Browsing Tag

ନ୍ଯୁଜ

କରୋନା ମୁକାବିଲା ଲାଗି ଟେଷ୍ଟିଂ ବଢ଼ିଥିବାରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି : ଶାଳିନୀ ପଣ୍ଡିତ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୧/୦୭ : କରୋନା ମୁକାବିଲା ଲାଗି ରାଜ୍ୟ ସରକାର ଟେଷ୍ଟିଂକୁ ଗୁରୁତ୍ୱ ଦେଉଛନ୍ତି । ଟେଷ୍ଟିଂ ବଢ଼ି ଥିବାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏହା କହିଛନ୍ତି । ସ୍ଥାନୀୟ ଗୀତଗୋବିନ୍ଦ

ଅସଦୁଦ୍ଦିନ ଓୱେସୀଙ୍କୁ ଆଖଡ଼ା ପରିଷଦ ଅଧ୍ୟକ୍ଷ ମହନ୍ତ ଗିରିଙ୍କ କଡା ଜବାବ, ଭୂମିପୂଜନ ଦିନ ରାମ ନାମ ଜପ କରନ୍ତୁ ଓୱେସୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଅଯୋଧ୍ୟା ୩୦/୦୭: ଅଯୋଧ୍ୟାରେ ଅଗଷ୍ଟ ୫ ତାରିଖରେ ରାମ ମନ୍ଦିର ଭୂମିପୂଜନ ହେବ | ଭୂମିପୂଜନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହେବାକୁ ନେଇ ପ୍ରଶ୍ନ ଉଠାଇଥିଲେ ଏମଆଇଏମ ସାଂସଦ ଅସଦୁଦ୍ଦିନ ଓୱେସୀ | ଓୱେସୀଙ୍କ ଉପରେ ସାଧୁ ସନ୍ଥଙ୍କ ସବୁଠାରୁ ବଡ ସଂସ୍ଥା

ଭିଜିଲାନ୍ସ ଜାଲରେ ମୁରିବାହାଲ ଥାନା ଏସଆଇ ସରୋଜ ରଥ

କଳିଙ୍ଗ ଜ୍ୟୋତି ବ୍ୟୁରୋ ବଲାଙ୍ଗୀର ୩୦/୦୭: ଲାଞ୍ଚ ନେଇ ଧରାପଡ଼ିଲେ ଲାଞ୍ଚୁଆ ପୁଲିସ ଅଫିସର। ମୁରିବାହାଲ ଥାନାର ଏସଆଇ ଏକ ମାମଲାର ଚାର୍ଜସିଟ ହାଳୁକା କରିବା ପାଇଁ ଜଣେ ମୁଦାଲାଙ୍କ ପକ୍ଷରୁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବଲାଙ୍ଗୀର ଭିଜିଲାନ୍ସର ଏକ ଟିମ ତାଙ୍କୁ ଗିରଫ କରିଛି।

ଅଯୋଧ୍ୟାର ରୌନାହୀରେ ମସଜିଦ ନିର୍ମାଣ ପାଇଁ ସୁନ୍ନି ୱାକ ଅଫ ବୋର୍ଡ ଟ୍ରଷ୍ଟ ଗଠନ ହେଲା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଲକ୍ଷ୍ନୌ ୩୦/୦୭ : ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ପ୍ରକ୍ରିୟା ଜୋରସୋରରେ ଆଗେଇ ଚାଲିଛି। ଆସନ୍ତା ୫ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମି ପୂଜନ କରାଯିବ। ତେବେ ଏସବୁ ଭିତରେ ଆଯୋଧ୍ୟାରେ ମସଜିଦ୍‌ ନିର୍ମାଣ ପାଇଁ ଆଜି ସୁନ୍ନି

ମାନବ ସମ୍ବଳ ମନ୍ତ୍ରଣାଳୟର ନୂଆ ନାମକରଣ : ହେଲା ‘ଶିକ୍ଷା ମନ୍ତ୍ରଣାଳୟ’ନୂଆ ଶିକ୍ଷାନୀତି…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭: କେନ୍ଦ୍ର କ୍ୟାବିନେଟ ଆଜି ନୂଆ ଶିକ୍ଷା ନୀତି ୨୦୨୦କୁ ମଂଜୁରୀ ଦେଇଛନ୍ତି । ଗତ ୩୪ ବର୍ଷରେ ପ୍ରଥମ ଥର ପାଇଁ ଦେଶର ଶିକ୍ଷା ନୀତିରେ ପରିବର୍ତ୍ତନ ଅଣାଯାଇଛି । ଆଧୁନିକ ସମୟ ଓ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏହି ଶିକ୍ଷାନୀତି ପ୍ରସ୍ତୁତ

ଅମ୍ବାଲାରେ ଅବତରଣ କଲା ରାଫେଲ,ସଂସ୍କୃତ ଶ୍ଳୋକ ଲେଖି ୫ଟି ରାଫେଲକୁ ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ ମୋଦୀ, ପ୍ରତିରକ୍ଷା…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୭: ଆଜି ଭାରତ ମାଟି ଛୁଇଁଛି ରାଫେଲ୍। ଫ୍ରାନ୍ସ୍‌ରୁ ପ୍ରଥମ ପର୍ଯ୍ୟାୟରେ ଆସିଥିବା ପାଞ୍ଚଟି ରାଫେଲ୍ ‌ଲଢୁଆ ଜେଟ୍ ହରିୟାଣାର ଅମ୍ବାଲା ଏୟାର ବେସରେ ଅବତରଣ କରିଛି । ଭାରତୀୟ ବାୟୁସେନାର ବହୁ ବରିଷ୍ଠ ଅଧିକାରୀ ଅମ୍ବାଲା ବେସରେ ଉପସ୍ଥିତ ରହି

ସୁନ୍ଦରଗଡ଼ ଝିଅ ଅର୍ଚନା ସୋରେଙ୍ଗ : ଜାତିସଂଘ ପାଣିପାଗ ଯୁବ ପରାମର୍ଶଦାତା ଗୋଷ୍ଠୀରେ ସାମିଲ

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୯/୦୭ : ସୁନ୍ଦରଗଡ଼ ଝିଅ ଅର୍ଚନା ସୋରେଙ୍ଗ ଆଣିଛନ୍ତି ରାଜ୍ୟ ପାଇଁ ଗୌରବ । ଜାତିସଂଘ ପାଣିପାଗ ଯୁବ ପରାମର୍ଶଦାତା ଗୋଷ୍ଠୀରେ ଅନ୍ୟ ୭ ଜଣଙ୍କ ସହ ସ୍ଥାନ ପାଇଛନ୍ତି ଅର୍ଚନା । ଏ ସମ୍ପର୍କରେ ଜାତିସଂଘ ମହାସଚିବ ଟ୍ବିଟ୍ କରି ସୂଚନା ଦେଇଛନ୍ତି ।
error: Content is protected !!
Open chat