Browsing Tag

ସଂବାଦ ଦାତା

ବରିଷ୍ଠ ବିଜେପି ନେତା ଆଶୋକ ସାହୁଙ୍କ ପରଲୋକ

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ବରିଷ୍ଠ ବିଜେପି ନେତା ତଥା ଅବସର ପ୍ରାପ୍ତ ଆଇପିଏସ ଅଫିସର ଆଶୋକ ସାହୁଙ୍କ ଆଜି ପରଲୋକ ହୋଇଛି। କଟକ ପିଠାପୁରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା କାରଣରୁ

ଭାରତକୁ ୧୦କୋଟି କରୋନା ଟିକା ଡୋଜ ବିକିବ ରୁଷ୍‌

ମସ୍କୋ/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ଭାରତକୁ ୧୦କୋଟି କରୋନା ଟିକା ‘ସ୍ପୁଟିନିକ-ଭି’ ବିକ୍ରି କରିବ ରୁଷ୍। ରୁଷର ସଭରେନ ୱେଲଥ୍‌ ଫଣ୍ଡ ଭାରତର ଔଷଧ ପ୍ରସ୍ତୁତକାରୀ କମ୍ପାନୀ ଡକ୍ଟର ରେଡ୍ଡିକୁ ଏହି ଟିକା ବିକ୍ରି କରିବାକୁ ସମ୍ମତି ପ୍ରକାଣ କରିଛି। ଏଥିପାଇଁ ରୁଷର

ସେପ୍ଟେମ୍ବର ୩୦ ରେ ବାବ୍ରୀ ମସ୍‌ଜିଦ୍ ଭଙ୍ଗା ମାମଲା ରାୟ

ନୂଆଦିଲ୍ଲୀ/ଲକ୍ଷ୍ନୌ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ବାବ୍ରୀ ମସ୍‌ଜିଦ୍‌ ଭଙ୍ଗା ମାମଲାର ରାୟ ଶୁଣାଇବାକୁ ଏକ ସ୍ବତନ୍ତ୍ର ସିବିଆଇ କୋର୍ଟ ସେପ୍ଟେମ୍ବର ୩୦ ତାରିଖକୁ ଦିନ ଧାର୍ଯ୍ୟ କରିଛନ୍ତି। ଏହି ମାମଲାରେ ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡ଼ୱାଣୀ, ମୁରଲୀମନୋହର ଯୋଶୀ,

ମୃତ୍ୟୁ ଏମିତି ବି ଆସେ ? ଡ୍ୟୁଟି ସମୟରେ ଟଳି ପଡିଲେ ସଫେଇ କର୍ମଚାରୀ

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ଏମିତି ବି ଆସେ ମୃତ୍ୟୁ । କରୋନା ପରିସ୍ଥିତିରେ ଲୋକେ ଘରୁ ବାହାରକୁ ବାହାରିବାକୁ ଡରୁଥିବାବେଳେ ସେ କରୋନା ଯୋଦ୍ଧା ଭାବେ କାର୍ଯ୍ୟ କରୁଥିଲେ । ୭୦ ବର୍ଷ ବୟସରେ ମଧ୍ୟ ବିଏମ୍‌ସିର ଜଣେ ସଫେଇ କର୍ମଚାରୀ ଭାବେ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ

ନୂତନ ସଂସଦ ଭବନ ନିର୍ମାଣ ଲାଗି ‘ଟାଟା ପ୍ରୋଜେକ୍ଟସ‌ ଲିମିଟେଡ୍‌’‌କୁ ମିଳିଲା ୮୬୧ କୋଟି ଟଙ୍କାର ଠିକା

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ନୂଆ ସଂସଦ ଭବନର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି ଏ ବର୍ଷ ପ୍ରାରମ୍ଭରେ ନରେନ୍ଦ୍ର ମୋଦୀ ସରକାର ଟେଣ୍ଡର ପ୍ରକ୍ରିୟା ଆରମ୍ଭ କରିଥିଲେ। ସରକାର କହିଥିଲେ ଯେ, ଏବେକାର ସଂସଦ ଭବନ ପରିସର ମାତ୍ରାଧିକ ବ୍ୟବହାର ହୋଇ ଜରାଜୀର୍ଣ୍ଣତାର ଲକ୍ଷଣ

