Browsing Tag

ସଂବାଦ ଦାତା

ବରଫ ଭିତରୁ ମିଳିଲା ସହିଦ ଯବାନଙ୍କ ମର ଶରୀର: ନିୟନ୍ତ୍ରଣ ରେଖା ନିକଟରୁ ୮ମାସ ହେବ ନିଖୋଜ ଥିଲେ

ନୂଆଦିଲ୍ଲୀ/ଡେରାଡୁନ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୮ : ଭାରତୀୟ ସେନାର ୧୧ ଘର୍‌ୱାଲ‌ ରାଇଫଲର ଯବାନ ହାବିଲ‌ଦାର ରାଜେନ୍ଦ୍ର ସିଂହ ନେଗି ଏ ବର୍ଷ ଜାନୁଆରି ମାସରେ କଶ୍ମୀରର ଗୁଲମାର୍ଗ ଅଞ୍ଚଳ ନିୟନ୍ତ୍ରଣ ରେଖା ପାଖରେ ଡିୟୁଟି କରୁଥିବା ସମ‌ୟରେ ହଠାତ୍ ବହଳ ବରଫ ମଧ୍ୟକୁ ଖସଡ଼ି ଯାଇଥିଲେ।

ଚାନ୍ଦବାଲି ବ୍ଲକ ଭାଟପଡ଼ା: ଗୋବିନ୍ଦ ନାୟକ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମାଟ୍ରିକ ବୋର୍ଡ଼ ପରୀକ୍ଷାର କୃତି…

ଭଦ୍ରକ/ଚାନ୍ଦବାଲି,(କଳିଙ୍ଗ ଜ୍ୟୋତି ବ୍ୟୁରୋ / ମଣିପ୍ରସାଦ ପାଢୀ),୧୬/୦୮: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଭାଟପଡ଼ାର ଗୋବିନ୍ଦ ନାୟକ ଚାରିଟେବୁଲ ଟ୍ରଷ୍ଟ ତରଫରୁ ମାଟ୍ରିକ (ଦଶମ) ବୋର୍ଡ଼ ପରୀକ୍ଷାରେ କୃତିତ୍ୱ ସହ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଏହି

ଆଜି ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କ ଶ୍ରାଦ୍ଧବାର୍ଷିକୀ : ରାଷ୍ଟ୍ରପତି,…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୮ : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ପୁଣ୍ୟତିଥି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳେ ଅଟଳ ବିହାରୀ ବାଜପେୟୀଙ୍କ ସମାଧିସ୍ଥଳ ‘ସଦୈବ ଅଟଳ’ ଯାଇ ସେଠାରେ ତାଙ୍କୁ ପୁଷ୍ପ ଅର୍ପଣ

ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥା ସୁଧୁରୁଛି, ଶୀଘ୍ର ସୁସ୍ଥ ହୋଇ ଫେରିବେ : ଟ୍ୱିଟ କରି…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୮ : ଦେଶର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସିଛି। ରବିବାର ପ୍ରଣବ ମୁଖାର୍ଜୀଙ୍କ ସ୍ୱାସ୍ଥ୍ୟବସ୍ଥାରେ କୌଣସି ପରିବର୍ତ୍ତନ ହୋଇନାହିଁ ବୋଲି ତାଙ୍କ ସ୍ୱାସ୍ଥ୍ୟ ସମ୍ବନ୍ଧରେ ସୂଚନା ଦେଇ ଦିଲ୍ଲୀ ସ୍ଥିତ ସେନା

ଧର୍ମଗଡ: ୭୪ତମ ଉପଖଣ୍ଡ-ସ୍ତରୀୟ ସ୍ୱାଧୀନତା ଦିବସ ପାଳିତ – ଉପ-ଜ଼ିଲ୍ଲାପାଳ କଲେ ପତାକା ଉତ୍ତୋଳନ

