Browsing Tag

ନ୍ଯୁଜ

ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଅବସର ନେବା ପରେ ପ୍ରଶଂସାରେ ପୋତି ପକାଇଲେ ପ୍ରଧାନମନ୍ତ୍ରୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮: ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଶନିବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଭାରତୀୟଙ୍କ ମଧ୍ୟରେ ନିରାଶ ଦେଖିବାକୁ ମିଳିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଧୋନିଙ୍କୁ ଚିଠି ଲେଖି ତାଙ୍କୁ ପ୍ରଶଂସା

କରୋନା ଭାଇରସର ମୁକାବିଲା ପାଇଁ ନିମ୍ବକୁ ନେଇ ଭାରତରେ ଆରମ୍ଭ ହେବ ହ୍ୟୁମାନ ଟ୍ରାଏଲ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮: ନିମ୍ବର ସ୍ୱାଦରେ ମଧୁରତା ନାହିଁ ସତ, ହେଲେ ଏହାର ଉପକାର ଅମୃତ ପରି ମଧୁର। ଏବେ ବୈଜ୍ଞାନିକ ଏବଂ ଡାକ୍ତରୀ ଟିମ୍‌ ଜାଣିବାକୁ ପାଇଛନ୍ତି କରୋନା ମୁକାବିଲା କ୍ଷେତ୍ରରେ ନିମ୍ବର ବ୍ୟବହାର ବେଶ ଉପଯୋଗୀ ହୋଇପାରିବ। ଏ ନେଇ ଗବେଷଣା ଆରମ୍ଭ ହୋଇଛି।

ଜେଇଇ ମେନ୍‍ ପ୍ରବେଶିକା- ପରୀକ୍ଷା ଦେବା ପୂର୍ବରୁ କରୋନା ସମ୍ବନ୍ଧୀୟ ଘୋଷଣାପତ୍ର ଦାଖଲ କରିବାକୁ ପଡ଼ିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮ : ଜେଇଇ ମେନ୍‍ ପ୍ରବେଶିକା ପରୀକ୍ଷାର ପରୀକ୍ଷାର୍ଥୀମାନଙ୍କୁ ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବା ପୂର୍ବରୁ କରୋନା ସମ୍ବନ୍ଧୀୟ ଘୋଷଣାପତ୍ର ଦାଖଲ କରିବାକୁ ପଡ଼ିବ । ସୋମବାର କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିଟ୍‍ ଏବଂ ଜେଇଇ ମେନ୍‍

ବିଶ୍ୱବ୍ୟାପୀ ଧିମାପଡ଼ିଲା ଗୁଗୁଲ : ଜି-ମେଲ (G-mail)ଡାଉନ , ଲଗ୍‌ଇନ କରିପାରୁ ନାହାନ୍ତି ୟୁଜର,ଯାଉନି ମେସେଜ୍,…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୧/୦୮ : ବିଶ୍ଵରେ ବହୁଳ ବ୍ୟବହାରକାରୀ ଇଣ୍ଟରନେଟ୍ ସେବା ‘ଗୁଗୁଲ୍’ ଆଜି ସକାଳୁ ଧିମା ହୋଇଯାଇଛି। ଡାଉନ୍‌ଟାଇମ୍ ଟ୍ରାକିଂ ଓ୍ଵେବସାଇଟ୍ ‘ଡାଉନ୍‌ଡିଟେକ୍ଟର’ର ତଥ୍ୟ ଅନୁସାରେ ଆଜି ସକାଳ ୯.୩୦ରୁ ଗୁଗୁଲ୍ ସେବା ଧିମା ହୋଇପଡ଼ିଛି। ଏହା କେବଳ କିଛି

ଆରମ୍ଭ ହେଲା ଶ୍ରୀ ରାମ ଜନ୍ମଭୂମି ମନ୍ଦିର ନିର୍ମାଣ କାର୍ଯ୍ୟ : ଟ୍ୱିଟ୍ କରି ଶ୍ରୀ ରାମ ଜନ୍ମଭୂମି ତିର୍ଥ କ୍ଷେତ୍ର…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ /ଅଯୋଧ୍ୟା ୨୧/୦୮: ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ସବିଆରଆ ରୁକ୍କି, ଏଲ ଆଣ୍ଡ ଟି ସହିତ ଆଇଆଇଟି ମାଡ୍ରାସର ଇଞ୍ଜିନିୟରମାନେ ମନ୍ଦିର ନିର୍ମାଣ ସ୍ଥାନରେ ମାଟି ପରୀକ୍ଷା କରିଛନ୍ତି।

ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡଙ୍କ ବିସ୍ଫୋରକ ବୟାନ : କହିଲେ ମମତା ସରକାର ରାଜଭବନ ଉପରେ ଗୁଇନ୍ଦା ନଜର ରଖୁଛନ୍ତି

