Browsing Tag

ପବ୍ଲିଶ

ଝୁଲିଲା ସ୍କୁଲଖୋଲା ନିଷ୍ପତ୍ତି,ଆସନ୍ତା କାଲି ଠାରୁ ଖୋଲିବ ନାହିଁ ସ୍କୁଲ

ଭୁବନେଶ୍ୱର ୦୨/୦୧/୨୦୨୨ କଳିଙ୍ଗ ଜ୍ୟୋତି : ବଦଳିଲା ପ୍ରାଥମିକ ସ୍କୁଲ ଖୋଲିବା ନିଷ୍ପତ୍ତି । ସାମୟିକ ଭାବେ ସ୍ଥଗିତ ରହିଲା ପ୍ରାଥମିକ ସ୍କୁଲ ଖୋଲାଯିବା ନିଷ୍ପତ୍ତି । ଅର୍ଥାତ ଜାନୁଆରୀ ୩ ତାରିଖରୁ ପ୍ରାଥମିକ ସ୍କୁଲ ଖୋଲିବା ନେଇ ଯେଉଁ ନିଷ୍ପତ୍ତି ନିଆଯାଇଥିଲା, ତାହା ଏବେ କାର୍ଯ୍ୟକାରୀ

ପଶ୍ଚିମବଙ୍ଗ ସରକାରଙ୍କ ଘୋଷଣା: ବନ୍ଦ ହେଲା ସ୍କୁଲ, ୫୦% କର୍ମଚାରୀଙ୍କ ସହ ଚାଲିବ ଅଫିସ

କୋଲକାତା ୦୨/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଚିନ୍ତା ବଢ଼ାଇଲାଣି ଓମିକ୍ରନ। ଦେଶରେ ଏବେ ଦିନକୁ ଦିନ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଚିନ୍ତାରେ ସରକାର। ସମସ୍ତ ରାଜ୍ୟକୁ ସତର୍କ ରହିବା ସହ ସ୍ବାସ୍ଥ୍ୟ ଭିତ୍ତିଭୂମି ସୁଦୃଢ଼ କରି ରଖିବାକୁ କେନ୍ଦ୍ର କହିଥିବା ବେଳେ ଏବେ

୧୫-୧୮ ବର୍ଷ ପିଲାଙ୍କ ଟିକାକରଣ ଲାଗି ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର ୦୧/୦୧/୨୦୨୨ କଳିଙ୍ଗ ଜ୍ୟୋତି : ରାଜ୍ୟରେ ଆଜିଠାରୁ ୧୫-୧୮ ବର୍ଷ ପିଲାଙ୍କ ଟିକାକରଣ ଲାଗି ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ପରିବାର କଲ୍ୟାଣ ନିର୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଏଯାବତ୍ ୪୫ ହଜାର ପିଲା ଟିକାକରଣ ଲାଗି ନିଜ ନିଜ ନାମ ପଞ୍ଜୀକରଣ

ମହାରାଷ୍ଟ୍ରରେ ୧୦ ମନ୍ତ୍ରୀ, ୨୦ରୁ ଅଧିକ ବିଧାୟକ କୋଭିଡ ସଂକ୍ରମିତ ଚିହ୍ନଟ

ମୁମ୍ବଇ ୦୧/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଦେଶରେ କୋଭିଡ୧୯ ସଂକ୍ରମଣର ଦ୍ରୁତ ବୃଦ୍ଧି ମଧ୍ୟରେ ଦୈନିକ ସଂକ୍ରମଣରେ ମହାରାଷ୍ଟ୍ର ସବୁ ରାଜ୍ୟଠାରୁ ଆଗରେ ଥିବା ଜଣାଯାଇଛି। ରାଜ୍ୟର ୧୦ ଜଣ ମନ୍ତ୍ରୀ ଏବଂ ୨୦ରୁ ଅଧିକ ବିଧାୟକ କୋଭିଡ ସଂକ୍ରମିତ ଚିହ୍ନଟ ହୋଇଥିବା ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ

ଚାଷୀଙ୍କୁ ମୋଦୀଙ୍କ ନୂଆ ବର୍ଷ ଭେଟି

ନୂଆଦିଲ୍ଲୀ ୦୧/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଚାଷୀମାନଙ୍କୁ ନୂଆବର୍ଷରେ ଉପହାର ଦେଲେ କେନ୍ଦ୍ର ସରକାର । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୦ମ କିସ୍ତି ଚାଷୀମାନଙ୍କୁ ପ୍ରଦାନ କରିଛନ୍ତି କେନ୍ଦ୍ର ସରକାର । ଏହି ଯୋଜନାରେ ୧୦ ହଜାର କୋଟିରୁ ଅଧିକ କୃଷକଙ୍କୁ ପ୍ରଧାନମନ୍ତ୍ରୀ

