ବ୍ରିଟେନରେ କରୋନାର ତୃତୀୟ ଲହର; ଡେଲଟା ଭାରିଆଣ୍ଟ ଘାତକ ସାଜିଛି
ଲଣ୍ଡନ ୨୦/୦୬/୨୦୨୧ କଳିଙ୍ଗ ଜ୍ଯୋତି : ବ୍ରିଟେନରେ ସଂପ୍ରତି କୋଭିଡ-୧୯ର ତୃତୀୟ ଲହର ବ୍ୟାପିବାରେ ଲାଗିଛି। ମାରାତ୍ମକ ସଂକ୍ରମଣ କ୍ଷମତା ରଖୁଥିବା ଡେଲଟା ଭାରିଆଣ୍ଟ ପାଇଁ ଦେଶରେ କୋଭିଡ-୧୯ର ତୃତୀୟ ଲହର ଆରମ୍ଭ ହୋଇଥିବା ଜଣେ ସ୍ୱାସ୍ଥ୍ୟ ବିଶେଷଜ୍ଞ କହିଛନ୍ତି। ବ୍ରିଟେନ ସରକାରଙ୍କୁ!-->…