Browsing Tag

ପବ୍ଲିଶ

ହିମାଚଳ ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରଭଦ୍ର ସିଂହଙ୍କ ପରଲୋକ

ଶିମଳା ୦୮/୦୭/୨୦୨୧ କଳିଙ୍ଗ ଜ୍ଯୋତି : ହିମାଚଳ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ବୀରଭଦ୍ର ସିଂହଙ୍କର ୮୭ ବର୍ଷ ବୟସରେ ପରଲୋକ ଘଟିଛି। ଗୁରୁବାର ପ୍ରତ୍ୟୁଷରେ ତାଙ୍କର ମୃତ୍ୟୁ ଘଟିଛି। ବୀରଭଦ୍ର ଦୀର୍ଘଦିନ ଧରି ଅସୁସ୍ଥ ଥିଲେ। ତାଙ୍କୁ ଚିକିତ୍ସା ପାଇଁ

ଅନଲାଇନ୍ ଶିକ୍ଷାରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ପାଇଁ ଗଣଶିକ୍ଷା ବିଭାଗର ନୂଆ ଯୋଜନା

ଭୁବନେଶ୍ବର ୦୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଅନଲାଇନ୍ ଶିକ୍ଷାରୁ ବଞ୍ଚିତ ଛାତ୍ରଛାତ୍ରୀଙ୍କ ପାଇଁ ଗଣଶିକ୍ଷା ବିଭାଗ ନୂଆ ଯୋଜନା କରିଛି। ଇଣ୍ଟରନେଟ ନଥିବା ଉପାନ୍ତ ଅଞ୍ଚଳଗୁଡ଼ିକରେ ଶିକ୍ଷକତା ଅଧ୍ୟୟନ କରୁଥିବା ଛାତ୍ରଛାତ୍ରୀ ଘରକୁ ଘର ବୁଲି ପାଠ ପଢାଇବେ। ଇଣ୍ଟର୍ନସିପ୍ ପ୍ରୋଗ୍ରାମ

କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଲେ ଓଡିଶାରୁ ବିଜେପି ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ

ନୂଆଦିଲ୍ଲୀ ୦୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ମୋଦୀ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ହେବା ସହିତ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ବିଜେପି ରାଜ୍ୟସଭା ସାଂସଦ ଅଶ୍ୱିନୀ ବୈଷ୍ଣବ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ତେବେ ତାଙ୍କୁ

ମମତାଙ୍କୁ କୋଲକତା ହାଇକୋର୍ଟରୁ ବଡ଼ ଝଟକା; ଲାଗିଲା ୫ ଲକ୍ଷ ଟଙ୍କାର ଜରିମାନା

କୋଲକାତା ୦୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କୋଲକତା ହାଇକୋର୍ଟରୁ ମିଳିଲା ବଡ଼ ଝଟକା । କୋର୍ଟ ମମତାଙ୍କ ଉପରେ ୫ ଲକ୍ଷ ଟଙ୍କାର ଜରିମାନା ଲଗାଇଛନ୍ତି । ନନ୍ଦୀଗ୍ରାମ ମାମଲାରେ ଶୁଣାଣି କରୁଥିବା ଜଷ୍ଟିସ୍ କୌଶିକ ଚନ୍ଦା ନିଜ ଉପରେ ଲାଗିଥିବା

ଭୁବନେଶ୍ବର ଠାରେ ଓଡିଶା ପାଇପ ଜଳ କର୍ମଚାରୀ ସଙ୍ଘର ଗଣଧାରଣା

ଭୁବନେଶ୍ବର ୦୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଓଡିଶା ପାଇପ ଜଳ କର୍ମଚାରୀ ସଙ୍ଘର ପୂର୍ବ ନିଷ୍ପତି ଅନୁସାରେ ଆଜି ସର୍ବୋଚ୍ଚ ଯନ୍ତ୍ରୀ  ଜନସ୍ୱାସ୍ଥ୍ୟ ବିଭାଗ ,ଉନ୍ନତି ଭବନରେ ସାମ୍ନାରେ ଗଣ ଧାରଣା କାର୍ଯ୍ୟକ୍ରମ କରାଯଇଥିଲା। ପୁରୀ ଖଣ୍ଡର ଶତାଧିକ କର୍ମଚାରୀ ମାନଙ୍କ ୨ ମାସର ଦରମା ପ୍ରଦାନ,

