ଜୁନ ୩୦ ଯାଏଁ ବଢ଼ିଲା ଅନ୍ତର୍ଜାତୀୟ ବିମାନ ଉଡାଣ କଟକଣା
ନୂଆଦିଲ୍ଲୀ : କରୋନା ମହାମାରୀ ମଧ୍ୟରେ ଅନ୍ତର୍ଜାତୀୟ ଯାତ୍ରୀବାହୀ ବିମାନ ଉପରେ ପ୍ରତିବନ୍ଧକ ଜୁନ୍ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବିମାନ ଚଳାଚଳ ନିୟନ୍ତ୍ରକ ଡିଜିସିଏ ଶୁକ୍ରବାର ଦିନ ଏହି ସୂଚନା ଦେଇଛି। ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ ଅର୍ଥାତ ଡିଜିସିଏ କହିଛି ଯେ!-->…
