Browsing Tag

ନିଉ୛

ସର୍ବଭାରତୀୟ ଲୋକସେବା ପରୀକ୍ଷାଫଳ ପ୍ରକାଶିତ : କୃତକାର୍ଯ୍ୟ ହେଲେ ୮୨୯ ଜଣ ପରୀକ୍ଷାର୍ଥୀ, ଟପଟେନରେ ଓଡ଼ିଶାରୁ ୨ ଜଣ

ଭୁବନେଶ୍ୱର / ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଆଇଏଏସ୍‌, ଆଇପିଏସ୍‌, ଆଇଆର୍‌ଏସ୍‌, ଆଇଏଫ୍‌ଏସ ଆଦି ବିଭିନ୍ନ ସର୍ବଭାରତୀୟ ସେବା ବର୍ଗରେ ନିଯୁକ୍ତି ଲାଗି ଭାରତୀୟ ଲୋକସେବା ଆୟୋଗ ପରିଚାଳିତ ସିଭିଲ୍‌ ସର୍ଭିସ୍‌ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ପ୍ରକାଶ ପାଇଛି। ସମୁଦାୟ

ସିବିଆଇ ହାତକୁ ଗଲା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା : ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର ତଦନ୍ତ ପାଇଁ କଲେ…

ପାଟ‌ନା,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାକୁ ନେଇ ମଙ୍ଗଳବାର ସିବିଆଇ ତଦନ୍ତ ପାଇଁ ସୁପାରିଶ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର। ସେ ଗଣମାଧ୍ୟମରେ ନିଜର ମତ ରଖି କହିଛନ୍ତି କି ପରିବାରର ସହମତି କ୍ରମେ ଘଟଣାର ସିବିଆଇ

ବାସୁଦେବପୁର : ପାରିବାରିକ ବିବାଦ ଓ ଜମିବାଡି ଭାଗବଣ୍ଟ।କୁ କେନ୍ଦ୍ରକରି ଯୁବକଙ୍କୁ ନୃଶଂସ ହତ୍ୟା ଅଭିଯୋଗ

ବାସୁଦେବପୁର/ଭଦ୍ରକ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୪/୦୮ : ବାସୁଦେବପୁର ବ୍ଲକ ଅନ୍ତର୍ଗତ କୁମାରପୁରରେ ପାରିବାରିକ ବିବାଦ ତଥା ଜମିବାଡି ଭାଗବଣ୍ଟ।କୁ କେନ୍ଦ୍ରକରି ଜଣେ ମତ୍ସ୍ଯଜୀବି ଯୁବକଙ୍କୁ ପିଟି ପିଟି ଅତିନୃଶଂସ ଭାବେ ହତ୍ୟା କରାଯାଇଥିବା ନେଇ ପାରିବାର ପକ୍ଷରୁ ଅଭିଯୋଗ ହୋଇଛି । ଖବର

ସାବଧାନ !! ଚାଇନାରୁ ଆସୁଛି ରହସ୍ୟମୟ ମଞ୍ଜି : ଘାରୁଛି ଚୀନ ପ୍ରାୟୋଜିତ ଆଉ ଜୈବ ଆତଙ୍କବାଦର ଭୟ !

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଚୀନରୁ ବାହାରିଥିବା କରୋନା ଭାଇରସ ସମଗ୍ର ବିଶ୍ୱକୁ କବଳିତ କରିରଖିଥିବାବେଳେ ଚୀନ ଆଉ ଏକ କାରସାଦି ଆରମ୍ଭ କରିଛି । ବିଭିନ୍ନ ଦେଶର ଲୋକମାନେ ପାର୍ସଲ ମାଧ୍ୟମରେ ଏକ ରହସ୍ୟମୟ ମଞ୍ଜି ପାଉଛନ୍ତି । ଏହି ପାର୍ସଲ ଚୀନରୁ ଆସୁଥିବା କୁହାଯାଉଛି ।

ଜାତିସଂଘରେ ନେପାଳର ବିବାଦୀୟ ମାନଚିତ୍ର ଆବେଦନ ଖାରଜ

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୩/୦୮ : ଦେଶର ଭୌଗୋଳିକ ଅବସ୍ଥିତିକୁ ନେଇ ନୂତନ ନକ୍ସା ଜାରି କରିବା ମାମଲାରେ ନେପାଳକୁ ମିଳିଛି ବଡ଼ ଧକ୍କା । ମିଳିତ ଜାତିସଂଘ ନେପାଳର ନୂତନ ବିବାଦୀୟ ମାନଚିତ୍ରକୁ ଗ୍ରହଣ କରାଯିବ ନାହିଁ କିମ୍ବା ଏହାକୁ ସ୍ୱୀକୃତି ପ୍ରଦାନ କରାଯିବ ନାହିଁ ବୋଲି

