Browsing Tag

ନ୍ଯୁଜ

ଅଯୋଧ୍ୟାରେ ମସ୍‌ଜିଦ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେବେନି ଯୋଗୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୮/୦୮ : ଅଯୋଧ୍ୟାରେ ରାମ ମନ୍ଦିରର ଭିତ୍ତିପ୍ରସ୍ତର ସ୍ଥାପନକୁ ନେଇ ଉତ୍ସାହିତ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମସ୍‌ଜିଦକୁ ନେଇ ବିବାଦରେ ଛନ୍ଦି ହୋଇଛନ୍ତି। ସୁପ୍ରମିକୋର୍ଟ ନିର୍ଦେଶକ୍ରମେ ମୁସଲମାନମାନଙ୍କୁ ବାବ୍ରି ମସ୍‌ଜିଦର ବିକଳ୍ପ

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଶ୍ରେଷ୍ଠ, କେଜ୍ରିୱାଲ ୨ୟ ଓ ୬ଷ୍ଠରେ ନବୀନ:…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ଦେଶରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ମଧ୍ୟରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶ୍ରେଷ୍ଠ। ତାଙ୍କ ପଛକୁ ରହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ୩ୟ ସ୍ଥାନରେ ଅଛନ୍ତି ଆନ୍ଧ୍ରପ୍ରଦେଶ

କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କରୋନାରୁ ଆଶୁ ଆରୋଗ୍ଯ କାମନା କରି SRCT ଅଧ୍ୟକ୍ଷ ରଞ୍ଜିତ…

ସୁଲୋଚନା ରାମକୃଷ୍ଣ ଚାରିଟେବୁଲ ଟ୍ରଷ୍ଟର ଅଧ୍ୟକ୍ଷ ଶ୍ରୀ ରଞ୍ଜିତ ମହାପାତ୍ର କେନ୍ଦ୍ର ପିଏନଜି-ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କରୋନାରୁ ଶୀଘ୍ର ଆରୋଗ୍ୟ କାମନା ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଠାରେ ଦୀପ ଦାନ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସହ ଅତି ଘନିଷ୍ଠ

ଏଥର ଗୁଗଲ ଚୀନକୁ ଦେଲା ଜୋରଦାର ଝଟକା ! ! ଡିଲିଟ୍ କଲା ୨୫୦୦ ୟୁଟ୍ୟୁବ ଚ୍ୟାନେଲ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ /ଓ୍ବାଶିଂଟନ୍ ୦୭/୦୮: ଚାଇନାକୁ ପୁଣି ଏକ ବଡ଼ ଝଟ୍‌କା ଲାଗିଛି। ଗୁଗଲ ପକ୍ଷରୁ ଚାଇନାର ୨୫୦୦ ୟୁଟ୍ୟୁବ୍‌ ଚ୍ୟାନେଲ୍‌କୁ ଡିଲିଟ୍‌ କରିଛି। ଏପ୍ରିଲ୍‌ରୁ ଜୁନ୍‌ ମାସ ମଧ୍ୟରେ ଗୁଗଲ ପକ୍ଷରୁ ଏଭଳି କରାଯାଇଛି। ଏହି ଚ୍ୟାନେଲରେ ଭ୍ରମାତ୍ମକ ତଥ୍ୟ

ତୁର୍କୀକୁ ଭାରତର ଚେତାବନୀ: ଭାରତ ବିରୋଧୀ ମନ୍ତବ୍ୟ ଦେବା ବେଳେ ସଞ୍ଜତ ଓ ସତର୍କ ରୁହ ।

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: କୌଣସି ମନ୍ତବ୍ୟ ଦେବା ବେଳେ ସଞ୍ଜତ ଓ ସତର୍କ ରହିବାକୁ ତୁର୍କୀକୁ ଚେତାବନୀ ଦେଇଛି ଭାରତ । ଜାମ୍ମୁକାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ତୁର୍କୀ ପକ୍ଷରୁ ଦିଆଯାଇଥିବା ମନ୍ତବ୍ୟ ଆଧାରରେ ଭାରତ ଏପରି ଚେତାବନୀ ଦେଇଛି । ଭାରତ

