Browsing Tag

ସଂବାଦ ଦାତା

ବେହାଲ ଚାନ୍ଦବାଲି : ୨ ଦିନର ଲଗାଣ ବର୍ଷାରେ ଘରେ ପଶିଲା ନର୍ଦ୍ଦମା ପାଣି – ଉଜୁଡା ଡ୍ରେନେଜ ଓ ପରିମଳ…

ଚାନ୍ଦବାଲି/ଭଦ୍ରକ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୦୮ : ଓଡିଶା ତଥା ଭଦ୍ରକ ଜିଲ୍ଲାର ପୁରାତନ ବନ୍ଦର ନଗରୀ ଚାନ୍ଦବାଲିରେ ଗତ ଦୁଇ ଦିନର ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ସହରର ହାଲବେହାଲ ହୋଇଯାଇଛି । ମୁୁୁଖ୍ୟତଃ ସହରର ବହୁ ପୁରାତନ ଡ୍ରେନେଜ ସମସ୍ୟାର ସମାଧାନ ହୋଇପାରି ନ ଥିବାରୁ ବର୍ଷା

ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରି ପ୍ରଦାନ : ରାଜ୍ୟରେ ଆଉ ୬ଟି ନୂଆ ଥାନା ସହ ୯୦୫ ନୂଆ ପୁଲିସ ପଦବୀକୁ ଅନୁମୋଦନ –…

ଭୁବନେଶ୍ଵର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୮ : ରାଜ୍ୟରେ ଆଉ ୬ଟି ନୂଆ ଥାନା ସହ ୨୨୦ ଥାନାରେ ୯୦୫ ନୂଆ ପୁଲିସ ପଦବୀକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଞ୍ଜୁରି ପ୍ରଦାନ କରିଛନ୍ତି । ବର୍ତ୍ତମାନ ଥିବା ୬ଟି ଆଉଟ ପୋଷ୍ଟକୁ ଅଧିକ ମଜଭୁତ କରାଯିବା ନେଇ ରାଜ୍ୟରେ ଆଉ ୬ଟି ପୁଲିସ

ବର୍ଷକ ପାଇଁ ଅଲଗା ହେଲେ ଭିଭୋ – ବିସିସିଆଇ : ଭାରତୀୟ କ୍ରିକେଟ୍ ବୋର୍ଡର ପ୍ରେସ୍ ବିଜ୍ଞପ୍ତି ଦ୍ୱାରା ଘୋଷଣା

ମୁମ୍ବାଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୮ : ଭାରତ-ଚୀନ୍‌ ସୀମା ବିବାଦ ଭିତରେ ବିସିସିଆଇ ଚଳିତବର୍ଷ ପାଇଁ ଚୀନ ମୋବାଇଲ୍ କଂପାନି ସହ ସଂପର୍କ ଛିନ୍ନ କରିଛି। ଗୁରୁବାର ପ୍ରେସ୍ ବିଜ୍ଞପ୍ତି ପ୍ରକାଶ କରି ୟୁଏଇରେ ଆୟୋଜିତ ହେବାକୁ ଥିବା ଆଇପିଏଲ୍-୧୩ରେ ଭିଭୋ ମୁଖ୍ୟ ପ୍ରାୟୋଜକ ରହିବ ନାହିଁ

ବିଶ୍ୱ ନିୟନ୍ତା ପ୍ରଭୁ ଶ୍ରୀରାମଙ୍କ ଭୂମିପୂଜନ ଉତ୍ସବ ଦେଖିବା ପାଇଁ ଅଟକିଗଲା ପୂରା ପୃଥିବୀ । ଆମେରିକା ଓ ଇଂଲଣ୍ଡରେ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ / ଅଯୋଧ୍ୟା ୦୭/୦୮: ଅଯୋଧ୍ୟା ଉପରେ ଅଟକିଗଲା ସାରା ବିଶ୍ୱର ନଜର । ପ୍ରଭୁ ଶ୍ରୀରାମଙ୍କ ମନ୍ଦିର ନିର୍ମାଣ ପାଇଁ ବୁଧବାର ହୋଇଥିବା ଭୂମି ପୂଜନ ସମାରୋହର ସାକ୍ଷୀ ବନିଛନ୍ତି ବିଶ୍ୱର ଅନେକ ଦେଶ । ଭାରତର ଏହି ଐତିହାସିକ ମୁହୂର୍ତ୍ତକୁ ବିଭିନ୍ନ ମାଧ୍ୟମରେ

ଭଦ୍ରକ ଜିଲାପାଳଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ : ଆଖଣ୍ଡଳମଣିଙ୍କ ପୀଠ ଚତୁଃପାର୍ଶ୍ୱରୁ ହେବ ଜବରଦଖଲ ଉଚ୍ଛେଦ

ଭଦ୍ରକ/ଆରଡି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୮: ଭଦ୍ରକ ଜିଲ୍ଲାର ପ୍ରସିଦ୍ଧ ଶୈବକ୍ଷେତ୍ର ଆରଡିସ୍ଥ ବାବା ଆଖଣ୍ଡଳମଣିଙ୍କ ପୀଠ ତଥା ମନ୍ଦିର ପରିସର ଓ ଚତୁଃପାର୍ଶ୍ୱର ଆନୁଷଙ୍ଗିକ ଉନ୍ନତି ଏବଂ ସୌନ୍ଦର୍ଯ୍ୟକରଣ ପାଇଁ ଗତ କିଛି ମାସ ହେବ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଥିଲା। ଉକ୍ତ ମାମଲାର

