Browsing Tag

ସଂବାଦ ଦାତା

ଚାନ୍ଦବାଲି ଅଞ୍ଚଳରେ ବିକାଶର ଆଉ ଏକ ନଗ୍ନ ଚିତ୍ର : ପକ୍କା ରାସ୍ତା ନ ଥିବାରୁ ଗାଁକୁ ଯାଇ ପାରିଲାନାହିଁ ଗାଡି,…

ଭଦ୍ରକ/ଚାନ୍ଦବାଲି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ପୁଣି ଥରେ ଭଦ୍ରକ ଜିଲାର ଚାନ୍ଦବାଲି ବ୍ଲକରେ ବିକାଶର ଏକ ନଗ୍ନ ଚିତ୍ର ପଦାରେ ପଡିଛି । ଗାଁ ରାସ୍ତା ମାଟି କାଦୁଅ ପଚପଚ ହେଉଥିବାରୁ କୌଣସି ଚାରିଚକିଆ ଗାଡି ନଯିବା ଫଳରେ ବାଧ୍ୟହୋଇ ଜଣେ ୭୦ ବର୍ଷିୟା ବୃଦ୍ଧାଙ୍କୁ ସାଙ୍ଗୀ-ଦୋଳିରେ

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ଶ୍ରେଷ୍ଠ, କେଜ୍ରିୱାଲ ୨ୟ ଓ ୬ଷ୍ଠରେ ନବୀନ:…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ଦେଶରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ମଧ୍ୟରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶ୍ରେଷ୍ଠ। ତାଙ୍କ ପଛକୁ ରହିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ୩ୟ ସ୍ଥାନରେ ଅଛନ୍ତି ଆନ୍ଧ୍ରପ୍ରଦେଶ

ରାଜଗାଙ୍ଗପୁରରେ ବଢି ଚାଲିଛି କରୋନା ସଂକ୍ରମଣ : ପ୍ରଶାସନ ପକ୍ଷରୁ ସହରକୁ ଦୁଇ ଦିନିଆ ସଟଡାଉନ ଘୋଷଣା

ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ମହାମାରୀ କରୋନା ରଚି ଚାଲିଛି ତାଣ୍ଡବ, ସାରା ବିଶ୍ୱ କୁ ସ୍ତବଧ କରିଛି । ବୀରଦର୍ପରେ ମାଡି ଚାଲିଛି ଏହି ମହାମାରୀ।ସରକାରଙ୍କ କଟକଣା ହାର ମାନିଛି ତା ନିକଟରେ - ସତେକି ଗୋଟିଏ ସାହସୀ ଯୋଦ୍ଧା !! କରୋନା ପ୍ରକୋପରୁ ବାଦ ପଡିନି ସୁନ୍ଦରଗଡ଼

କେନ୍ଦ୍ର ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କରୋନାରୁ ଆଶୁ ଆରୋଗ୍ଯ କାମନା କରି SRCT ଅଧ୍ୟକ୍ଷ ରଞ୍ଜିତ…

ସୁଲୋଚନା ରାମକୃଷ୍ଣ ଚାରିଟେବୁଲ ଟ୍ରଷ୍ଟର ଅଧ୍ୟକ୍ଷ ଶ୍ରୀ ରଞ୍ଜିତ ମହାପାତ୍ର କେନ୍ଦ୍ର ପିଏନଜି-ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କରୋନାରୁ ଶୀଘ୍ର ଆରୋଗ୍ୟ କାମନା ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଠାରେ ଦୀପ ଦାନ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ସହ ଅତି ଘନିଷ୍ଠ

ସେରମ ଇନଷ୍ଟିଚ୍ୟୁଟ ଗେଟ୍ସ ଫାଉଣ୍ଡେସନ୍ ସହ ମିଶି ଭାରତ ଓ ଆଉ କିଛି ଦେଶ ପାଇଁ ୧୦୦ ମିଲିୟନ କରୋନା ଟିକା ତିଆରି କରିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ପୁନେ/ବେଙ୍ଗାଲୁରୁ ୦୮/୦୮: ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ (SII) ଗାଭି, ଭ୍ୟାକ୍ସିନ୍ ଆଲାଇନ୍ସ ଏବଂ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହିତ ଏକ ନୂଆ ଭାଗିଦାରୀରେ ପ୍ରବେଶ କରିଛି ଯାହା ଭାରତ ଏବଂ କମ୍ ଆୟକାରୀ ଦେଶମାନଙ୍କ ପାଇଁ ୧୦୦ ମିଲିୟନ୍ ଡୋଜ୍

