Browsing Tag

ସଂବାଦ ଦାତା

ଏଥର ଗୁଗଲ ଚୀନକୁ ଦେଲା ଜୋରଦାର ଝଟକା ! ! ଡିଲିଟ୍ କଲା ୨୫୦୦ ୟୁଟ୍ୟୁବ ଚ୍ୟାନେଲ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ /ଓ୍ବାଶିଂଟନ୍ ୦୭/୦୮: ଚାଇନାକୁ ପୁଣି ଏକ ବଡ଼ ଝଟ୍‌କା ଲାଗିଛି। ଗୁଗଲ ପକ୍ଷରୁ ଚାଇନାର ୨୫୦୦ ୟୁଟ୍ୟୁବ୍‌ ଚ୍ୟାନେଲ୍‌କୁ ଡିଲିଟ୍‌ କରିଛି। ଏପ୍ରିଲ୍‌ରୁ ଜୁନ୍‌ ମାସ ମଧ୍ୟରେ ଗୁଗଲ ପକ୍ଷରୁ ଏଭଳି କରାଯାଇଛି। ଏହି ଚ୍ୟାନେଲରେ ଭ୍ରମାତ୍ମକ ତଥ୍ୟ

ତୁର୍କୀକୁ ଭାରତର ଚେତାବନୀ: ଭାରତ ବିରୋଧୀ ମନ୍ତବ୍ୟ ଦେବା ବେଳେ ସଞ୍ଜତ ଓ ସତର୍କ ରୁହ ।

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: କୌଣସି ମନ୍ତବ୍ୟ ଦେବା ବେଳେ ସଞ୍ଜତ ଓ ସତର୍କ ରହିବାକୁ ତୁର୍କୀକୁ ଚେତାବନୀ ଦେଇଛି ଭାରତ । ଜାମ୍ମୁକାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପ୍ରସଙ୍ଗରେ ତୁର୍କୀ ପକ୍ଷରୁ ଦିଆଯାଇଥିବା ମନ୍ତବ୍ୟ ଆଧାରରେ ଭାରତ ଏପରି ଚେତାବନୀ ଦେଇଛି । ଭାରତ

ସିବିଆଇ ପଞ୍ଝାରେ ରିୟା,ଆଇପିଏସ ଅଧିକାରୀ ମନୋଜ ଶଶୀଧରଙ୍କ ନେତୃତ୍ୱରେ ଏସଆଇଟି ଟିମ ଗଠନ କଲା ସିବିଆଇ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ସିବିଆଇ ଔପଚାରିକ ଭାବେ ଏଫଆଇଆର ରୁଜ୍ଜୁ କରିଛି | ସିବିଆଇ ଦ୍ୱାରା ଏହି ମାମଲାରେ ଏକ ଏସଆଇଟି ଗଠନ କରାଯାଇଛି | ମାମଲାରେ ଗୁଜରାଟ କ୍ୟାଡର ଆଇପିଏସ ମନୋଜ ଶଶୀଧରଙ୍କ ନେତୃତ୍ୱରେ ଏସଆଇଟି ଗଠନ କରାଯାଇଛି

ଅଯୋଧ୍ୟା ରାମ ମନ୍ଦିର ଭୂମିପୂଜନ ପରେ ମୁସଲିମ ନେତାଙ୍କ ଧମକ, “ମନ୍ଦିର ଭାଙ୍ଗି ମସଜିଦ ତିଆରି କରିବୁ”

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୮: ରାମ ନଗରୀ ଅଯୋଧ୍ୟାରେ ବହୁ ବର୍ଷ ପରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜନ ହେବାର ଦିନେ ପରେ ଅଲ ଇଣ୍ଡିଆ ଇମାମ ଏସୋସିଏସନ ଅଧ୍ୟକ୍ଷ ଉତ୍ୟକ୍ତ ବୟାନ ଦେଇଛନ୍ତି | ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ଦିର ଶିଳାନ୍ୟାସ କଲାପରେ ଏସୋସିଏସନ

ବୁର୍ଲା, ଭୀମସାର : ୭୦ ଡ଼ାକ୍ତରଙ୍କୁ କ୍ୱାରେଣ୍ଟାଇନରେ ରହିବାକୁ ନିର୍ଦ୍ଦେଶ – ଅଗଷ୍ଟ ୧୨ ପର୍ଯ୍ୟନ୍ତ ମେଡ଼ିସିନ…

ସମ୍ବଲପୁର/ବୁର୍ଲା,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୮: ବୀର ସୁୁୁୁରେନ୍ଦ୍ର ସାଏ ମେଡିକାଲ କଲେଜ (ଭୀମସାର), ବୁର୍ଲା ମେଡ଼ିସିନ ବିଭାଗର ୯ ଜଣ ଡ଼ାକ୍ତର ଗତ ମଙ୍ଗଳବାର ଦିନ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ଡ଼ାକ୍ତର ମାନଙ୍କ ସଂସ୍ପର୍ଶରେ ଆସିଥିବା ୭୦ ଜଣ ଡ଼ାକ୍ତରଙ୍କୁ

