Browsing Tag

ପବ୍ଲିଶ

୨ରୁ ୧୭ ବର୍ଷ ପିଲାଙ୍କ ଉପରେ କୋଭୋଭାକ୍ସ ଟିକା ପରୀକ୍ଷଣକୁ ମନା କଲେ ସରକାର

ନୂଆଦିଲ୍ଲୀ ୦୧/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଦେଶରେ ୨ରୁ ୧୭ ବର୍ଷ ବୟସର ପିଲାଙ୍କ ଠାରେ କୋଭିଡ-୧୯ ଟିକା କୋଭୋଭାକ୍ସର ୨ୟ ଏବଂ ୩ୟ ପର୍ଯ୍ୟାୟ ପରୀକ୍ଷଣ କରିବାକୁ କରାଯାଇଥିବା ଆବେଦନକୁ କେନ୍ଦ୍ର ସରକାର ଅଗ୍ରାହ୍ୟ କରିଦେଇଛନ୍ତି । ସେରମ୍‍ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ପକ୍ଷରୁ ଏଥିପାଇଁ ଭାରତର

ରାଜ୍ୟରେ ଖୁବ୍ ଶୀଘ୍ର ଗର୍ଭବତୀମାନଙ୍କର ଟିକାକରଣ କରାଯିବ: ପରିବାର କଲ୍ୟାଣ ନିର୍ଦ୍ଦେଶକ

ଭୁବନେଶ୍ବର ୦୧/୦୭/୨୦୨୧ କଳିଙ୍ଗ ଜ୍ଯୋତି : ରାଜ୍ୟରେ କୋଭିଡ କଟକଣା ଆଂଶିକ କୋହଳକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ବି କାଟାଗୋରୀରେ ରଖାଯାଇଥିବା  ଜିଲ୍ଲାଗୁଡ଼ିକରେ ସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନଥିବା ବେଳେ ସେଠି କ୍ରମାଗତ

‘ଭ୍ୟାକ୍ସିନେସନ୍‌ ପାସ୍‌ପୋର୍ଟ’ ପାଇଁ ‘କୋଭିସିଲ୍‌ଡ୍‌’କୁ ଅନୁମୋଦନ କଲେ ୭ ୟୁରୋପୀୟ ସଂଘ ଦେଶ ଏବଂ…

ନୂଆଦିଲ୍ଲୀ ୦୧/୦୭/୨୦୨୧ କଳିଙ୍ଗ ଜ୍ଯୋତି : ‘ଭ୍ୟାକ୍ସିନେସନ୍‌ ପାସ୍‌ପୋର୍ଟ’ ପ୍ରସଙ୍ଗରେ ବିବାଦ ଚାଲିଥିବା ବେଳେ ‘ସିରମ୍ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ଇଣ୍ଡିଆ’ର ‘କୋଭିସିଲ୍‌ଡ୍‌’ ଟିକାକୁ ସାତଟି ଇଉରୋପୀୟ ସଂଘ ରାଷ୍ଟ୍ର ଏବଂ ସୁଇଜର୍‌ଲାଣ୍ଡ୍‌ ଅନୁମୋଦନ କରିଛନ୍ତି। ଅଷ୍ଟ୍ରିଆ,

ମଡର୍ଣ୍ଣା ଟିକା ଆମଦାନୀ ପାଇଁ ମିଳିଲା ଅନୁମତି

ନୂଆଦିଲ୍ଲୀ ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : ଆମେରିକୀୟ କମ୍ପାନୀ ମଡର୍ଣ୍ଣା ଦ୍ୱାରା ପ୍ରସ୍ତୁତ କରୋନା ଟିକାର ଜରୁରୀକାଳୀନ ବ୍ୟବହାର ପାଇଁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ) ମଙ୍ଗଳବାର ଅନୁମତି ପ୍ରଦାନ କରିଛନ୍ତି। ମୁମ୍ବଇ ସ୍ଥିତ ଫାର୍ମା କମ୍ପାନୀ ସିପ୍ଲା ଏଣିକି ଏହି

ପଞ୍ଜାବରେ ଆପ କ୍ଷମତାକୁ ଆସିଲେ ପୂର୍ବ ବିଦ୍ୟୁତ୍ ବିଲ୍ ଛାଡ ସହ ପ୍ରତ୍ୟେକଙ୍କୁ ମିଳିବ ୩୦୦ ୟୁନିଟ୍ ମାଗଣା ବିଦ୍ୟୁତ୍:…

ନୂଆଦିଲ୍ଲୀ ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : ୨୦୨୨ରେ ପଞ୍ଜାବରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ଆଖି ଆଗରେ ରଖି ବଡ଼ ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ | ଆପ କ୍ଷମତାକୁ ଆସିଲେ ୨୪ ଘଣ୍ଟା ବିଦ୍ୟୁତ୍, ପୂର୍ବ ବିଦ୍ୟୁତ୍ ବିଲ୍ ଉପରେ ଛାଡ ଏବଂ ପ୍ରତ୍ୟେକ

