ଆଜି ସଂଧ୍ୟା ସୁଦ୍ଧା ଅତି ଭୀଷଣ ବାତ୍ୟାରେ ପରିଣତ ହେବ ୟାସ୍
ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ୟାସ୍ ଆହୁରି ଘନୀଭୂତ ହୋଇ ଏକ ଅତି ଭୀଷଣ ସାମୁଦ୍ରିକ ବାତ୍ୟାରେ ପରିଣତ ହୋଇଛି । ଏହା ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ସ୍ଥଳଭାଗ ଆଡ଼କୁ ଗତି କରୁଛି ଓ ଆଜି ସଂଧ୍ୟା ସୁଦ୍ଧା ଏହା ଏକ ଅତି ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ!-->…
