟର ୩୦ଟି ଜିଲ୍ଲାରେ ପରୀକ୍ଷା କେନ୍ଦ୍ର ଖୋଲିବାକୁ କେନ୍ଦ୍ର…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୫/୦୮: କରୋନା ମହାମାରୀକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ମାସରେ ଅନୁଷ୍ଠିତ ହେବାକୁ ଥିବା ଜେଇଇ (ମେନ୍) ଏବଂ ନିଟ୍ ପରୀକ୍ଷାକୁ ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଡକ୍ଟର ରମେଶ ପୋଖରିଆଲ୍ ନିଶଙ୍କଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଚିଠି

“ଦ କପିଲ୍ ଶର୍ମା ଶୋ”କୁ ସଂପୂର୍ଣ୍ଣ ବୟକଟ କରିବାକୁ ସୁଶାନ୍ତ ସିଂହ ରାଜପୁତଙ୍କ ଫ୍ୟାନ୍‌ମାନଙ୍କ ଅନୁରୋଧ

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୨୫/୦୮: ‘ଦ କପିଲ ଶର୍ମା ଶୋ’କୁ ବୟକଟ କରିବାକୁ ସୁଶାନ୍ତ ସିଂହ ରାଜପୁତଙ୍କ ଫ୍ୟାନ୍‌ମାନେ ଅନୁରୋଧ କରିଛନ୍ତି। ସୋମବାର ‘ଜଷ୍ଟିସ୍ ଫର୍ ସୁଶାନ୍ତ ସିଂହ ରାଜପୁତ’ ନାଁରେ ଥିବା ଏକ ଗ୍ରୁପ୍ ଫେସ୍‌ବୁକ୍‌ରେ ଏନେଇ ଏକ ପୋଷ୍ଟ୍ କରିଛି। ଏଥିରେ ଏହି ଗ୍ରୁପ୍‌ର

ସୀମା ବିବାଦ ନେଇ ସିଡିଏସ୍‍ ବିପିନ ରାୱତ ଚୀନକୁ ଦେଲେ ସାମରିକ କାର୍ଯ୍ୟାନୁଷ୍ଠାନ ଚେତାବନୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୫/୦୮: ଚୀନ ସହିତ ଲାଗି ରହିଥିବା ସୀମା ବିବାଦର ସମାଧାନ ପାଇଁ ସାମରିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚେତାବନୀ ଦେଇଛନ୍ତି ଭାରତର ପ୍ରତିରକ୍ଷା ମୁଖ୍ୟ (ସିଡିଏସ୍‍) ଜେନେରାଲ ବିପିନ ରାୱତ। ସୋମବାର ଜେନେରାଲ ରାୱତ କହିଛନ୍ତି ଯେ ଚୀନ ସହିତ ସୀମା

ଅସମ୍ଭବକୁ ସମ୍ଭବ କରିବାର ବ୍ୟକ୍ତିତ୍ୱ ଥିଲେ ଅରୁଣ ଜେଟଲୀ – ଧର୍ମେନ୍ଦ୍ର ପ୍ରଧାନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୫/୦୮: ବରିଷ୍ଠ ବିଜେପି ନେତା, ଆଇନ ବିଶାରଦ ତଥା ପୂର୍ବତନ ଅର୍ଥମନ୍ତ୍ରୀ ସ୍ୱର୍ଗତ ଅରୁଣ ଜେଟଲୀ ଅସମ୍ଭବକୁ ସମ୍ଭବ କରିବାର ବ୍ୟକ୍ତିତ୍ୱ ଥିଲେ ବୋଲି ନୂଆଦିଲ୍ଲୀ ଠାରେ ତାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ଆୟୋଜିତ ସ୍ମୃତିସଭାରେ ଯୋଗଦେଇ

କାଲିମେଳା ଅଂଚଳରୁ ମାଓବାଦୀଙ୍କ ବନ୍ଧୁକ ତିଆରି କାରଖାନା ଠାବ: ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଓ ବନ୍ଧୁକ ତିଆରି…

ମାଲକାନଗିରି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୫/୦୮: ମାଲକାନଗିରି ଜିଲ୍ଲାର କାଲିମେଳା ଥାନା ଅଂଚଳରୁ ମାଓବାଦୀଙ୍କ ଏକ ବନ୍ଧୁକ ତିଆରି କାରଖାନା ଠାବ କରାଯାଇଛି । ଘଟଣାସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଓ ବନ୍ଧୁକ ତିଆରି ଯନ୍ତ୍ରପାତି ଜବତ କରାଯାଇଛି । ପ୍ରାପ୍ତ ସୂଚନା
error: Content is protected !!
Open chat