Browsing Tag

ପବ୍ଲିଶ

ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିନାହିଁ ବିଜେଡି, ଓଡ଼ିଶାରେ ସୁଶାସନ ନୁହେଁ କୁଶାସନ ଚାଲିଛି: ଡି.…

ଭୁବନେଶ୍ବର : ଓଡ଼ିଶା ବିଜେପି ପ୍ରଭାରୀ ଦାୟିତ୍ୱ ଗ୍ରହଣ ପରେ ପ୍ରଥମ ଥର ଓଡ଼ିଶା ଗସ୍ତରେ ଆସିଥିବା ଡି. ପୁରନ୍ଦେଶ୍ୱରୀ ରାଜ୍ୟ ସରକାର ଓ ବିଜେଡି ଉପରେ ବର୍ଷିଛନ୍ତି । ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଡି. ପୁରନ୍ଦେଶ୍ୱରୀ ଆଜି ଗସ୍ତର ଶେଷ ଦିନରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ

ପ୍ରଦୀପଙ୍କ ମାମଲାର ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ

ଭୁବନେଶ୍ୱର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ରୁଜୁ ହୋଇଥିବା ଦୁର୍ନୀତି ମାମଲାକୁ ଲୋକାୟୁକ୍ତ ଆଜି ଭିଜିଲାନ୍ସକୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି| ଦୁର୍ନୀତି ମାମଲାର ତଦନ୍ତ ଲାଗି ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି | ଗତ ୭

ରାଜସ୍ଥାନରେ ପୁଣି ଗେହଲଟଙ୍କୁ ଘାରିଲାଣି ସରକାର ଭାଙ୍ଗିବା ଭୟ, ସମର୍ଥନରୁ ଓହରିଲେ ୨ BTP ବିଧାୟକ

ରାଜସ୍ଥାନ: ପଞ୍ଚାୟତ ନିର୍ବଚନରେ ରାଜ୍ୟରେ ବିଜେପି ଠାରୁ ବହୁ ପଛରେ ପଡିଯାଇଛି କଂଗ୍ରେସ ଦଳ । ରାଜ୍ୟରେ କଂଗ୍ରେସ ସରକାର ରହିଥିଲେ ମଧ୍ୟ ବିରୋଧି ବିଜେପି ପଞ୍ଚାୟତ ନିର୍ବାଚନରେ ନିଜକୁ ଶକ୍ତିଶାଳି ପ୍ରମାଣିତ କରିଛି । ଫଳାଫଳ ପାଇଁ କ୍ଷମତାଶିନ ଅଶୋକ ଗେହଲଟ ସରକାରଙ୍କ ଆଗରେ ଏବେ ଏକ ସଙ୍କଟ

ସରକାରଙ୍କୁ ଆନ୍ନା ହଜାରେଙ୍କ ଚେତାବନୀ, ଚାଷୀଙ୍କ ଦାବି ପୂରଣ ନହେଲେ ହେବ ଜନ ଆନ୍ଦୋଳନ

ସମାଜସେବୀ ଆନ୍ନା ହାଜାରେ ଆନ୍ଦୋଳନକାରୀ କୃଷକଙ୍କୁ ସମର୍ଥନ କରିଛନ୍ତି।ସେ କହିଛନ୍ତି ଯେ ଯଦି ଚାଷୀଙ୍କ ଦାବି ପୂରଣ ନହୁଏ ତେବେ ସେ ଚାଷୀଙ୍କ ସମର୍ଥନରେ କେନ୍ଦ୍ର ସରକାରଙ୍କ ବିରୋଧରେ ଜନ ଆନ୍ଦୋଳନ ଆରମ୍ଭ କରିବେ। ୮୩ ବର୍ଷିୟ ଆନ୍ନା ହାଜାରେ କହିଛନ୍ତି, ‘ଲୋକପାଲ ଆନ୍ଦୋଳନ ତତ୍କାଳୀନ

ଜୋ ବାଇଡେନ୍ ଓ କମଲା ହ୍ୟାରିସ ‘ଟାଇମ ପର୍ସନ ଅଫ ଦ ଇୟର’

ନ୍ୟୁୟର୍କ: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ-ବାଇଡେନ ଏବଂ ଉପରାଷ୍ଟ୍ରପତି କମଲା ହ୍ୟାରିସଙ୍କୁ ଟାଇମ୍‌ ପର୍ସନ ଅଫ ଦ ଇୟର ଭାବେ ଚୟନ କରାଯାଇଛି। ଲୋକପ୍ରିୟ ପତ୍ରିକା ଟାଇମ୍‌ ପକ୍ଷରୁ ଉଭୟଙ୍କୁ ୨୦୨୦ ବର୍ଷ ପାଇଁ ‘ପର୍ସନ ଅଫ୍‌ ଦ ଇୟର’ ସମ୍ମାନରେ ସମ୍ମାନିତ କରାଯାଇଛି। ଉଭୟ