ଅଗ୍ନିଶମ ବିଭାଗ ଡିଜି ସତ୍ୟଜିତ ମହାନ୍ତିଙ୍କ ନିର୍ଦେଶ : ରାଜ୍ୟର ସମସ୍ତ କୋଭିଡ୍ ହସ୍ପିଟାଲରେ ଆରମ୍ଭ ହେଲା ଅଗ୍ନି…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୮: ଗୁଜୁରାଟର ଅହମ୍ମଦାବାଦ କୋଭିଡ଼ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୮ ଜଣଙ୍କ ଜୀବନ ଚାଲିଯିବା ପରେ ଆମ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଥିବା ଅଗ୍ନି ସୁରକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଥିଲା । ରାଜ୍ୟର ସବୁ କୋଭିଡ଼ ହସ୍ପିଟାଲର ଅଗ୍ନି

ଓଡ଼ିଶା ରାଜ୍ୟ ପ୍ରଶାସନିକ ଅଧିକାରୀ (ଓ.ଏ.ଏସ) ସ୍ତରରେ ଛୋଟ ଧରଣର ଅଦଳବଦଳ : ୨ ଅଫିସରଙ୍କ ବଦଳି ବାତିଲ

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୮: ଓଡ଼ିଶା ରାଜ୍ୟ ପ୍ରଶାସନିକ ଅଧିକାରୀ (ଓ.ଏ.ଏସ) ସ୍ତରରେ ଛୋଟ ଧରଣର ଅଦଳବଦଳ ହୋଇଛି ଏବଂ ୨ ଜଣ ଓ.ଏ.ଏସ ଅଧିକାରୀଙ୍କ ବଦଳି ବାତିଲ ହୋଇଛି । ମିିିିିିିିିିଳିଥିବା ସୂଚନା ଅନୁଯାୟୀ, ବାଲେଶ୍ୱର ଡିଆରଡିଏ ପିଡି ରାମଚନ୍ଦ୍ର ଜେନାଙ୍କୁ ଦେବଗଡ଼

ଓଡ଼ିଆ ପୁଅ ଗିରିଶ ଚନ୍ଦ୍ର ମୁର୍ମୁ ହେଲେ ନୂତନ ସିଏଜି : କାଲି ଦେଇଥିଲେ ଜମ୍ମୁ-କାଶ୍ମୀରର ପ୍ରଥମ ଉପ-ରାଜ୍ୟପାଳ ପଦବୀରୁ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୮: କେନ୍ଦ୍ରଶାସିତ ଅଞ୍ଚଳ ଜମ୍ମୁ-କାଶ୍ମୀରର ପ୍ରଥମ ଉପରାଜ୍ୟପାଳ ଭାବରେ କାର୍ଯରତ ଓଡ଼ିଆ ପୁଅ ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନୂଆ ସିଏଜି / CAG (Comptroller and Auditor General) ଘୋଷିତ କରାଯାଇଛି। ଯେଉଁ ଦିନ ସରକାର ତାଙ୍କୁ ସିଏଜି ଭାବରେ

କରୋନା ପରେ ପୁଣି ଆଉ ଏକ ନୂଆ ଚାଇନା ଭାଇରସ କାୟା ମେଲେଇଲାଣି : ଚୀନରେ ୭ ମୃତ, ୬୦ ଅସୁସ୍ଥ – ପୋକ କାମୁଡିବା…

ନୂଆଦିଲ୍ଲୀ/ବେଜିଂ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୮: କରୋନା ପରେ ପୁଣି ଆଉ ଏକ ନୂଆ ଚାଇନା ଭାଇରସ କାୟା ମେଲେଇଲାଣି। ଚୀନରେ ଏହି ଭାଇରସ୍ ଯୋଗୁଁ ବର୍ତ୍ତମାନ ପର୍ଯ୍ୟନ୍ତ ୭ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୬୦ ଜଣ ଲୋକ ଅସୁସ୍ଥ ଅଛନ୍ତି । ଗ୍ଲୋବାଲ ଟାଇମ୍ସ ଖବର ଅନୁଯାୟୀ ପୂର୍ବ ଚୀନ୍‌ର

ଗାଈଠାରୁ ଟ୍ରାକ୍ଟର ଜରିଆରେ କ୍ଷୀର ବାହାର କରାଯାଉଥିବା ଭାଇରାଲ ଭିଡିଓ : ଆଶ୍ଚର୍ଯ୍ୟ ଚକିତ ହେଲେ ବ୍ୟବସାୟୀ ଆନନ୍ଦ…

ବାଙ୍ଗାଲୁରୁ/ମୁମ୍ବଇ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୬/୦୮ : ଭାରତର ପ୍ରତିଷ୍ଠିତ ବ୍ୟବସାୟୀ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ମଜାଦାର ଭିଡିଓ ଶେୟାର କରିଥାନ୍ତି। ନିକଟରେ ଟ୍ରାକ୍ଟର ଜରିଆରେ ଗାଈଠାରୁ କ୍ଷୀର ବାହାର କରୁଥିବା ଫଟୋ ଶେୟାର କରିଛନ୍ତି। ଏବେ ଏହି ଭିଡିଓଟି ବେଶ୍‌ ଭାଇରାଲ
error: Content is protected !!
Open chat