ଉପଯୁକ୍ତ ଡାକ୍ତରୀ ପରାମର୍ଶ ଓ ସହାୟତା ସହ କଟକ-ଭୁବନେଶ୍ୱରସ୍ଥିତ କୋଭିଡ଼୍‌ ହସ୍ପିଟାଲକୁ ସାରା ରାଜ୍ୟରୁ ରୋଗୀ…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ଟ୍ୱିନ୍‌-ସିଟି କଟକ-ଭୁବନେଶ୍ୱର ସ୍ଥିତ କୋଭିଡ଼୍‌ ହସ୍ପିଟାଲକୁ କୋଭିଡ଼ ରୋଗୀମାନଙ୍କୁ ପଠାଇବା ନିମନ୍ତେ ସରକାର ବାରଣ କରିନାହାନ୍ତି । ସରକାର ଟ୍ୱିନ୍‌-ସିଟିରେ ସୃଷ୍ଟି କରିଥିବା ଚିକିତ୍ସା ସୁବିଧା ସାରା ରାଜ୍ୟର ଲୋକମାନଙ୍କ ପାଇର୍

ଆଗାମୀ ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀମାନଙ୍କର ଅପରାଧପ୍ରବଣ ପୃଷ୍ଠଭୂମି ସଂପର୍କରେ ପ୍ରଚାର-ପ୍ରସାର…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ଭାରତର ନିର୍ବାଚନ କମିଶନଙ୍କ ପରିବର୍ତ୍ତିତ ନିର୍ଦ୍ଦେଶାନୁସାରେ ଓଡ଼ିଶାର ବାଲେଶ୍ୱର ଓ ତିର୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ଅଂଶଗ୍ରହଣ କରୁଥିବା ପ୍ରାର୍ଥୀ ଓ ରାଜନୈତିକ ଦଳମାନେ ତିନୋଟି ପର୍ଯ୍ୟାୟରେ

କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡକରୀଙ୍କୁ କରୋନା: ନିଜେ ଟ୍ୱିଟ କରି ଦେଲେ ସୂଚନା

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୯ : କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଆଜି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନିତିନ ଗଡକରୀ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି।

ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅଞ୍ଚଳରେ ବନ୍ୟାଜନିତ ଚାଷ କ୍ଷୟକ୍ଷତିର କ୍ଷେତ୍ରୀୟ ତଦନ୍ତ କଲେ କୃଷି ଅଧିକାରୀ

ଭଦ୍ରକ/ଚାନ୍ଦବାଲି,(ମଣି ପ୍ରସାଦ ପାଢୀ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୯ : ବୈତରଣୀ ନଦୀରେ ଗତ କିଛିଦିନ ତଳେ ଆସିଥିବା ବନ୍ୟାରେେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟାଇଛି । ବିଶେଷତଃ ହଜାର ହଜାର ଚାଷୀମାନଙ୍କର ଝାଳବୁହା ପରିଶ୍ରମ ଅର୍ଜିତ ହଜାର ହଜାର

ଅଫିସ ତିଆରି କରିବା ପାଇଁ ଟଙ୍କା ନାହିଁ, ସେହି ଭଙ୍ଗ‌ା ଅଫିସରେ କାମ କରିବି: କଙ୍ଗନା ରାଣାୱତ୍

କଳିଙ୍ଗ ଜ୍ୟୋତି ବ୍ୟୁରୋମୁମ୍ବାଇ ୧୧/୦୯ : ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଏବଂ ମହାରାଷ୍ଟ୍ର ସରକାରଙ୍କ ମଧ୍ୟରେ ଚାଲିଥିବା ବିବାଦରେ ଅଭିନେତ୍ରୀଙ୍କ ମୁମ୍ବାଇ କାର୍ଯ୍ୟାଳୟ ବିଏମସିର ବୁଲଡୋଜରର ଶିକାର ହୋଇଥିଲା। ସେପ୍ଟେମ୍ବର ୯ରେ, କଙ୍ଗନା ମନାଲିରୁ ମୁମ୍ବାଇ ଫେରିଥିବାବେଳେ ବିଏମସି
error: Content is protected !!
Open chat