Browsing Tag

ପବ୍ଲିଶ

ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ନିୟମ ଜାରି : ମାସ୍କ , ପରିଚୟପତ୍ର ବାଧ୍ୟତା ମୂଳକ

ଆରଡି : ମହାମାରୀ କରୋନା ପାଇଁ ଦୀର୍ଘ ୯ମାସରୁ ଉର୍ଦ୍ଧ ହେବ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବକ୍ଷେତ୍ର ଆରଡିଧାମର ବାବା ଆଖଣ୍ଡଳମଣିଙ୍କ ବନ୍ଦ ରହିଥିବାରୁ ଶ୍ରଦ୍ଧାଳୁଭକ୍ତମାନେ ମଣିବାବାଙ୍କ ଦର୍ଶନ ପାଇଁ ଚାତକ ପରି ଚାହିଁ ରହିଥିଲେ। ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ମନ୍ଦିର ଖୋଲିବା ନେଇ ଜିଲାପାଳ

ୟୁରୋପରେ କରୋନାର ନୂଆ ରୂପ : ସ୍ପେନ୍‍ ଓ ଜାପାନରେ ୮ ଆକ୍ରାନ୍ତ ଚିହ୍ନଟ

ମାଦ୍ରିଦ୍‍ : ୟୁରୋପର କେତେକ ଦେଶରେ କରୋନାର ନୂଆ ରୂପ ଦେଖିବାକୁ ଦେଖିବାକୁ ମିଳିଛି। ସ୍ପେନ, ଜାପାନ, ଡେନ୍‍ମାର୍କ,ଜର୍ମାନୀ, ଇଟାଲୀ, ନେଦରଲ୍ୟାଣ୍ଡ ଏବଂ ଅଷ୍ଟ୍ରେଲିଆରେ ଏହି ନୂତନ ପ୍ରକାର କୋଭିଡ ସଂକ୍ରମଣ ଦେଖିବାକୁ ମିଳିଛି। ବ୍ରିଟେନରେ ଦେଖାଦେଇଥିବା କୋଭିଡର ନୂତନ ଜୀବାଣୁ ଦ୍ୱାରା

ଅନ୍ତର୍ଜାତୀୟ ହକି ଖେଳାଳି ନମିତା ଟପ୍ପୋ ପାଇଲେ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର: ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ମହିଳା ହକି ଖେଳାଳି ନମିତା ଟୋପ୍ପୋ ମର୍ଯ୍ୟାଦାଜନକ ଏକଲବ୍ୟ ପୁରସ୍କାର ମିଳିଛି। ଖେଳ ଜୀବନରେ ତିନିଟି ପ୍ରମୁଖ ଅନ୍ତର୍ଜାତୀୟ ପଦକ ବିଜୟିନୀ ନମିତାଙ୍କୁ ରବିବାର ୨୮ତମ ସଂସ୍କରଣ ବିଜେତା ଭାବେ ଏହି ପୁରସ୍କାର ଦିଆଯାଇଛି। କରୋନା ଭାଇରସ ମହାମାରୀ

ରାଜ୍ୟରେ ଅପରାଧର ମାତ୍ରା କମିଛି ଓ ନିୟନ୍ତ୍ରଣରେ ରହିଛି : ଡିଜିପି ଅଭୟ

ବରିଷ୍ଠ ପୁଲିସ୍‍ ଅଧିକାରୀଙ୍କ ସମ୍ମିଳନୀ ଉଦ୍‍ଘାଟିତ କଟକ : ରାଜ୍ୟରେ ଅପରାଧର ମାତ୍ରା କମିଛି ଓ ନିୟନ୍ତ୍ରଣରେ ରହିଛି। ୨୦୨୦ରେ ଓଡ଼ିଶା ପୁଲିସ ଭଲଭାବେ କରୋନା ମୁକାବିଲା କରିଛି ବୋଲି ପୁଲିସ ମହାନିର୍ଦେଶକ ଶ୍ରୀ ଅଭୟ କହିଛନ୍ତି। ରବିବାର କଟକଠାରେ ରାଜ୍ୟର ବରିଷ୍ଠ ପୁଲିସ୍‍

ସହରାଞ୍ଚଳ ବିକାଶରେ ଓଡିଶା ହେବ ରୋଲ ମଡେଲ: ମୁଖ୍ୟମନ୍ତ୍ରୀ

ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଗ୍ରାମବାସୀଙ୍କୁ ପଟ୍ଟା ବଣ୍ଟନ ଭୁବନେଶ୍ବର: ରାଜ୍ୟର ପ୍ରଥମ ଟାଉନ ପ୍ଲାନିଂ ଯୋଜନାରେ ଆଜି ଭୁବନେଶ୍ବର ଉପକଣ୍ଠର ୪ଟି ଗାଁ ସହଜପୁର, ନାରଗୋଦା, ସିଜୁପୁଟ ଓ ପାଇକରାପୁରର ଗ୍ରାମବାସୀମାନଙ୍କୁ ବିକଶିତ ଅଞ୍ଚଳର ଜମିପଟ୍ଟା ଆବଣ୍ଟନ