ମାଡ୍ରାସ ହାଇକୋର୍ଟଙ୍କ ନିର୍ଦ୍ଦେଶ : ପତଞ୍ଜଳି ‘କୋରୋନିଲ୍’ ଟ୍ରେଡ୍‌ ମାର୍କକୁ ବ୍ୟବହାର କରିପାରିବନି ଓ ତା ସହିତ ୧୦…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଚେନ୍ନାଇ ୦୭/୦୮: କରୋନିଲ ଟ୍ରେଡ୍‌ ମାର୍କକୁ ବ୍ୟବହାର କରିପାରିବନି ପତଞ୍ଜଳି। ଏନେଇ ପତଞ୍ଜଳି ଆୟୁର୍ବେଦ ଲିମିଟେଡ୍‌ ଏବଂ ଦିବ୍ୟା ୟୋଗ ମନ୍ଦିର ଟ୍ରଷ୍ଟକୁ ବାରଣ କରିଛନ୍ତି ମାଡ୍ରାସ ହାଇକୋର୍ଟ। ତା ସହିତ ୧୦ ଲକ୍ଷ ଟଙ୍କା ଫାଇନ୍‌ ମଧ୍ୟ କରିଛନ୍ତି କୋର୍ଟ। ଅଗଷ୍ଟ

କୋଭିଡ ସଂକ୍ରମିତ ମା ଶିଶୁକୁ ସ୍ତନ୍ୟପାନ କରାଇପାରିବେ : ୟୁନିସେଫ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୭/୦୮: ଭୁବନେଶ୍ୱର ଏମ୍ସ ଅଧିନସ୍ଥ ଗୋଷ୍ଠୀ ଓ ପରିବାର ମେଡିସିନ ବିଭାଗ ପକ୍ଷରୁ ୟୁନିସେଫ ସହଯୋଗିତାରେ କୋଭିଡ-୧୯ ସମୟରେ ସ୍ତନ୍ୟପାନ-ସମସ୍ୟା ଓ ସମାଧାନ ସମ୍ପର୍କରେ ଏକ ଗଣମାଧ୍ୟମ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଶେଷଜ୍ଞମାନେ ଯୋଗ ଦେଇ

ଅଗଷ୍ଟ ୭ରୁ ଆରମ୍ଭ ହେବ ପ୍ରଥମ ଅନ୍‌ଲାଇନ୍‌ ଦେଶାତ୍ମବୋଧ ଚଳଚ୍ଚିତ୍ର ଉତ୍ସବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮:ଜାତୀୟ ଚଳଚ୍ଚିତ୍ର ଉନ୍ନୟନ ନିଗମ ପ୍ରଥମ ଥର ପାଇଁ ଏକ ଅନ୍‌ଲାଇନ ଦେଶାତ୍ମବୋଧକ ଚଳଚ୍ଚିତ୍ର ଉତ୍ସବ ଆୟୋଜନ କରୁଛି । ଆସନ୍ତାକାଲିଠାରୁ ଏହା ଆରମ୍ଭ ହେବ । ଚଳିତବର୍ଷର ସ୍ୱାଧୀନତା ଦିବସ ପାଳନର ଏହା ଏକ ଅଂଶବିଶେଷ । ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ

ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ଘୋଷଣା : ମାର୍ଚ୍ଚ ୩୧, ୨୦୨୧ ପର୍ଯ୍ୟନ୍ତ ବନ୍ଧକ ସୁନା ଅଳଙ୍କାର ମୂଲ୍ୟର ୯୦…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: କରୋନା ସମୟରେ ଲୋକମାନଙ୍କୁ ସହାୟତା କରିବାକୁ ରିଜର୍ଭ ବ୍ୟାଙ୍କ ନିଜର ସୁନା ଋଣ ନିୟମରେ କେତେକ ପରିବର୍ତ୍ତନ ଆଣିଛି । ଏଣିକି ବନ୍ଧକ ସୁନା ଅଳଙ୍କାର ମୂଲ୍ୟର ୯୦ ପ୍ରତିଶତ ବ୍ୟାଙ୍କ ଋଣ ମିଳିପାରିବ । ପୂର୍ବରୁ ବନ୍ଧକ ସୁନା ମୂଲ୍ୟର ୭୫

ରାମ ମନ୍ଦିର ମାମଲାରେ ମୁଣ୍ଡ ନ ପୁରାଇବା ପାଇଁ ପାକିସ୍ତାନକୁ ଭାରତର କଡ଼ା ଚେତାବନୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: ଅଯୋଧ୍ୟାରେ ରାମ ମନ୍ଦିର ଭିତ୍ତିପ୍ରସ୍ତର ସ୍ଥାପନକୁ ପାକିସ୍ତାନର ସମାଲୋଚନା କରିବା ପରେ ତାହାର ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି ଭାରତ । ଅନ୍ୟ ଦେଶର ଆଭ୍ୟନ୍ତରୀଣ ବ୍ୟାପାରରେ ହସ୍ତକ୍ଷେପ ନ କରିବାକୁ ଓ ସାଂପ୍ରଦାୟିକ ବିଭେଦ ସୃଷ୍ଟି
error: Content is protected !!
Open chat