ମୋତେ ଗିରଫ କରିବେ ନାହିଁ ବୋଲି ଲେଖିକି ଦେଲେ ମୁଁ ପୁଲିସ୍‌ରେ ହାଜର ହେବାକୁ ରାଜି; ଟ୍ୱିଟର ଇଣ୍ଡିଆ ଏମ୍‌ଡି ମନୀଷ…

ନୂଆଦିଲ୍ଲୀ ୦୬/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଉତ୍ତର ପ୍ରଦେଶ ପୁଲିସ ଗିରଫ କରିବା ନାହିଁ ବୋଲି ଆଗ ନିଶ୍ଚିତ କରୁ ତେବେ ମୁଁ ହାଜର ହେବାକୁ ରାଜି ଅଛି। ଆଜି କର୍ଣ୍ଣାଟକା ହାଇକୋର୍ଟରେ ଏପରି କହିଛନ୍ତି ଭାରତର ଟ୍ୱିଟର ଏମ୍‌ଡି ମନୀଷ ମାହେଶ୍ୱରୀ। ଲୋନୀ ଭାଇରାଲ୍ ଭିଡିଓ ଘଟଣାରେ ମନୀଷ ନୋଟିସ୍

ଭୁବନେଶ୍ୱର ଏମ୍ସ ପରିସରରେ ଅଗ୍ନିଶମ ସେବା କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

ଭୁବନେଶ୍ୱର ୦୬/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଭୁବନେଶ୍ୱର ଏମ୍ସ ପରିସରରେ ଏକ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁର କରିଛନ୍ତି । ଏହି କେନ୍ଦ୍ରରେ ଜଣେ ଷ୍ଟେସନ ଅଫିସରଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ । ଏଥିପାଇଁ ରାଜ୍ୟ ସରକାର ଦଶଟି

ଟ୍ୱିଟର ପାଳନ କରିନି ନୂଆ ଆଇଟି ନିୟମ ; ସରକାର ଟ୍ୱିଟର ବିରୋଧରେ ନେଇପାରିବେ କାର୍ଯ୍ୟାନୁଷ୍ଠାନ – ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ ୦୬/୦୭/୨୦୨୧ କଳିଙ୍ଗ ଜ୍ଯୋତି : କେନ୍ଦ୍ର ସରକାରଙ୍କ ନୂଆ ଆଇଟି ନିୟମକୁ ଟ୍ୱିଟର ପାଳନ କରିନଥିବା ନେଇ କହିଛି। ଟ୍ୱିଟର ଓ ସରକାରଙ୍କ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଦିଲ୍ଲୀ ହାଇକୋର୍ଟରେ ଟ୍ୱିଟରେ ମାନିଛି। ଏହାପରେ ହାଇକୋର୍ଟ କହିଛନ୍ତି, ନିଜ ତରଫରୁ ଟ୍ୱିଟରକୁ କୌଣସି

ରଥଯାତ୍ରାରେ ଛେରାପହଁରା କରିବେ ଗଜପତି

ଭୁବନେଶ୍ବର ୦୬/୦୭/୨୦୨୧ କଳିଙ୍ଗ ଜ୍ଯୋତି : ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରାପହଁରା କରିବେ। ରଥଯାତ୍ରାରେ ଛେରାପହଁରା ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ଆଜି ସୂଚନା ଦେଇଛନ୍ତି। ଗଜପତି ମହାରାଜା ଦିବ୍ୟସିଂହ ଦେବ କହିଛନ୍ତି ଯେ ଆମେ

ବନ୍ଦ ହେବ ରାଜ୍ୟର ସମସ୍ତ କୋଭିଡ୍ ସେବା କେନ୍ଦ୍ର

ଭୁବନେଶ୍ବର ୦୬/୦୭/୨୦୨୧ କଳିଙ୍ଗ ଜ୍ଯୋତି :  କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଥିବାରୁ ରାଜ୍ୟରେ ଚାଲୁ ରହିଥିବା ସମସ୍ତ ସରକାରୀ ଓ ବେସରକାରୀ କୋଭିଡ୍ ସେବା କେନ୍ଦ୍ରଗୁଡ଼ିକୁ  ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ତେବେ ଯଦି ଏକ କୋଭିଡ୍ ସେବା କେନ୍ଦ୍ରରେ କରୋନା
error: Content is protected !!
Open chat