ରାଜ୍ୟରେ ବଦଳିପାରେ ବିଦ୍ୟାଳୟ ଖୋଲିବା ନିଷ୍ପତ୍ତି – ଡିଏମଇଟି

ଭୁବନେଶ୍ୱର ୨୯/୧୨/୨୦୨୧ କଳିଙ୍ଗ ଜ୍ୟୋତି : ରାଜ୍ୟରେ ବଦଳିପାରେ ବିଦ୍ୟାଳୟ ଖୋଲିବା ନିଷ୍ପତ୍ତି। ଏନେଇ ଆଜି ଡିଏମଇଟି ଡା. ରମାରମଣ ମହାନ୍ତି ସୂଚନା ଦେଇଛନ୍ତି। ପୂର୍ବ ସ୍ଥିତି ଦେଖି ସରକାର ବିଦ୍ୟାଳୟ ଖୋଲିବା ପାଇଁ ନିଷ୍ପତ୍ତି ନେଇଥିଲେ। ସେହି ସମୟରେ ଓମିକ୍ରନର ବୃଦ୍ଧି ନଥିବା ସହ

ସମୟର ଗୁରୁତ୍ୱକୁ ଆକଳନ କରିନଥିଲେ ତତ୍କାଳୀନ ସରକାର – ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ପୂର୍ବ ସରକାରଗୁଡିକୁ ସମାଲୋଚନା କରି କହିଛନ୍ତି ଯେ ସେମାନେ ସମୟର ମୂଲ୍ୟ ଆକଳନ କରିପାରି ନଥିଲେ ତେଣୁ ଏବେର ସରକାର ସେହି ସମୟର ଆବଶ୍ୟକତାକୁ ଏବେ ପୂରଣ କରିବା ପାଇଁ ଚେଷ୍ଟା କରୁଛନ୍ତି। ଆଜି ପ୍ରଧାନମନ୍ତ୍ରୀ କାନପୁର ମେଟ୍ରୋ ରେଳ ପ୍ରକଳ୍ପ

ଜାନୁୟାରୀ ୩ରୁ ଖୋଲିବ ପ୍ରଥମ ରୁ ପଞ୍ଚମ ଶ୍ରେଣୀ

ଭୁବନେଶ୍ବର ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି :   ଜାନୁୟାରୀ ୩ରୁ ​ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।  ବିଦ୍ୟାଳୟ ଗୁଡ଼ିକରେ ପୂର୍ବାହ୍ନ  ୯ଘଟିକା ଠାରୁ ମଧ୍ୟାହ୍ନ ୧୨ଟା  ପର୍ଯ୍ୟନ୍ତ ପାଠପଢା ହେବ। ସାରା ରାଜ୍ୟରେ ପ୍ରଥମରୁ ପଞ୍ଚମ

କୁମ୍ଭୀର ଗଣନା ଲାଗି ନୂଆବର୍ଷରୁ ବନ୍ଦ ରହିବ ଭିତରକନିକା, ୧୦ ଦିନ ଯାଏଁ ପର୍ଯ୍ୟଟକଙ୍କ ପ୍ରବେଶ ମନା

ରାଜନଗର ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ବିରଳ ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ । ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟଉଦ୍ୟାନ ବାହାରେ ଥିବା ନଦୀ ନାଳଗୁଡିକରେ କୁମ୍ଭୀରମାନଙ୍କର ଗଣନା କରାଯିବ । କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ

ମାଟ୍ରିକ୍‌ ସମେଟିଭ୍‌-୧ ପରୀକ୍ଷା: ଆଜିଠୁ ଆଡମିଟ୍‌ କାର୍ଡ ପାଇବେ ପରୀକ୍ଷାର୍ଥୀ, ବୁଧବାର କେନ୍ଦ୍ରକୁ ପଠାଯିବ…

କଟକ ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ସମେଟିଭ୍‌-୧ ପରୀକ୍ଷା ଲାଗି ବୋର୍ଡ ପକ୍ଷରୁ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ଏହି ପରୀକ୍ଷା ପାଇଁ ମଙ୍ଗଳବାରଠୁ ପରୀକ୍ଷାର୍ଥୀ ଆଡମିଟ୍‌ କାର୍ଡ ପାଇପାରିବେ । ଏଥିଲାଗି ବୋର୍ଡ
error: Content is protected !!
Open chat