ଚୀନ ଉପରେ ଭାରତର ଡିଜିଟାଲ ଷ୍ଟ୍ରାଇକ ପରେ ବର୍ତ୍ତମାନ ଶିକ୍ଷାନୁଷ୍ଠାନ ଉପରେ ପ୍ରହାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୩/୦୮: ଭାରତ-ଚୀନ ସୀମା ବିବାଦ ଦିନକୁ ଦିନ ଅଧିକ ଜଟିଳ ହେବାରେ ଲାଗିଛି। ଚୀନ୍‌ ଭାରତ ବିରୋଧରେ ଆକ୍ରମଣାତ୍କମ ପଦକ୍ଷେପ ଗ୍ରହଣ କରି ସୀମାରେ ଉତ୍ତେଜନା ବଢ଼ାଇଛି। ଏଭଳି ସ୍ଥିତିରେ ଭାରତ ଚୀନ୍‌ର ଅନେକ ଫାର୍ମ ଏବଂ ମୋବାଇଲ ଆପ୍‌କୁ ବନ୍ଦ କରି ସାରିଛି।

କୋଭିଡ୍‌-୧୯ ସଂକ୍ରମଣ ବ୍ୟାପକତାକୁ କମାଇଦିଏ ବିସିଜି ଟିକା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୩/୦୮: ଟ୍ୟୁବରକଲୋସିସ୍‌(ଟିବି) ରୋଗ ପାଇଁ ଉଦ୍ଦିଷ୍ଟ ବିସିଜି(ବ୍ୟାସିଲସ୍‌ କାଲମେଟ୍‌ ଗୁଏରିନ୍‌) ଟିକା ମହାମାରୀ କୋଭିଡ୍‌-୧୯ ସଂକ୍ରମଣର ବ୍ୟାପକତାକୁ କମାଇଦିଏ ବୋଲି ନିକଟରେ ଏକ ଆମେରିକୀୟ ଅନୁଧ୍ୟାନରୁ ଜଣାଯାଇଛି। ଅତି କମ୍‌ରେ ଏହା ପ୍ରଥମ ୩୦ ଦିନ

ଅଭିନେତା ସୁଶାନ୍ତ ସିଂ ରାଜପୁତ ଙ୍କ ଆକାଉଣ୍ଟରୁ ୧୫ କୋଟି ଗାଏବ: ଲଣ୍ଡରିଂ ମାମଲା ଦାଖଲ କଲେ ଏନଫୋର୍ସମେଣ୍ଟ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୧/୦୮: ଜୁଲାଇ ୩୧: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ସହ ଜଡିତ 15 କୋଟି ଟଙ୍କା ମୂଲ୍ୟର କାରବାର ଉପରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ମାମଲା ରୁଜୁ କରିଛି। ଇଡି ର ଏକ ବିଶେଷ ସୂତ୍ରରୁ ପ୍ରକାଶ ଯେ’ ଇଡି ପ୍ରିଭେନସନ୍ ଅଫ୍ ମନି

‘ସୋଆ ବିଶ୍ୱବିଦ୍ୟାଳୟ’ ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ବୈପ୍ଳବିକ ପରିବର୍ତନ ଆଣିଛି –…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୧/୦୮ : ଦୁଇ ଦଶନ୍ଧି ତଳେ ଭୁବନେଶ୍ୱରରେ ଆରମ୍ଭ ହୋଇଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ବିଶ୍ୱବିଦ୍ୟାଳୟ ଆଜି ଏକ ସ୍ୱତନ୍ତ୍ର ପରିଚୟ ହାସଲ କରିପାରିଛି। ‘କେବଳ ଚାକିରି ଖଣ୍ଡେ ପାଇବା ପାଇଁ ଡିଗ୍ରି ଆହରଣ କର ନାହିଁ, ବରଂ ଜ୍ଞାନ ଆହରଣ କରି

ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତିଙ୍କ ଅଟକ ସମୟସୀମା ଆଉ ତିନି ମାସ ବଢ଼ିଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୧/୦୮ : ଶୁକ୍ରବାର ଦିନ ଜମ୍ମୁ ଓ କଶ୍ମୀର ପ୍ରଶାସନ ‘ପବ୍ଲିକ୍ ସେଫ୍‌ଟି ଆକ୍ଟ୍‌’ରେ ‘ପିପୁଲ୍ସ୍‌ ଡେମୋକ୍ରାଟିକ୍ ପାର୍ଟି’ର ମୁଖ୍ୟ ତଥା ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତିଙ୍କ ଅଟକ ସମୟସୀମା ପୁଣି ତିନି ମାସ ବଢ଼ାଇ
error: Content is protected !!
Open chat