ବିହାରର ବାଲ୍ମିକୀ ଟାଇଗର ରିଜର୍ଭ ଫରେଷ୍ଟ ନିକଟସ୍ଥ ବିବାଦୀୟ ନୋ ମ୍ୟାନସ୍‌ ଲ୍ୟାଣ୍ଡରେ ଏକ ହେଲିପ୍ୟାଡ ନିର୍ମାଣ କରୁଛି…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୮/୦୮: ବିହାର ପଶ୍ଚିମ ଚମ୍ପାରଣ ଜିଲ୍ଲା ବାଲ୍ମିକୀ ଟାଇଗର ରିଜର୍ଭ ଫରେଷ୍ଟ ନିକଟସ୍ଥ ନୋ ମ୍ୟାନସ୍‌ ଲ୍ୟାଣ୍ଡରେ ନେପାଳ ସରକାର ଏକ ହେଲିପ୍ୟାଡ ନିର୍ମାଣ କାମ ହାତକୁ ନେଇଛନ୍ତି। ଏହା ସହ ଉତ୍ତରାଖଣ୍ଡ ରୁଦ୍ରପ୍ରୟାଗ ଜିଲ୍ଲାରେ ୩୬୦ ଡିଗ୍ରି

ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ ଓ କେନ୍ଦ୍ର ଇସ୍ପାତ, ପେଟ୍ରୋଲିୟମ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଆଶୁ ଆରୋଗ୍ୟ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଆଳି ୦୮/୦୮: ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ ଓ କେନ୍ଦ୍ର ଇସ୍ପାତ, ପେଟ୍ରୋଲିୟମ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କରୋନା ପଜିଟିଭ ଚିନ୍ହଟ ହେବା ପରେ ତାଙ୍କର ଆଶୁ ଆରୋଗ୍ୟ କାମନା କରି ବରିଷ୍ଠ କାର୍ଯ୍ୟକର୍ତା, ଶୁଭେଚ୍ଛୁ ଓ ସମର୍ଥକଙ୍କ ତରଫରୁ ଗତ କାଲି ଆଳିର

ଓଡ଼ିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ : ଜବତ ଗାଡ଼ିକୁ ଖରା,ବର୍ଷାରେ ପକାଇ ରଖି ନଷ୍ଟ କରନି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୮/୦୮: ଅପରାଧିକ ମାମଲାରେ ଜବତ ଗାଡିକୁ ଦୀର୍ଘଦିନ ଖରା,ବର୍ଷାରେ ପକାଇ ରଖିବା, ତା’ର କୌଣସି ରକ୍ଷଣାବେକ୍ଷଣ ନକରିବା ଘଟଣାକୁ ନାପସନ୍ଦ କରିଛନ୍ତି ହାଇକୋର୍ଟ । ଆବଶ୍ୟକ ପଦକ୍ଷେପ ପରେ ଗାଡ଼ିକୁ ମାଲିକ ଜିମା ‌ଦେବାରେ ସମସ୍ୟା ନାହିଁ ବୋଲି

ରାଷ୍ଟ୍ରୀୟ ସ୍ୱଚ୍ଛତା କେନ୍ଦ୍ର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୮/୦୮: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୦୮, ୨୦୨୦ରେ ସ୍ୱଚ୍ଛ ଭାରତ ମିଶନର ଇଣ୍ଟରାକ୍ଟିଭ ରାଷ୍ଟ୍ରୀୟ ସ୍ୱଚ୍ଛତା କେନ୍ଦ୍ର ଉଦଘାଟନ କରିବେ। ଗାନ୍ଧିଜୀଙ୍କ ଚମ୍ପାରଣ ସତ୍ୟାଗ୍ରହର ଶତବାର୍ଷିକୀ ସମାରୋହ ଅବସରରେ ଏପ୍ରିଲ ୧୦, ୨୦୧୭ରେ

କେରଳର କୋଝିକୋଡ ବିମାନବନ୍ଦରରେ ଏୟାର ଇଣ୍ଡିଆର ବିମାନ ଦୁର୍ଘଟଣାଗ୍ରସ୍ତ,୨ ଜଣ ପାଇଲଟ୍‌ଙ୍କ ସମେତ ୧୮ ଜଣଙ୍କର ମୃତ୍ୟୁ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ / ତିରୁଅନନ୍ତପୁରମ୦୮/୦୮: କେରଳର କୋଝିକୋଡ ବିମାନବନ୍ଦରରେ ଏୟାର ଇଣ୍ଡିଆର ବିମାନ ରନେଓ୍ଵରେ ଦୁଇଖଣ୍ଡ ହୋଇଯିବା ପରେ ହେଲପ୍‌ଲାଇନ୍‌ ନମ୍ବର ଜାରି ହୋଇଛି। ସିଆଇଏସ୍‌ଏଫ୍‌ର ମହାନିର୍ଦ୍ଦେଶକ ରାଜେଶ ରଂଜନ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଶ୍ରୀ ରଂଜନ
error: Content is protected !!
Open chat