ଧର୍ମଗଡ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୮ : କଳାହାଣ୍ଡି ଜିଲ୍ଲା ଧର୍ମଗଡଠାରେ ଉପଖଣ୍ଡ ସ୍ତରୀୟ ୭୪ତମ ସ୍ୱାଧୀନତା ଦିବସ ସ୍ଥାନୀୟ ପଞ୍ଚାୟତ ପଡିଆରେ ପାଳିତ ହୋଇଯାଇଛି । ତେବେ କରୋନା କଟକଣା ଯୋଗୁଁ କୋଭିତ-19 ନିର୍ଦେଶ ଅନୁଯାଇ ସାମାଜିକ ଦୂରତା ବଜାୟ ରଖି ସ୍ୱାଧୀନତା ଦିବସ ପାଳନ

ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥି : ସମଗ୍ର ଦେଶ ଦେଉଛି…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୮ : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଦ୍ୱିତୀୟ ପୂଣ୍ୟତିଥି । https://twitter.com/narendramodi/status/1294806334756384768

୭୪ତମ ସ୍ଵାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଶୁଭେଚ୍ଛା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୮ : ସ୍ଵାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଅମିତ ଶାହ ଶୁଭେଚ୍ଛା ଜଣାଇଛନ୍ତି । ୭୪ତମ ସ୍ଵାଧୀନତା ଦିବସ ଅବସରରେ କେନ୍ଦ୍ର ସ୍ଵରାଷ୍ଟ୍ର ମନ୍ତ୍ରୀ ତାଙ୍କ ନୂଆଦିଲ୍ଲୀସ୍ଥିତ ବାସଭବନରେ ଜାତୀୟ ପତାକା ଉତ୍ତୋଳନ

୭୪ତମ ସ୍ଵାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ଏବଂ ଇସ୍ପାତ ମନ୍ତ୍ରୀ ଶ୍ରୀ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୬/୦୮ : କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ଏବଂ ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ୭୪ତମ ସ୍ଵାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଅଗଷ୍ଟ ଶେଷ ସୁଦ୍ଧା ବଜାରକୁ ଆସିବ ରୁ‌ଷ୍ ଉତ୍ପାଦିତ କୋଭିଡ୍‌-୧୯ ଟିକା “ସ୍ପୁଟ୍‌ନିକ୍‌-୫” : ରିପୋର୍ଟ

ନୁଆଦିଲ୍ଲୀ / ମସ୍କୋ: କୋଭିଡ୍‌-୧୯ ସଂକ୍ରମଣରୁ ରକ୍ଷା ପାଇବାକୁ ରୁଷ୍‌ ନୂଆ ଟିକା ଉତ୍ପାଦନ ଆରମ୍ଭ କରିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ଠାରୁ ସୂଚନା ପାଇ ‘ଇଣ୍ଟର୍‌ଫ୍ୟାକ୍ସ’ ନିଉଜ୍ ଏଜେନ୍‌ସି ଶନିବାର ଦିନ ରିପୋର୍ଟ କରିଛି।ରୁଷ୍‌ କହିଛି ଯେ, ମସ୍କୋର ଗାମାଲେୟା ଇନ୍‌ଷ୍ଟିଚ୍ୟୁଟ୍‌

‘ଏୟାର ଇଣ୍ଡିଆ ୱାନ୍’ : ଆମେରିକା ନିର୍ମିତ ଅବିଶ୍ୱସନୀୟ ସୁରକ୍ଷା ବ୍ୟବସ୍ଥା ସଜ୍ଜିତ – ଭାରତର ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୬/୦୮ : ‘ଏୟାର ଫୋର୍ସ ୱାନ’ ବିଶ୍ବର ଶକ୍ତିଶାଳୀ ବିମାନ ମଧ୍ୟରେ ଅନ୍ୟତମ ଅଟେ। ତେବେ ଏହାରି ମଧ୍ୟରେ ଭାରତ ମଧ୍ୟ ଆମେରିକାର ‘ଏୟାର ଫୋର୍ସ ୱାନ’ ସମକକ୍ଷ ଦୁଇଟି ବିମାନ ପାଇବାକୁ ଯାଉଛି। ଯେଉଁଥିରୁ ଗୋଟିଏ ଭାରତର ପ୍ରଧାନମନ୍ତ୍ରୀ ଗସ୍ତ ପାଇଁ
error: Content is protected !!
Open chat