ଟୋକିଓ ଅଲିମ୍ପିକ୍ସ ହକି ତାରକାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୧୧/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ଟୋକିଓ ଅଲିମ୍ପିକ୍ସ ହକି ତାରକାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି । କଳିଙ୍ଗ ଷ୍ଟାଡିୟମରେ ଉଭୟ ମହିଳା ଓ ପୁରୁଷ ୪ ହକି ତାରକାଙ୍କୁ ସ୍ୱତନ୍ତ୍ର ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଲିମ୍ପିକ୍ସରେ ସଫଳତା!-->…