Browsing Tag

ନ୍ଯୁଜ

ଗୁଣିଗାରେଡି ଓ ଡାହାଣୀ ଭଳି ଧର୍ତ୍ତବ୍ୟ ଅପରାଧକୁ ଦୃଢ ହସ୍ତରେ ଦମନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ

କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୧୪/୦୮ : ଗୁଣିଗାରେଡି ଓ ଡାହାଣୀ ଭଳି ଧର୍ତ୍ତବ୍ୟ ଅପରାଧକୁ ଦୃଢ ହସ୍ତରେ ଦମନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ମାମଲା ବିଚାରରେ ଅଦାଲତ ବାସ୍ତବତା ସହିତ ଏପରି ଆକ୍ରୋ‌ଶର ଶିକାର ପୀଡ଼ିତଙ୍କ ମାନସିକ ସ୍ଥିତି ବିଷୟରେ ଅବଗତ ହେବା

“ସଡ଼କ-୨”କୁ ୫୦ ଲକ୍ଷରୁ ଅଧିକ ଡିସ୍‌ଲାଇକ୍‌

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ୱାଇ ୧୪/୦୮: ବଲିଉଡ୍ ଫିଲ୍ମ ନିର୍ମାତା ମହେଶ ଭଟ୍ଟଙ୍କ ଫିଲ୍ମ ‘ସଡ଼କ -୨’ର ପୋଷ୍ଟର ରିଲିଜ୍‌ ହେବା ସମୟରେ ଫିଲ୍ମଟି ବିବାଦରେ ଛନ୍ଦି ହୋଇପଡ଼ିଥିଲା। ୧୨ ଅଗଷ୍ଟରେ ଫିଲ୍ମର ଟ୍ରେଲର ୟୁଟ୍ୟୁବ୍‌ରେ ରିଲିଜ୍‌ ହୋଇଛି। ୟୁଟ୍ୟୁବ୍‌ରେ ଏହି ଟ୍ରେଲରଟି ଟ୍ରେଣ୍ଡ

ରାମଜନ୍ମ ଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ତଥା ଅଯୋଧ୍ୟାର ବରିଷ୍ଠ ମହନ୍ତ ନିତ୍ୟ ଗୋପାଳ ଦାସଙ୍କୁ କରୋନା,…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଅଯୋଧ୍ୟା ୧୪/୦୮: ରାମଜନ୍ମ ଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ତଥା ଅଯୋଧ୍ୟାର ବରିଷ୍ଠ ମହନ୍ତ ନିତ୍ୟ ଗୋପାଲ ଦାସ ମହାମାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ତାଙ୍କ ରିପୋର୍ଟ ପଜିଟିଭ ଆସିଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଗଷ୍ଟ ୫ ତାରିଖରେ

ମହିଳା ସହକର୍ମୀଙ୍କୁ ଯୌନ ନିର୍ଯାତନା: ଓଏଏସ୍ ବିଭୂ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୪/୦୮: ପୂର୍ବତନ ଆୟୁଷ ନିର୍ଦେଶକ ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ଗୁରୁବାର ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଓଏଏସ୍ ବିଭୂ ପ୍ରସାଦ ଷଡ଼ଙ୍ଗୀ ସ୍ବତନ୍ତ୍ର ସଚିବ ପାହ୍ୟାରେ ଥିଲେ । ସୂଚନା ଅନୁଯାୟୀ, ଶ୍ରୀ ଷଡ଼ଙ୍ଗୀ ତାଙ୍କର ଜଣେ

କୌଣସି ରାଜ୍ୟ ସରକାର ନିଜ ଇଚ୍ଛାରେ କିଣି ପାରିବେନି କରୋନା ଟିକା :କେନ୍ଦ୍ର ସରକାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୮ : ମହାମାରୀ କରୋନାକୁ ମାତ ଦେବା ପାଇଁ ଏକାଧିକ ଟିକା ଏବେ ନିର୍ଣ୍ଣାୟକ ସ୍ଥିତିରେ ପହଞ୍ଚି ଯାଇଛି। କିଛି କରୋନା ଟିକାର ଚୂଡ଼ାନ୍ତ ପର୍ଯ୍ୟାୟ ପରୀକ୍ଷା ଚାଲିଥିବା ବେଳେ ଆଉ କିଛି ଟିକାର ଉତ୍ପାଦନ ଆରମ୍ଭ ହୋଇଥିବା ସୂଚନା ମିଳିଛି। ଏହାକୁ

