୨୪୫ ତମ ସ୍ୱାଧୀନତା ଦିବସ ଅବସରରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଆମେରିକାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ ୦୪/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଆମେରିକାର ୨୪୫ ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଆମେରିକାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ଏକ ଟୁଇଟ୍ରେ କହିଛନ୍ତି ଯେ, ଭାରତ ଏବଂ ଆମେରିକା ଜୀବନ୍ତ!-->…
