Browsing Tag

ସଂବାଦ ଦାତା

ରାଜ୍ୟ ସରକାର ଜାରି କଲେ ଏକାମ୍ର ଐତିହ୍ୟ କ୍ଷେତ୍ର ଗାଇଡଲାଇନ

ଭୁବନେଶ୍ୱର: ରାଜ୍ୟ ସରକାର ଏକାମ୍ର କ୍ଷେତ୍ର ଐତିହ୍ୟ ଗାଇଡଲାଇନ ଜାରି କରିଛନ୍ତି । ବିଡିଏ ତରଫରୁ ଏହି ଗାଇଡଲାଇନ ଜାରି ହୋଇଛି । ଏଥିରେ କୋଠାବାଡ଼ି ନିର୍ମାଣ, ମରାମତି, ଫଳକ ଲଗାଯିବା ଆଦି ଉଲ୍ଲେଖ ରହିଛି । ଗାଇଡଲାଇନର ବିସ୍ତୃତ ତଥ୍ୟ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)ର

ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି : ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ମୃତ ବ୍ୟକ୍ତିଙ୍କ କରୋନା ପରୀକ୍ଷା ହେବ ନାହିଁ । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶନାମା ଜାରି କରିଛି । ମୃତ ବ୍ୟକ୍ତିଙ୍କ ଶବ ହସ୍ତାନ୍ତର ବେଳେ ବିଳମ୍ବ ହେଉଥିବାରୁ ପରିବାର ଲୋକେ ହନ୍ତସନ୍ତ ହେଉଥିବା ବାରମ୍ବାର ଅଭିଯୋଗ ଆସୁଛି

ଭାରତ ପାଇଁ ବିଶ୍ୱ ଗୋଟିଏ ପରିବାର – ମୋଦୀ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ମିଳିତ ଜାତିସଂଘ ସାଧାରଣ ପରିଷଦକୁ ଆଜି ସମ୍ବୋଧିତ କରି କହିଛନ୍ତି ଯେ ଭାରତ ସଦାସର୍ବଦା ସମଗ୍ର ବିଶ୍ୱକୁ ଗୋଟିଏ ପରିବାର ବୋଲି ହେତୁ କରିଆସିଛି। ପ୍ରଧାନମନ୍ତ୍ରୀ କହିଛନ୍ତି

ରେକର୍ଡ ସୃଷ୍ଟି କଲା ଆଇପିଏଲ୍-୨୦୨୦ ଉଦ୍‌ଘାଟନୀ ମ୍ୟାଚ୍ : ଦେଖିଲେ ୨୦କୋଟିରୁ ଉର୍ଦ୍ଧ୍ଵ ଦର୍ଶକ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ଯାହା ଆଶା କରାଯାଉଲା ତାହା ହୋଇଛି। ୟୁଏଇରେ ଇଣ୍ଡିଆନ୍‍ ପ୍ରିମିୟର ଲିଗର ୧୩ତମ ସଂସ୍କରଣ ଲୋକପ୍ରିୟତାର ସମସ୍ତ ରେକର୍ଡ ଭାଙ୍ଗୁଛି। ସୂଚନା ଅନୁସାରେ, ସେପ୍ଟେମ୍ବର ୧୯ରେ ମୁମ୍ବଇ ଓ ଚେନ୍ନଇ ମଧ୍ୟରେ ଖେଳାଯାଇଥିବା ଉଦ୍‌ଘାଟନୀ ମ୍ୟାଚ୍ ପୂର୍ବ

୬୫ ବର୍ଷ ପୁରୁଣା ଅତ୍ୟାବଶ୍ୟକୀୟ ସାମଗ୍ରୀ (ସଂଶୋଧନ) ବିଲ୍ ନିୟମରେ ହେଲା ପରିବର୍ତ୍ତନ : ଅତ୍ୟାବଶ୍ୟକୀୟ ସାମଗ୍ରୀ…

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୩-୦୯-୨୦ : ଅତ୍ୟାବଶ୍ୟକୀୟ ସାମଗ୍ରୀ ତାଲିକାରୁ ହଟିଗଲା ଆଳୁ ଓ ପିଆଜର ନାଁ। ଆଜି ସଂସଦର ଉଭୟ ଗୃହରେ  Essential Commodities Act ବା ଅତ୍ୟାବଶ୍ୟକୀୟ ସାମଗ୍ରୀ(ସଂଶୋଧନ) ବିଲ୍ ପାସ୍ ହୋଇଛି। ଏହା ଅନୁସାରେ ଏବେ  ଖାଦ୍ୟ ଶସ୍ୟ, ଆଳୁ, ପିଆଜ, ଖାଇବା