କଳିଙ୍ଗ ଜ୍ୟୋତି ବ୍ୟୁରୋ କୋଲକାତା ୧୭/୦୮ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ ଏବଂ ମମତା ବାନାର୍ଜୀଙ୍କ ମଧ୍ୟରେ ମତଭେଦ ମଧ୍ୟରେ ରବିବାର ରାଜ୍ୟପାଳ ଏକ ବିସ୍ଫୋରକ ବୟାନ ରଖିଛନ୍ତି। ରାଜ୍ୟପାଳ ଜଗଦୀପ ଧନଖଡ ମମତା ସରକାରଙ୍କ ବିରୋଧରେ ଅଭିଯୋଗ ଆଣି କହିଛନ୍ତି ରାଜଭବନ ଉପରେ ଗୁଇନ୍ଦା ନଜର

୧୮୫୭ରେ ଇଂରେଜ ବିରୋଧରେ ଓ ୨୦୧୪ରେ ହିନ୍ଦୁତ୍ଵ ପାଇଁ ଆରମ୍ଭ ହୋଇଛି ଯୁଦ୍ଧ: ସୁବ୍ରମଣ୍ୟମ ସ୍ବାମୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୭/୦୮ :ଭାରତରେ କେବେ​‌ କେବେ ଯୁଦ୍ଧ ହୋଇଛି ଏବଂ ଦେଶବାସୀଙ୍କୁ କିପରି ସ୍ବାଧୀନତା ମିଳିଛି ସେ ନେଇ ବିଜେପିର ବରିଷ୍ଠ ନେତା ସୁବ୍ରମଣ୍ୟମ ସ୍ବାମୀ ଏକ ଟ୍ବିଟ୍‌ କରି କହିଛନ୍ତି। ତେବେ ଏଥିରେ ସେ ଏପରି ଏକ ଯୁଦ୍ଧ କଥା ଉଠାଇଛନ୍ତି, ଯାହାକୁ ନେଇ ବିବାଦର

ଆଜି ଠାରୁ ଖୋଲିଲା ମା’ବୈଷ୍ଣୋ ଦେବୀଙ୍କ ମନ୍ଦିର ,ମା’ଙ୍କୁ ପ୍ରତିଦିନ ୨ହଜାର ଭକ୍ତ ଦର୍ଶନ କରିବେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୭/୦୮ : କରୋନା ମହାମାରୀ ପାଇଁ ବନ୍ଦ ଥିବା ମା’ବୈଷ୍ଣବୀ ଦେବୀଙ୍କ ମନ୍ଦିର ଆଜି ଠାରୁ ଭକ୍ତଙ୍କ ପାଇଁ ଖୋଲା ଯାଇଛି। ଜମ୍ମୁ-କାଶ୍ମୀର ପ୍ରଶାସନ ୧୬ ଅଗଷ୍ଟ ଅର୍ଥାତ ଆଜି ଠାରୁ ମା’ବୈଷ୍ଣବୀ ଦେବୀଙ୍କ ଯାତ୍ରା ଆରମ୍ଭ କରିବାକୁ ଅନୁମତି ପ୍ରଦାନ କରିଛି।

ଘରୋଇ ହସ୍‌ପିଟାଲ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଫି’ ଧାର୍ଯ୍ୟ କଲେ ରାଜ୍ୟ ସରକାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୫/୦୮ : କରୋନା ମହାମାରୀ ସମୟରେ ଭାଇରସରେ ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ରାଜ୍ୟ ସରକାର ଘରୋଇ ହସ୍‌ ପିଟାଲ ପାଇଁ ଫି’ ଧାର୍ଯ୍ୟ କରିଛନ୍ତି। ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ରାଜ୍ୟର ସମସ୍ତ ଜିଲ୍ଲାପାଳ ଏବଂ ସିଡିଏମ୍‌ଓଙ୍କୁ

ଚୀନରେ ଖାଦ୍ୟ ସଙ୍କଟ : ସରକାରଙ୍କ ଦ୍ୱାରା ଆରମ୍ଭ ହେଲା କ୍ୟାମ୍ପେନ ‘କ୍ଲିନ୍ ୟୋର ପ୍ଲେଟ୍’

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ ବେଜିଂ ୧୫/୦୮ : ଚୀନରେ ଏବେ ଖାଦ୍ୟ ସଙ୍କଟର ସମ୍ମୁଖୀନ ହେବାକୁ ଯାଉଛି । ଏ କଥା କ୍ଷମତାସୀନ ରାଷ୍ଟ୍ରପତି ଜିଙ୍ଗପିଙ୍ଗ ସ୍ବୀକାର ନ କଲେ ମଧ୍ୟ ତାଙ୍କ କାର୍ଯ୍ୟ ପ୍ରଣାଳୀରୁ ଏହା ସ୍ପଷ୍ଟ ହୋଇ ଯାଇଛି । ଭାରତ, ଜାପାନ, ଅଷ୍ଟ୍ରେଲିଆ, ଆମେରିକା ପରି ଦେଶରୁ
error: Content is protected !!
Open chat