Browsing Tag

ସଂବାଦ ଦାତା

ଆଦିତ୍ୟ ଦାଶ ମୃତ୍ୟୁ ମାମଲା: ପ୍ରମାଣ ଖୋଜୁଛି କ୍ରାଇମ୍‌ ବ୍ରାଞ୍ଚ, ଫରେନ୍‌ସିକ୍‌ ବିଭାଗକୁ ଲାଇ ଡିଟେକ୍‌ସନ୍‌ ଟେଷ୍ଟ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୫/୦୮: ସମାଜ ସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରୁଛି। ଆଜି ଫରେନ୍‌ସିକ୍‌ ବିଭାଗକୁ ଲାଇ ଡିଟେକ୍‌ସନ୍‌ ଟେଷ୍ଟ ପାଇଁ କ୍ରାଇମ୍‌ବ୍ରାଞ୍ଚ ଆବେଦନ ଆବେଦନକରିଛି। ତଦନ୍ତ ଘେରରେ ଥିବା ବ୍ୟକ୍ତିଙ୍କ ଟେଷ୍ଟ ପାଇଁ ଆବଦେନରେ

ଅଦାଲତ ଅବମାନନା ମାମଲା : କ୍ଷମା ମାଗିବି ନାହିଁ- ପ୍ରଶାନ୍ତ ଭୂଷଣ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୫/୦୮:ଅଦାଲତ ଅବମାନନା ମାମଲାଲାରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ ସୁପ୍ରିମକୋର୍ଟରେ କ୍ଷମା ମାଗିବାକୁ ମନା କରିଦେଇଛନ୍ତି। ସେ କହିଛନ୍ତି ଏହା ତାଙ୍କ ମତ ଥିଲା ଏବଂ ତାହା ଉପରେ ସେ ଅଟଳ ଅଛନ୍ତି। ବିଚାରପତିଙ୍କ ବିରୋଧରେ ନିଜ ଟୁଇଟ୍‌ ପାଇଁ ଅଦାଲତ  

କାଲିମେଳା ଅଂଚଳରୁ ମାଓବାଦୀଙ୍କ ବନ୍ଧୁକ ତିଆରି କାରଖାନା ଠାବ: ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଓ ବନ୍ଧୁକ ତିଆରି…

ମାଲକାନଗିରି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୫/୦୮: ମାଲକାନଗିରି ଜିଲ୍ଲାର କାଲିମେଳା ଥାନା ଅଂଚଳରୁ ମାଓବାଦୀଙ୍କ ଏକ ବନ୍ଧୁକ ତିଆରି କାରଖାନା ଠାବ କରାଯାଇଛି । ଘଟଣାସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଓ ବନ୍ଧୁକ ତିଆରି ଯନ୍ତ୍ରପାତି ଜବତ କରାଯାଇଛି । ପ୍ରାପ୍ତ ସୂଚନା

ଅଶାନ୍ତ କଂଗ୍ରେସରେ ‘‘ଚିଠି ବୋମା’’, ସାତ ଘଣ୍ଟିଆ ନାଟକ‌ରେ ଯବନିକା, ବିନା ପରିବର୍ତନରେ ବୈଠକ ଶେଷ ,କଂଗ୍ରେସର…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୫/୦୮: ସ୍ଥାୟୀ ଓ ପ୍ରଭାବୀ ନେତୃତ୍ବ ନେଇ ୨୩ ବଡ଼ ନେତାଙ୍କ ‘‘ଚିଠି ବୋମା’’ ଓ ଏହାର ପରବର୍ତୀ ସମୟରେ କଥିତ ‘‘ ବିଜେପି ସହ ବୁଝାମଣା’’ ବିବାଦୀୟ ବିବୃତି ପରେ  କଂଗ୍ରେସ କାର୍ଯ୍ୟକାରୀ କମିଟି ବୈଠକ କୌଣସି ନିଷ୍କର୍ଷରେ ଶେଷ ହୋଇଛି। ମାତ୍ର ଏହାପରେ

ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ/ଚଣ୍ଡିଗଡ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୫/୦୮: ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ସଂକ୍ରାନ୍ତରେ ସେ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି । https://twitter.com/mlkhattar/status/1297889527604719616 ସେ

ଲଗାଣ ବର୍ଷାରେ ଯାଜପୁର-ଆରଡ଼ି ଜାତୀୟ ରାଜପଥ-୨୦ର କୟାଁଗୋଲା ବ୍ରୀଜ ନିକଟରେ ଧସିଥିବା ୧୫୦ ଫୁଟ ଆପ୍ରୋଚ ରୋଡର ଅସ୍ଥାୟୀ…