ଭଦ୍ରକ- ଧାମରା ରେଳପଥର ଛତ୍ରପଦାଠାରେ ରେଳଧାରଣାରେ କଟି ବୃଦ୍ଧଙ୍କ ମୃତ୍ୟୁ

ଭଦ୍ରକ/ଚାନ୍ଦବାଲି,(ମଣି ପ୍ରସାଦ ପାଢୀ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୨/୦୯ : ଭଦ୍ରକ ଜିଲ୍ଲା ଭଦ୍ରକ- ଧାମରା ରେଳପଥର ଛତ୍ରପଦା ନିକଟରେ ଟ୍ରେନରେ କଟି ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ପ୍ରାପ୍ତ ସୂଚନା ଅନୁଯାୟୀ, ଭଦ୍ରକ- ଧାମରା ରେଳପଥର ଛତ୍ରପଦା ଗ୍ରାମ ନିକଟ ରେଳପଥରେ

ମେଡିକାଲ୍ ପିଜି ଛାତ୍ର ଜିଲ୍ଲା ଡାକ୍ତରଖାନାରେ ୩ ମାସ କାର୍ଯ୍ୟ କରିବେ : ଭାରତୀୟ ଭେଷଜ ପରିଷଦ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୨-୦୯-୨୦ : ଭାରତୀୟ ଭେଷଜ ପରିଷଦ (ମେଡିକାଲ୍ କାଉନସିଲ୍ ଅଫ୍ ଇଣ୍ଡିଆ)ର ଏକ ସ୍ୱତନ୍ତ୍ର ଅଧିବେଶନରେ ସ୍ନାତକୋତ୍ତର ଛାତ୍ରଛାତ୍ରୀମାନଙ୍କ ପାଇଁ ନୂତନ ନିୟମ ପ୍ରସ୍ତୁତ କରିଛନ୍ତି ଫଳରେ ଏଣିକି ସ୍ନାତକୋତ୍ତର ଛାତ୍ରଛାତ୍ରୀମାନେ ସେମାନଙ୍କ ପାଠ୍ୟକ୍ରମର ଏକ

ଏନ୍‌ଜିଓ ପଞ୍ଜିକରଣରେ ଆଧାର ବାଧ୍ୟ ହେବ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୨-୦୯-୨୦ : ବିଦେଶ ଯୋଗଦାନ (ନିୟାମକ) ଆଇନରେ ସଂଶୋଧନ ପାଇଁ ଏକ ବିଲ୍‌ ପ୍ରସ୍ତୁତ କରାଯାଇଛି । ଏହାକୁ ଲୋକସଭାରେ ଆଗତ କରାଯିବ । ଏହି ବିଲ୍‌ରେ ରହିଥିବା ପ୍ରସ୍ତାବ ଅନୁସାରେ ଏନ୍‌ଜିଓଗୁଡ଼ିକର ପଞ୍ଜିକରଣ ପାଇଁ ଆଧାରକୁ ବାଧ୍ୟତାମୂଳକ କରାଯିବ । ସରକାରୀ

କୋଭାସିଲ୍ଡର ୩ୟ ପର୍ଯ୍ୟାୟ ପରୀକ୍ଷା ଆରମ୍ଭ

ପୁଣେ/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୨-୦୯-୨୦ : ଅକ୍ସଫୋର୍ଡ ବିଶ୍ବବିଦ୍ୟାଳୟ ଦ୍ବାରା ବିକଶିତ ଓ ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ଇଣ୍ଡିଆ ଦ୍ବାରା ପ୍ରସ୍ତୁତ କରୋନା ଟିକା ‘କୋଭିସିଲ୍ଡ’ର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ୧୫୦ରୁ ୨୦୦ ସ୍ବେଚ୍ଛାସେବୀଙ୍କଠାରେ ସାସନ୍‌ ଜେନେରାଲ

ରାତିତମାମ୍ ସଂସଦ ପରିସରରେ ଧାରଣାରେ ବସି ରହିଲେ ନିଲମ୍ୱିତ ସାଂସଦ : ମନାଇବା ପାଇଁ ସକାଳୁ ଚା’ ନେଇ ପହଞ୍ଚିଲେ…

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୨-୦୯-୨୦ : ରାଜ୍ୟସଭାରେ କୃଷି ବିଲକୁ ନେଇ ହଙ୍ଗାମା କରିଥିବାରୁ ନିଲମ୍ୱିତ ହୋଇଥିବା ୮ ସାଂସଦ ସଂସଦର ଗାନ୍ଧି ମୂର୍ତ୍ତି ନିକଟରେ ସାରା ରାତି ଧାରଣା ଦେଇଛନ୍ତି । ଆଜି ଏହି ଧାରଣା ସ୍ଥଳରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି । ସକାଳୁ ସକାଳୁ ଧାରଣା
error: Content is protected !!
Open chat