‘ଅବଢ଼ା’କୁ ଅବମାନନା: ‘ଓଡ଼ିଆ ଅବଢ଼ା’ ରେଷ୍ଟୁରାଣ୍ଟ ନାମରେ ସିଂହଦ୍ବାର ଥାନାରେ ଏତଲା
ପୁରୀ: ସମ୍ବଲପୁରରେ ‘ଓଡ଼ିଆ ଅବଢ଼ା’ ନାମକ ଏକ ରେଷ୍ଟୁରାଣ୍ଟ ଲୋକଙ୍କୁ ‘ଅବଢ଼ା’ ନାମରେ ଖାଦ୍ୟ ପରସୁଛି। ହୋଟେଲର ଡାଇନିଂ ଟେବୁଲ ଉପରେ କଦଳୀ ପତ୍ର ପକାଇ ଲୋକଙ୍କୁ ଅବଢ଼ା ନାଁରେ ଭାତ, ଡାଲି, ବେସର ପରସାଯାଉଛି। ଏହାଦ୍ବାରା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ ‘ଅବଢ଼ା’କୁ ଅବମାନନା!-->…