Browsing Tag

ସଂବାଦ ଦାତା

ରାଉରକେଲା: ଷ୍ଟାଡିୟମର ସ୍ଥିତି ଅନୁଧ୍ୟାନ କଲେ ଅନ୍ତର୍ଜାତୀୟ ହକି ସଂଘ ସଭାପତି

ରାଉରକେଲା: ହକି ଷ୍ଟାଡିୟମର ସ୍ଥିତି ଅନୁଧ୍ୟାନ କଲେ ଅନ୍ତର୍ଜାତୀୟ ହକି ସଂଘ ସଭାପତି l ସଭାପତି ନରେନ୍ଦ୍ର ବାତ୍ରାଙ୍କ ନେତୃତ୍ୱରେ ଏକ ଟିମ୍ ସକାଳ ପ୍ରାୟ ୯ଟାରେ ଷ୍ଟାଡିୟମରେ ପହଞ୍ଚିଥିଲେ l ସେମାନଙ୍କ ସହ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣ, ଆରଏମସି କମିସନର ଦିବ୍ୟଜ୍ୟୋତି ପରିଡା

ନଡ୍ଡାଙ୍କ ଉପରେ ଆକ୍ରମଣକୁ ନେଇ କେନ୍ଦ୍ରକୁ ରିପୋର୍ଟ ଦେଲେ ରାଜ୍ୟପାଳ, ପଶ୍ଚିମବଙ୍ଗ ଯିବେ ଶାହ

କୋଲକାତା: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ହଲ୍‌ଚଲ୍‌ ଆରମ୍ଭ ହୋଇଯାଇଛି। ବିଜେପି ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ଉପରେ ଗୁରୁବାର ଆକ୍ରମଣକୁ ନେଇ ରାଜ୍ୟପାଳ ଜଗଦୀପ ଧନଖଡ଼ କେନ୍ଦ୍ର ଗୃହ ମନ୍ତ୍ରଣାଳୟକୁ ରିପୋର୍ଟ ପଠାଇଛନ୍ତି। ଗତ ଗୁରୁବାର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏ

୨୦୨୨ ଅଗଷ୍ଟ ସୁଦ୍ଧା ନୂଆ ରୂପ ପାଇବ ବରମୁଣ୍ଡା ବସ୍‌ ଟର୍ମିନାଲ : ମୁଖ୍ୟମନ୍ତ୍ରୀ

ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ଉନ୍ନତିକରଣ କାମ ଦେଖିବା ସହ ଏହାର ତଦାରଖ ଓ ସମୀକ୍ଷା କରିଛନ୍ତି । ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ରାଜ୍ୟର ସବୁଠାରୁ

ଦେଶରେ ପ୍ରତିଦିନ ୧ମିଲିୟନ ଟିକାକରଣ କରିବା ପାଇଁ ପ୍ରସ୍ତୁତ ଆପୋଲୋ ହସ୍ପିଟାଲ

ନୂଆଦିଲ୍ଲୀ: ଦିନକୁ ଏକ ମିଲିୟନ୍ କରୋନାଭାଇରସ୍ ଟିକା ଦେବା ପାଇଁ ପ୍ରସ୍ତୁତ ବୋଲି କହିଛି ଆପୋଲୋ। କିନ୍ତୁ ଟିକା କିପରି ବଣ୍ଟନ କରାଯିବ ଏବଂ ଘରୋଇ ସ୍ୱାସ୍ଥ୍ୟ ସେବା ନେଟୱାର୍କ ଏଥିରେ ଜଡିତ ହେବ କି ନାହିଁ ତାହା ସରକାର ଏପର୍ଯ୍ୟନ୍ତ ସ୍ପଷ୍ଟ କରି ନାହାଁନ୍ତି। ଆପୋଲୋର ପରିଚାଳନା

‘ଆତ୍ମନିର୍ଭର ଭାରତ’ର ସାକ୍ଷୀ ହେବ ନୂଆ ସଂସଦ ଭବନ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ନୂଆ ସଂସଦ ଭବନର ଶିଳାନ୍ୟାସ କରିଛନ୍ତି। ଏହି ନୂଆ ସଂସଦ ଭବନ ‘ଆତ୍ମନିର୍ଭରଶୀଳ ଭାରତ’ର ସାକ୍ଷୀ ହେବ ବୋଲି ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ସଂସଦ ଭବନରେ ଆମ ଦେଶ ଏବଂ ସମ୍ବିଧାନର ନିର୍ମାଣ ହୋଇଛି। ଆମ ସଂସଦ