ଭାରତକୁ ଆସିନାହିଁ ବ୍ରିଟେନର ନୂଆ କରୋନା ଭାଇରସ – ଏଡସ୍ ଗବେଷଣା ପ୍ରତିଷ୍ଠାନ

ରାଷ୍ଟ୍ରୀୟ ଏଡସ୍ ଗବେଷଣା ପ୍ରତିଷ୍ଠାନ କହିଛି ଯେ ବ୍ରିଟେନରେ ମିଳିଥିବା ନୂତନ କରୋନା ଭୁତାଣୁ ଭାରତକୁ ଆସିନାହିଁ। ପ୍ରତିଷ୍ଠାନ ଦ୍ୱାରା କରାଯାଇଥିବା ଅନୁସନ୍ଧାନରେ ଏଭଳି ତଥ୍ୟ ମିଳିଥିବା କୁହାଯାଇଛି। ରାଷ୍ଟ୍ରୀୟ ଏଡସ୍ ଗବେଷଣା ପ୍ରତିଷ୍ଠାନ ହେଉଛି ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍

ବିଦେଶ ଫେରନ୍ତାଙ୍କ ପାଇଁ ଭୁବନେଶ୍ଵର ବିମାନ ବନ୍ଦରରେ ଲାଗୁ ହେଲା ନୂଆ ଏସ୍ଓପି

ଭୁବନେଶ୍ବର: ବ୍ରିଟେନରୁ ଆରମ୍ଭ ହୋଇଥିବା କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍‌ (ବି.୧.୧.୭) ସଂକ୍ରମଣ ଏବେ ପୁଣି ଥରେ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ଭାରତରେ ମଧ୍ୟ କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍‌ ଦ୍ବାରା ଆକ୍ରାନ୍ତ ହୋଇଥିବା ରୋଗୀଙ୍କୁ ଚିହ୍ନଟ କରାଯିବା ପରେ ଏବେ ବିଦେଶ ଫେରନ୍ତାଙ୍କ ପାଇଁ

ଜଗା ଦର୍ଶନ ପାଇଁ ନୂଆ ଏସ୍‌ଓପି ଜାରି, ପୂର୍ବ ଘୋଷଣା ସହ ନୂଆ କଟକଣା ଯୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ଦୀର୍ଘ ୯ ମାସ ପରେ ଖୋଲିଛି ଶ୍ରୀମନ୍ଦିର । ମହାପ୍ରଭୁଙ୍କ ଦର୍ଶନ ପାଇଁ ନୂଆ ଏସଓପି ଜାରି କରାଯାଇଛି । ପୂର୍ବ ଘୋଷଣା ସହ ଆଉ କିଛି ଯୋଡିଛି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିର ଭିତରେ ଦୀପ ଜାଳିବା ସଂପୂର୍ଣ୍ଣ ନିଷେଧ କରାଯାଇଛି । ଶ୍ରୀମନ୍ଦିର ଭିତରକୁ ଭୋଗ, ଫୁଲ, ଦୀପ ନେବା ମନା ।

ଅରୁଣ ବୋଥ୍ରାଙ୍କ ପଲିଗ୍ରାଫ ଟେଷ୍ଟ ଦାବି; ହାଇକୋର୍ଟରେ ମିସ୍‌କେସ୍‌ ଦାୟର

କଟକ: ଯଦୁପୁର ନାବାଳିକା ବଳାତ୍କାର ମାମଲାରେ ହାଇକୋର୍ଟରେ ମିସ୍‌କେସ୍‌ ଦାୟର ହୋଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ମିସ୍‌ କେସ୍‌ ଦାୟର କରାଯାଇଛି। ଏହି ମିସ୍‌ କେସ୍‌ରେ ମାମଲାର ସିବିଆଇ ତଦନ୍ତ ଦାବିକୁ ଦୋହରାଇଛି ବିକାଶ ପରିଷଦ। ଏହା ସହିତ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା ଏବଂ

‘ଅବଢ଼ା’କୁ ଅବମାନନା: ‘ଓଡ଼ିଆ ଅବଢ଼ା’ ରେଷ୍ଟୁରାଣ୍ଟ ନାମରେ ସିଂହଦ୍ବାର ଥାନାରେ ଏତଲା

ପୁରୀ: ସମ୍ବଲପୁରରେ ‘ଓଡ଼ିଆ ଅବଢ଼ା’ ନାମକ ଏକ ରେଷ୍ଟୁରାଣ୍ଟ ଲୋକଙ୍କୁ ‘ଅବଢ଼ା’ ନାମରେ ଖାଦ୍ୟ ପରସୁଛି। ହୋଟେଲର ଡାଇନିଂ ଟେବୁଲ ଉପରେ କଦଳୀ ପତ୍ର ପକାଇ ଲୋକଙ୍କୁ ଅବଢ଼ା ନାଁରେ ଭାତ, ଡାଲି, ବେସର ପରସାଯାଉଛି। ଏହାଦ୍ବାରା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ ‘ଅବଢ଼ା’କୁ ଅବମାନନା
error: Content is protected !!
Open chat