ଭିକ ମାଗିବା ଉପରେ ବ୍ୟାନ ଲଗାଯାଇପାରିବନାହିଁ : ସୁପ୍ରିମକୋର୍ଟ
ନୂଆଦିଲ୍ଲୀ ୨୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପିଟିସନର ଶୁଣାଣି କରି ସୁପ୍ରିମକୋର୍ଟ ଭିକାରୀଙ୍କ ପୁନର୍ବାସ ଏବଂ ଟିକାକରଣକୁ ନେଇ କେନ୍ଦ୍ର ଏବଂ ଦିଲ୍ଲୀ ସରକାରଙ୍କଠାରୁ ଜବାବ ମାଗିଛନ୍ତି। ଫୁଟପାଥରେ ରହୁଥିବା ଲୋକ ଏବଂ ଭିକାରୀମାନଙ୍କୁ ଟିକାକରଣ ନେଇ କୋର୍ଟରେ ଏକ!-->…