ଭଦ୍ରକ/ଆରଡ଼ି,(କଳିଙ୍ଗ ଜ୍ୟୋତି ବ୍ୟୁରୋ/ମଣିପ୍ରସାଦ ପାଢୀ),୨୪/୦୮: ଗତ ୨୦ ତାରିଖର ଲଗାଣ ବର୍ଷାରେ ଭଦ୍ରକ ଜିିିିିିଲ୍ଲା ଅନ୍ତର୍ଗତ ଯାଜପୁର-ଆରଡ଼ି ଜାତୀୟ ରାଜପଥ-୨୦ ବୋଡକ ଠାରେ କୟାଁଗୋଲା ବ୍ରୀଜର ଆପ୍ରୋଚ ରୋଡରେ ପାଖାପାଖି ଦେଢ଼ଶହ ଫୁଟର ମାଟି ଅତଡ଼ା ସହ ପଥର ଧସିଥିଲା । ଫଳରେ

କୋମାରେ ଉତ୍ତର କୋରିଆର ଶାସକ କିମ ଜୋଙ୍ଗ ଉନ: ଉତ୍ତରାଧିକାରୀ ନେଇ କଳ୍ପନାଜଳ୍ପନା ଆରମ୍ଭ – ଦାୟିତ୍ୱଭାର…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୪/୦୮ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍ ଉନ୍ କୋମାରେ ଥିବା ଜଣାପଡିଛି। କିମ୍ ଜୋଙ୍ଗ କୋମାରେ ଥିବା ନେଇ ତାଙ୍କର ଜଣେ ପୂର୍ବତନ ସହକର୍ମୀ ସୂଚନା ଦେଇଛନ୍ତି। ଏବଂ ତାଙ୍କ ଭଉଣୀ କିମ ୟୋ-ଜୋଙ୍ଗ ଜାତୀୟ ତଥା ଆନ୍ତର୍ଜାତୀୟ କାର୍ଯ୍ୟ

ଆରଡ଼ିସ୍ଥ ପ୍ରଗତି ଯୁବକ ସଂଘର ସ୍ୱେଚ୍ଛାସେବୀ ମାନଙ୍କ ଦ୍ୱାରା ଆଖଣ୍ଡଳମଣି କ୍ଷେତ୍ର ଚତୁଃପାର୍ଶ୍ୱ ଅଞ୍ଚଳକୁ ସାନିଟାଇଜ…

ଭଦ୍ରକ/ଆରଡ଼ି,(କଳିଙ୍ଗ ଜ୍ୟୋତି ବ୍ୟୁରୋ/ମଣିପ୍ରସାଦ ପାଢୀ),୨୪/୦୮: ଭଦ୍ରକ ଜିଲ୍ଲାସ୍ଥ ଆରଡ଼ି ପଞ୍ଚାୟତ ଅଞ୍ଚଳରୁୁ ୩୧ ଜଣ କୋରାନା ପଜେଟିଭ ଚିହ୍ନଟ ପରେ ସଂପୃକ୍ତ ଆରଡ଼ି ପଞ୍ଚାୟତ ଅଞ୍ଚଳକୁ ୭ ଦିନ ପାଇଁ ସଟଡାଉନ କରିବା ସହ ଆଖଣ୍ଡଳମଣି ପୀଠକୁ କଣ୍ଟେନ୍ଟମେଣ୍ଟ ଜୋନ କରାଯାଇଛି । ଏହି ସମୟରେ

ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅରୁଣ ଜେଟଲୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ତାଙ୍କୁ ମନେ ପକାଇବା ସହ ବିଶିଷ୍ଟ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୪/୦୮ : ଆଜି ଭାରତୀୟ ଜନତା ପାର୍ଟି (ବିଜେପି) ର ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଅରୁଣ ଜେଟଲୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ। ଠିକ୍ ଗୋଟିଏ ବର୍ଷ ପୂର୍ବେ ଆଜିର ଦିନରେ ସେ ଦେହତ୍ୟାଗ କରିଥିଲେ। ଜେଟଲୀଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ବିଜେପି

ବୀମା ନିୟାମକ ଏବଂ ବିକାଶ ପ୍ରାଧିକରଣ (IRDAI)ଙ୍କ ନିର୍ଦ୍ଦେଶ: ଗାଡ଼ି ବୀମା ନବୀକରଣ ପାଇଁ ବୈଧ ପ୍ରଦୂଷଣ ପ୍ରମାଣପତ୍ର…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୪/୦୮: ବୀମା ନିୟାମକ ଏବଂ ବିକାଶ ପ୍ରାଧିକରଣ (IRDAI) ଭାରତର ଗାଡ଼ି ବୀମା ପ୍ରଦାନକାରୀଙ୍କୁ ଏକ ନୂତନ ସର୍କୁଲାର ଜାରି କରି ପଲିସି ନବୀକରଣ କରିବା ସମୟରେ ଗାଡ଼ି ପାଇଁ ବୈଧ ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର (PUC) ଅନିର୍ବାଯ୍ୟ କରିଛନ୍ତି।
error: Content is protected !!
Open chat