ୟୁଏଇ, ଓମାନରେ ଅକ୍ଟୋବର ୧୭ରୁ ନଭେମ୍ବର ୧୪ ପର୍ଯ୍ୟନ୍ତ ଖେଳାଯିବ ଟି-୨୦ ବିଶ୍ବକପ : ଆଇସିସି

ମୁମ୍ବାଇ ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : ୟୁଏଇ ଓ ଓମାନରେ ଆସନ୍ତା ଅକ୍ଟୋବର ୧୭ରୁ ନଭେମ୍ବର ୧୪ ପର୍ଯ୍ୟନ୍ତ ଟି୨୦ ବିଶ୍ବକପ କ୍ରିକେଟ ଖେଳାଯିବ ବୋଲି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଘୋଷଣା କରିଛି । ଏଥିପାଇଁ ପୂର୍ବରୁ ବିସିସିଆଇ ଦେଇଥିବା ପ୍ରସ୍ତାବରେ ଆଇସିସି ମୋହର ମାରିଛି ।

ଦେଶରେ ଆବଶ୍ୟକ ଅମ୍ଲଜାନକୁ ଏକ ତୃତୀୟାଂଶ ଖର୍ଚ୍ଚରେ ପ୍ରସ୍ତୁତ ପାଇଁ ମେସିନ୍ ତିଆରି କରି ଚର୍ଚ୍ଚାରେ ଲକ୍ଷ୍ମଣ ଦୁଣ୍ଡି

ଭବାନୀପାଟଣା ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : କରୋନା ସମୟରେରେ ଦେଶର ପ୍ରତ୍ୟେକ ନାଗରିକଙ୍କୁ ଅମ୍ଳଜାନ ଅତିକମ ଖର୍ଚ୍ଚରେ ଯୋଗାଣ ଉଦେଶ୍ୟରେ ନିର୍ମାଣ ହୋଇଛି ସ୍ବଦେଶୀ ଜ୍ଞାନକୌଶଳର ” ଅକ୍ସିଜେନ କନସନଟ୍ରେଟର” ମେସିନ। କମ୍ପ୍ରେସର ମାଧ୍ୟମରେ ନାଇଟ୍ରୋଜେନ ଗ୍ୟାସକୁ ବିଚ୍ଛିନ୍ନ କରି ଏହି

ଜୁଲାଇ ପର୍ଯ୍ୟନ୍ତ ’ ୱାନ ନେସନ ୱାନ ରେସନ କାର୍ଡ’ ଯୋଜନା କାର୍ଯ୍ୟକାରୀ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : ୱାନ ନେସନ ୱାନ ରେସନ କାର୍ଡ ଯୋଜନା କାର୍ଯ୍ୟକାରୀ କରିବାର ଶେଷ ତାରିଖ ୩୧ ଜୁଲାଇ ୨୦୨୧  ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନା ମଧ୍ୟରେ ପ୍ରବାସୀ ଶ୍ରମିକମାନେ ଦେଶର ଯେକୌଣସି ସ୍ଥାନରେ ରହିଲେ ବି ରାସନ ଗ୍ରହଣ କରିବାର ସୁବିଧା

ମାଟ୍ରିକ୍ ମାର୍କକୁ ନେଇ ବିବାଦ ଭିତରେ ବୋର୍ଡର ସ୍ପଷ୍ଟୀକରଣ : ମାର୍କ କମ୍ ଥିଲେ ଅଫଲାଇନରେ ପରୀକ୍ଷା ଦେଇପାରିବେ

କଟକ ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : ମାଟ୍ରିକ୍ ଫଳାଫଳକୁ ନେଇ ଛାତ୍ରଛାତ୍ରୀଙ୍କ ଅସନ୍ତୋଷ ପ୍ରସଙ୍ଗରେ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇଛି। ବୋର୍ଡ କହିଛି ଯେ, ବହୁ ଶିକ୍ଷାବିତ୍ ଓ ଜିଲ୍ଲାର ଡିଇଓଙ୍କ ସହ ଆଲୋଚନା କରିଥିଲୁ। ସ୍ୱତନ୍ତ୍ର କୋର କମିଟି ଗଠନ କରି

କଟକଣା ଭିତରେ ଚା’ ଦୋକାନ ଖୋଲିବାକୁ ଅନୁମତି ଦେବାକୁ ଦାବି

ଭୁବନେଶ୍ବର ୨୯/୦୬/୨୦୨୧ କଳିଙ୍ଗ ଜ୍ଯୋତି : କରୋନା ସଂକ୍ରମଣ ରୋକିବାକୁ ସରକାର ଲକଡାଉନ୍ କଟକଣା ଲଗାଇଛନ୍ତି। ଫଳରେ ବିଭିନ୍ନ ଦୋକାନ ଖୋଲିବା ଉପରେ ଅଙ୍କୁଶ ରହିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ବାଦ୍ ଆଉକେହି ବ୍ୟବସାୟ କରିପାରୁ ନାହାନ୍ତି। ଏହାକୁ ନେଇ ନାନା ପ୍ରକାର ହଇରାଣ
error: Content is protected !!
Open chat