Browsing Tag

ପବ୍ଲିଶ

ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା : ଏଇ ମାସ ତୃତୀୟ ସପ୍ତାହ ବେଳକୁ +୨ ବିଜ୍ଞାନ ଓ ବାଣିଜ୍ୟ ଏବଂ ଅଗଷ୍ଟ…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : କରୋନା ଯୋଗୁଁ ଚଳିତ ବର୍ଷ ଯୁକ୍ତ ଦୁଇ ଖାତା ଦେଖା ବିଳମ୍ବିତ ହୋଇଛି । ସେଥପାଇଁ ପରୀକ୍ଷା ଫଳ ପ୍ରକାଶରେ ବିଳମ୍ବ ହୋଇଛି । ହେଲେ ଖାତା ଦେଖା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଅଗଷ୍ଟ ତୃତୀୟ ସପ୍ତାହ ବେଳକୁ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ

କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ / ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : କୋଭିଡ୍ ୧୯ ଲକ୍ଷଣ ଦେଖାଯିବା ପରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନମୁନା ପରୀକ୍ଷଣ କରାଇଥିଲେ ଏବଂ ଆଜି କରୋନା ରିପୋର୍ଟ ପଜିଟିଭ୍ ଆସିଛି।  ଡାକ୍ତରଙ୍କ ପରାମର୍ଶ କ୍ରମେ ଗୁରୁଗାଁଓସ୍ଥିତ ମେଦାନ୍ତ ହସ୍ପିଟାଲରେ

ସିବିଆଇ ହାତକୁ ଗଲା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା : ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର ତଦନ୍ତ ପାଇଁ କଲେ…

ପାଟ‌ନା,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାକୁ ନେଇ ମଙ୍ଗଳବାର ସିବିଆଇ ତଦନ୍ତ ପାଇଁ ସୁପାରିଶ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାର। ସେ ଗଣମାଧ୍ୟମରେ ନିଜର ମତ ରଖି କହିଛନ୍ତି କି ପରିବାରର ସହମତି କ୍ରମେ ଘଟଣାର ସିବିଆଇ

ବାସୁଦେବପୁର : ପାରିବାରିକ ବିବାଦ ଓ ଜମିବାଡି ଭାଗବଣ୍ଟ।କୁ କେନ୍ଦ୍ରକରି ଯୁବକଙ୍କୁ ନୃଶଂସ ହତ୍ୟା ଅଭିଯୋଗ

ବାସୁଦେବପୁର/ଭଦ୍ରକ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୪/୦୮ : ବାସୁଦେବପୁର ବ୍ଲକ ଅନ୍ତର୍ଗତ କୁମାରପୁରରେ ପାରିବାରିକ ବିବାଦ ତଥା ଜମିବାଡି ଭାଗବଣ୍ଟ।କୁ କେନ୍ଦ୍ରକରି ଜଣେ ମତ୍ସ୍ଯଜୀବି ଯୁବକଙ୍କୁ ପିଟି ପିଟି ଅତିନୃଶଂସ ଭାବେ ହତ୍ୟା କରାଯାଇଥିବା ନେଇ ପାରିବାର ପକ୍ଷରୁ ଅଭିଯୋଗ ହୋଇଛି । ଖବର

ସାବଧାନ !! ଚାଇନାରୁ ଆସୁଛି ରହସ୍ୟମୟ ମଞ୍ଜି : ଘାରୁଛି ଚୀନ ପ୍ରାୟୋଜିତ ଆଉ ଜୈବ ଆତଙ୍କବାଦର ଭୟ !

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୪/୦୮ : ଚୀନରୁ ବାହାରିଥିବା କରୋନା ଭାଇରସ ସମଗ୍ର ବିଶ୍ୱକୁ କବଳିତ କରିରଖିଥିବାବେଳେ ଚୀନ ଆଉ ଏକ କାରସାଦି ଆରମ୍ଭ କରିଛି । ବିଭିନ୍ନ ଦେଶର ଲୋକମାନେ ପାର୍ସଲ ମାଧ୍ୟମରେ ଏକ ରହସ୍ୟମୟ ମଞ୍ଜି ପାଉଛନ୍ତି । ଏହି ପାର୍ସଲ ଚୀନରୁ ଆସୁଥିବା କୁହାଯାଉଛି ।

‘କୋଭିଡ ଯୋଦ୍ଧା ଦରମା ପାଇଁ ନୁହେଁ, ଲୋକଙ୍କ ଜୀବନ ରକ୍ଷା ପାଇଁ ମିଶନ ଭଳି ସେବା କରିଚାଲିଛନ୍ତି’…

"ଲୋକଙ୍କ ଜୀବନ ରକ୍ଷା ପାଇଁ ସମ୍ବଳର ଅଭାବ ରହିବ ନାହିଁ " - ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ 'କୋଭିଡ-୧୯' ସଂପର୍କରେ ବିଧାୟକମାନଙ୍କ ସଚେତନତା କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ।'କୋଭିଡ ଯୋଦ୍ଧା' ଭାଇଭଉଣୀ ମାନଙ୍କର ନିଷ୍ଠା ଓ ତ୍ୟାଗର ଉଚ୍ଚ ପ୍ରଶଂସା କଲେ

ଆତଙ୍କବାଦୀଙ୍କ ଟାର୍ଗେଟରେ ଅଯୋଧ୍ୟା, ସତର୍କ କରାଇଲା “ର”

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୯/୦୭ : ଆଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ଆସନ୍ତା ୫ ତାରିଖରେ ଭୂମିପୂଜା ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି ଭୂମିପୂଜା କାର୍ଯ୍ୟକ୍ରମ ଉପରେ ଏବେ ସାରା ବିଶ୍ୱର ଦୃଷ୍ଟି ରହିଛି । ଏହା ଫଳରେ ଅଯୋଧ୍ୟା

କୋଭିଡ ଡ୍ୟୁଟି ସମୟରେ ମୃତ୍ୟୁବରଣ କରୁଥିବା କୋଭିଡ ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଓ ଅଣ-କୋଭିଡ ରୋଗୀଙ୍କୁ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୨୯/୦୭:ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ କୋଭିଡ-୧୯ ପରିସ୍ଥିତି ସଂପର୍କରେ ସମୀକ୍ଷା କରିଥିଲେ। କୋଭିଡ ଡ୍ୟୁଟିରେ ମୃତ୍ୟୁବରଣ କରୁଥିବା କୋଭିଡ ଯୋଦ୍ଧାଙ୍କ ନିକଟତମ ଆତ୍ମୀୟ ମାନଙ୍କୁ ୫୦ ଲକ୍ଷ ଟଙ୍କା ସହାୟତା ଦିଆଯିବ ବୋଲି
error: Content is protected !!
Open chat