ସିବିଆଇ ପଞ୍ଝାରେ ରିୟା,ଆଇପିଏସ ଅଧିକାରୀ ମନୋଜ ଶଶୀଧରଙ୍କ ନେତୃତ୍ୱରେ ଏସଆଇଟି ଟିମ ଗଠନ କଲା ସିବିଆଇ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ଔପଚାରିକ ଭାବେ ଏଫଆଇଆର ରୁଜ୍ଜୁ କରିଛି | ସିବିଆଇ ଦ୍ୱାରା ଏହି ମାମଲାରେ ଏକ ଏସଆଇଟି ଗଠନ କରାଯାଇଛି | ମାମଲାରେ ଗୁଜରାଟ କ୍ୟାଡର ଆଇପିଏସ ମନୋଜ ଶଶୀଧରଙ୍କ ନେତୃତ୍ୱରେ ଏସଆଇଟି ଗଠନ କରାଯାଇଛି

ଅଯୋଧ୍ୟା ରାମ ମନ୍ଦିର ଭୂମିପୂଜନ ପରେ ମୁସଲିମ ନେତାଙ୍କ ଧମକ, “ମନ୍ଦିର ଭାଙ୍ଗି ମସଜିଦ ତିଆରି କରିବୁ”

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: ରାମ ନଗରୀ ଅଯୋଧ୍ୟାରେ ବହୁ ବର୍ଷ ପରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜନ ହେବାର ଦିନେ ପରେ ଅଲ ଇଣ୍ଡିଆ ଇମାମ ଏସୋସିଏସନ ଅଧ୍ୟକ୍ଷ ଉତ୍ୟକ୍ତ ବୟାନ ଦେଇଛନ୍ତି | ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ଦିର ଶିଳାନ୍ୟାସ କଲାପରେ ଏସୋସିଏସନ

ସୁଶାନ୍ତ ସିଂଙ୍କ ମୃତ୍ୟୁ ମାମଲା : ଆଦିତ୍ୟ ଠାକରେଙ୍କ ମନ୍ତବ୍ୟକୁ ନେଇ ପାଲଟା ଆକ୍ରମଣ କଲେ କଙ୍ଗନା ରାଣାଓ୍ବତ

ମୁମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୮: ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ନିଜ ବିରୋଧରେ ଆସିଥିବା ଅଭିଯୋଗର ଜବାବରେ ମହାରାଷ୍ଟ୍ର ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ ଆଦିତ୍ୟ ଠାକରେ କହିଛନ୍ତି ଯେ ଏହି ମାମଲାରେ ସଡ଼କଛାପ ରାଜନୀତି ଚାଲିଛି। ଏହି ମାମଲା ମାଧ୍ୟମରେ ପରିବାର

ଅଗଷ୍ଟ ୧୬ ତାରିଖରୁ ଆରମ୍ଭ ହେବ ବୈଷ୍ଣୋ ଦେବୀ ଯାତ୍ରା

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୮ : ଜମ୍ମୁ-କାଶ୍ମୀର : ବୈଷ୍ଣୋ ଦେବୀ ଯାତ୍ରା କରିବାକୁ ଚାହୁଁଥିବା ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର । ଏବେ ତାଙ୍କ ଅପେକ୍ଷାର ଅନ୍ତ ହେବାକୁ ଯାଉଛି । ଜମ୍ମୁ-କାଶ୍ମୀର ପ୍ରଶାସନ ଦୀର୍ଘ ସମୟ ଧରି ବନ୍ଦ ରଖିଥିବା ଧାର୍ମିକସ୍ଥଳକୁ ଆସନ୍ତା ଅଗଷ୍ଟ

ନାରୀ ଶକ୍ତି ହାତରେ କାଶ୍ମୀରର ସୁରକ୍ଷା ଭାର : ଏଲଓସିରେ ପ୍ରଥମ ଥର ନିୟୋଜିତ ହୋଇଛନ୍ତି ମହିଳା ସୈନିକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୬/୦୮: ହାତରେ ବନ୍ଧୁକ, ଦେହରେ ସେନାର ବର୍ଦ୍ଦି, ମନରେ ଶତସିଂହର ବଳ । ଶତ୍ରୁ ଛାତିରେ ତାଣ୍ଡବ କରିବେ ନାରୀଶକ୍ତି । ପରାକ୍ରମୀ ମହିଳା ଯବାନଙ୍କ ହାତରେ ଦେଶର ସୁରକ୍ଷା କମାଣ । ଏଲଓସିରେ ପ୍ରଥମ ଥର ପାଇଁ ମୁତୟନ ହେଲେ ମହିଳା ଯବାନ । କାଶ୍ମୀରକୁ
error: Content is protected !!
Open chat