ବ୍ରାଜିଲ୍‌ର ପ୍ରାଦେଶିକ ରାଜ୍ୟପାଳଙ୍କ ଆର୍ଥିକ ଦୁର୍ନୀତି :ପ୍ରବର୍ତ୍ତନ ନିର୍ଦେଶାଳୟ ଦ୍ଵାରା ୬୭ ଭାରତୀୟ ବ୍ୟବସାୟୀ ଓ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୪/୦୮: ବ୍ରାଜିଲ୍‌ର ଅନୁରୋଧକ୍ରମେ ଭାରତରେ ଥିବା ବିଭିନ୍ନ ଭାରତୀୟ ବ୍ୟବସାୟୀ ଏବଂ କମ୍ପାନିର ୬୭ଟି ବ୍ୟାଙ୍କ୍‌ ଆକାଉଣ୍ଟ୍‌ ଫ୍ରିଜ୍ କରିଥିବା କଥା ଗୁରୁବାର ଦିନ ପ୍ରବର୍ତ୍ତନ ନିର୍ଦେଶାଳୟ ଦିଲ୍ଲୀ ହାଇକୋର୍ଟଙ୍କୁ ଜଣାଇଛି। ବ୍ରାଜିଲ୍‌ର ଜଣେ

ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟସେବାର ବିକାଶ ନିମନ୍ତେ ସରକାରଙ୍କ “ନିର୍ମଳ” ଯୋଜନା : ୫ ବର୍ଷରେ ଖର୍ଚ ହେବ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୩/୦୮ : ରାଜ୍ୟବାସୀଙ୍କ ସ୍ବାସ୍ଥ୍ୟସେବାର ବିକାଶ ନିମନ୍ତେ ସରକାର ‘ନିର୍ମଳ’ ଯୋଜନାକୁ ସଂଶୋଧନ କରିଛନ୍ତି ଏବଂ ଏହି ଯୋଜନାରେ ଆଗାମୀ ୫ ବର୍ଷରେ ୧୯୯୮.୧୫ କୋଟି ଟଙ୍କା ବ୍ୟୟ କରିବାକୁ ଯୋଜନା କରିଛନ୍ତି । ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଗତ ଏ 

ଭାରତରେ ବନ୍ଦ ହେବାକୁ ଯାଉଛି ଫେସବୁକ ଲାଇଟ : ଏହି ଲୋକପ୍ରିୟ ଆପର ଅଛନ୍ତି ଲକ୍ଷାଧିକ ବ୍ୟବହାରକାରୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୩/୦୮ : ଫେସବୁକର କିଛି ଆପ୍ ଅଛି ଯାହାକୁ କମ୍ପାନୀ କମ୍ ଇଣ୍ଟରନେଟ୍ ବେଗରେ ମଧ୍ୟ ବ୍ୟବହାର କରିବାକୁ ଲଞ୍ଚ କରିଛି | କମ ଇଣ୍ଟରନେଟ ଥିବା ଅଂଚଳରେ ଫେସବୁକକୁ ବ୍ୟବହାର କରିବାକୁ କମ୍ପାନୀ ଫେସବୁକ ଲାଇଟକୁ ଲଞ୍ଚ କରିଥିଲା | ଭାରତରେ ମଧ୍ୟ ଲକ୍ଷାଧିକ

କର୍ଣ୍ଣାଟକ : ଫେସବୁକ ପୋଷ୍ଟରୁ ହୋଇଥିବା ବେଙ୍ଗାଲୁରୁ ଦଙ୍ଗା ଯୋଜନାବଦ୍ଧ ଥିଲା, ଦଙ୍ଗାକାରୀଙ୍କ ଠାରୁ କ୍ଷତିପୂରଣ ଆଦାୟ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ବେଙ୍ଗାଲୁରୁ ୧୩/୦୮: ଗୋଟିଏ ଫେସବୁକ ପୋଷ୍ଟକୁ କେନ୍ଦ୍ର କରି ମଙ୍ଗଳବାର ରାତିରେ କର୍ଣ୍ଣାଟକାର ରାଜଧାନୀ ବେଙ୍ଗାଲୁରୁରେ ଭୟଙ୍କର ଦଙ୍ଗା ଦେଖିବାକୁ ମିଳିଛି। ଦଙ୍ଗାକାରୀ ପୋଡ଼ା ଜଳା କରିବାରୁ ପୁଲିସ୍‌ ଗୁଳି ଚଳାଇଛି। ଏଥିରେ ୩ ଜଣ ସାଧାରଣ ନାଗରିକଙ୍କ ମଧ୍ୟ ମୃତ୍ୟୁ

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ : ପୈତୃକ ସମ୍ପତ୍ତି ଉପରେ ଝିଅମାନଙ୍କର ମଧ୍ୟ ସମାନ ଅଧିକାର

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୦୮ : ପୈତୃକ ସମ୍ପତ୍ତି ଉପରେ ଝିଅମାନଙ୍କର ସମାନ ଅଧିକାର ରହିଛି। ଏ ନେଇ ଆଜି ସୁପ୍ରିମ୍‌କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ହିନ୍ଦୁ ଉତ୍ତରାଧିକାର ଆଇନ ୨୦୦୫ ଅନୁସାରେ ପିତାଙ୍କ ମୃତ୍ୟୁ ପରେ ବି ଝିଅମାନଙ୍କର ବାପାଙ୍କ
error: Content is protected !!
Open chat