ରାଉରକେଲା: ଷ୍ଟାଡିୟମର ସ୍ଥିତି ଅନୁଧ୍ୟାନ କଲେ ଅନ୍ତର୍ଜାତୀୟ ହକି ସଂଘ ସଭାପତି

ରାଉରକେଲା: ହକି ଷ୍ଟାଡିୟମର ସ୍ଥିତି ଅନୁଧ୍ୟାନ କଲେ ଅନ୍ତର୍ଜାତୀୟ ହକି ସଂଘ ସଭାପତି l ସଭାପତି ନରେନ୍ଦ୍ର ବାତ୍ରାଙ୍କ ନେତୃତ୍ୱରେ ଏକ ଟିମ୍ ସକାଳ ପ୍ରାୟ ୯ଟାରେ ଷ୍ଟାଡିୟମରେ ପହଞ୍ଚିଥିଲେ l ସେମାନଙ୍କ ସହ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣ, ଆରଏମସି କମିସନର ଦିବ୍ୟଜ୍ୟୋତି ପରିଡା

ନଡ୍ଡାଙ୍କ ଉପରେ ଆକ୍ରମଣକୁ ନେଇ କେନ୍ଦ୍ରକୁ ରିପୋର୍ଟ ଦେଲେ ରାଜ୍ୟପାଳ, ପଶ୍ଚିମବଙ୍ଗ ଯିବେ ଶାହ

କୋଲକାତା: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ହଲ୍‌ଚଲ୍‌ ଆରମ୍ଭ ହୋଇଯାଇଛି। ବିଜେପି ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଉପରେ ଗୁରୁବାର ଆକ୍ରମଣକୁ ନେଇ ରାଜ୍ୟପାଳ ଜଗଦୀପ ଧନଖଡ଼ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ରିପୋର୍ଟ ପଠାଇଛନ୍ତି। ଗତ ଗୁରୁବାର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏ

୨୦୨୨ ଅଗଷ୍ଟ ସୁଦ୍ଧା ନୂଆ ରୂପ ପାଇବ ବରମୁଣ୍ଡା ବସ୍‌ ଟର୍ମିନାଲ : ମୁଖ୍ୟମନ୍ତ୍ରୀ

ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ଉନ୍ନତିକରଣ କାମ ଦେଖିବା ସହ ଏହାର ତଦାରଖ ଓ ସମୀକ୍ଷା କରିଛନ୍ତି । ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ରାଜ୍ୟର ସବୁଠାରୁ

ଦେଶରେ ପ୍ରତିଦିନ ୧ମିଲିୟନ ଟିକାକରଣ କରିବା ପାଇଁ ପ୍ରସ୍ତୁତ ଆପୋଲୋ ହସ୍ପିଟାଲ

ନୂଆଦିଲ୍ଲୀ: ଦିନକୁ ଏକ ମିଲିୟନ୍ କରୋନାଭାଇରସ୍ ଟିକା ଦେବା ପାଇଁ ପ୍ରସ୍ତୁତ ବୋଲି କହିଛି ଆପୋଲୋ। କିନ୍ତୁ ଟିକା କିପରି ବଣ୍ଟନ କରାଯିବ ଏବଂ ଘରୋଇ ସ୍ୱାସ୍ଥ୍ୟ ସେବା ନେଟୱାର୍କ ଏଥିରେ ଜଡିତ ହେବ କି ନାହିଁ ତାହା ସରକାର ଏପର୍ଯ୍ୟନ୍ତ ସ୍ପଷ୍ଟ କରି ନାହାଁନ୍ତି। ଆପୋଲୋର ପରିଚାଳନା

‘ଆତ୍ମନିର୍ଭର ଭାରତ’ର ସାକ୍ଷୀ ହେବ ନୂଆ ସଂସଦ ଭବନ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ନୂଆ ସଂସଦ ଭବନର ଶିଳାନ୍ୟାସ କରିଛନ୍ତି। ଏହି ନୂଆ ସଂସଦ ଭବନ ‘ଆତ୍ମନିର୍ଭରଶୀଳ ଭାରତ’ର ସାକ୍ଷୀ ହେବ ବୋଲି ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ସଂସଦ ଭବନରେ ଆମ ଦେଶ ଏବଂ ସମ୍ବିଧାନର ନିର୍ମାଣ ହୋଇଛି। ଆମ ସଂସଦ
error: Content is protected !!
Open chat