ସହରାଂଚଳର ବୁଲା ପଶୁଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା
ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଗତ ୫ ତାରିଖ ଠାରୁ ଲକଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ!-->…