ସାଇବର ନିରାପତ୍ତା ଦେଶ ପାଇଁ ବଡ ଆହ୍ୱାନ – ରାଜନାଥ ସିଂହ

ସାଇବର ନିରାପତ୍ତା ଓ ସାମରିକ ଚିକିତ୍ସା ଆଜି ଆମ ପାଇଁ ବଡ ଆହ୍ୱାନ ହୋଇଛି ବୋଲି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି। ଦଶମ ଆସିଆନ ପ୍ରତିରକ୍ଷାମନ୍ତ୍ରୀମାନଙ୍କ ବୈଠକରେ ଆଜି ଭିଡ଼ିଓ କନ୍‍ଫରେନ୍ସିଂ ମାଧ୍ୟମରେ ଅଂଶଗ୍ରହଣ କରି ଶ୍ରୀ ସିଂହ କହିଛନ୍ତି ଯେ ଆସିଆନର ସଦସ୍ୟ ଦେଶଗୁଡ଼ିକ

ରାଜ୍ୟର ସମସ୍ତ ଆୟୁଷ ମେଡିକାଲ କଲେଜ ଖୋଲିବା ପାଇଁ ନିଷ୍ପତ୍ତି ନେଲେ ରାଜ୍ୟ ସରକାର

ଭୁବନେଶ୍ବର: ମାର୍ଚ୍ଚ ମାସରୁ କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟରେ ସମସ୍ତ ସ୍କୁଲ-କଲେଜକୁ ବନ୍ଦ ରଖାଯାଇଥିଲା। ଏବେ ଧୀରେ ଧୀରେ ପରିସ୍ଥିତିରେ ସୁଧାର ଆସୁଥିବା ବେଳେ ପୁଣି ଥରେ ସ୍କୁଲ-କଲେଜ ଖୋଲିବାକୁ ଅଣ୍ଟା ଭିଡ଼ିଛନ୍ତି ରାଜ୍ୟ ସରକାର। ଡିିସେମ୍ବର ୧ରୁ କରୋନା କଟକଣା ସହ ରାଜ୍ୟରେ

‘ଇସ୍ରୋ’ ଦ୍ବାରା ପ୍ରସ୍ତୁତ ସ୍ବଦେଶୀ ‘ଜିପିଏସ୍‌’କୁ ସ୍ବୀକୃତି ଦେଲା ‘ଆଇଏମ୍‌ଓ’

ନୂଆଦିଲ୍ଲୀ: ଭାରତୀୟ ମହାକାଶ ଗବେଷଣା ସଂସ୍ଥାନ (ଇସ୍ରୋ) ବିକଶିତ ଏକ ସ୍ବଦେଶୀ ‘ଜିପିଏସ୍‌’କୁ ‘ଇଣ୍ଟର୍‌ନ୍ୟାସ୍‌ନାଲ୍‌ ମେରିଟାଇମ୍ ଅର୍ଗାନାଇଜେସନ୍‌’ (ଆଇଏମ୍‌ଓ) ସ୍ବୀକୃତି ‌ଦେଇଛି। ‘ନେଭିଗେସନ୍ ୱିଥ୍ ଇଣ୍ଡିଆନ୍‌ କନ୍‌ଷ୍ଟେଲେସନ୍’ (ଏନ୍‌ଭିଆଇସି) ବୋଲି ନାମକରଣ

ଆଜି ନୂଆ ସଂସଦ ଭବନର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ନୂତନ ସଂସଦ ଭବନର ଶିଳାନ୍ୟାସ କରିବେ। ଏହି ଶିଳାନ୍ୟାସ ଉତ୍ସବରେ ପ୍ରାୟ ୨ଶହ ଅତିଥୀ ସାମିଲ ହେବେ । ବିଭିନ୍ନ ରାଜନୈତିକ ଦଳର ନେତା, କେନ୍ଦ୍ର ମନ୍ତ୍ରୀ ଏବଂ ବିଭିନ୍ନ ଦେଶର ରାଷ୍ଟ୍ରଦୂତ ଯୋଗଦେବେ। ଚାରି ମହଲା ବିଶିଷ୍ଟ ନୂତନ ସଂସଦ

ମିଳିବ ନିଯୁକ୍ତି ପ୍ରୋତ୍ସାହନ, ଆତ୍ମନିର୍ଭର ଭାରତ ରୋଜଗାର ଯୋଜନାକୁ କ୍ୟାବିନେଟର ଅନୁମୋଦନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଆତ୍ମନିର୍ଭର ଭାରତ ରୋଜଗାର ଯୋଜନାକୁ ଅନୁମୋଦନ ଦେଇଛନ୍ତି। ଆତ୍ମନିର୍ଭର ଭାରତ ପ୍ୟାକେଜ ୩.୦ ଅନ୍ତର୍ଗତ କୋଭିଡ ପୁନରୁଦ୍ଧାର ପର୍ଯ୍ୟାୟରେ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି ପାଇଁ କ୍ୟାବିନେଟ ଏହି
error: Content is protected !!
Open chat