Browsing Tag

ଓଡିଆ ସଂବାଦ

ଚାଇନିଜ ଆପ ବନ୍ଦ ହେବା ପରେ ଚୀନକୁ ଆଉ ଏକ ଝଟକା: ‘ବନ୍ଦେ ଭାରତ ଟ୍ରେନ୍’ ଟେଣ୍ଡର ବାତିଲ କଲେ ଭାରତ ସରକାର –…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୨/୦୮: ଭାରତରେ ଚାଇନିଜ ଆପ ବନ୍ଦ ହେବା ପରେ ଏବେ ଚୀନକୁ ଆଉ ଏକ ଝଟକା ଲାଗିଛି। ଚୀନକୁ ଆଉ ଏକ ଝଟକା ଦେଇଛି ଭାରତ, ୪୪ଟି ସେମି ହାଇସ୍ପିଡ ଏକ୍ସପ୍ରେସ ଟ୍ରେନର ଚୁକ୍ତିନାମାକୁ ବାତିଲ କରିଛି ଭାରତ। ଅତ୍ୟାଧୁନିକ ସେମି ହାଇସ୍ପିଡ୍ ‘ବନ୍ଦେ ଭାରତ

ପୁରୀ, ବଗଲା ଧର୍ମଶାଳା ଜମି ପ୍ରସଙ୍ଗ: ବେଆଇନ ଭାବେ ବିକ୍ରି ହୋଇଥିବା ଜମିକୁ ଫେରାଇ ଆଣିବାକୁ ଅଣ୍ଟାଭିଡିଲା ବିଜେପି…

ଭୁବନେଶ୍ୱର/ପୁରୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୨/୦୮: ୧୯୦୫ ମସିହାରେ ବାବୁ କହ୍ନେୟାଲାଲ ବଗଲା ନାମକ ଜଣେ ବ୍ୟକ୍ତି ବଗଲା ଧର୍ମଶାଳା ନିର୍ମାଣ କରି ଶ୍ରୀଜଗନ୍ନାଥ ଦର୍ଶନ ପାଇଁ ପୁରୀ ଆସୁଥିବା ତୀର୍ଥଯାତ୍ରୀଙ୍କୁ ସୁଲଭ ମୂଲ୍ୟରେ କୋଠରି ଯୋଗାଇବା ଉଦ୍ଦେଶ୍ୟରେ ଜିଲା ମାଜିଷ୍ଟ୍ରେଟ ଏବଂ ଲଜିଂ

କରୋନା ମୁକାବିଲାରେ ଓଡିଶା ରୋଲ୍ ମଡେଲ : ଟେଷ୍ଟିଂରେ ସାରା ଦେଶରେ ଦ୍ୱିତୀୟ, ଜାତୀୟ ହାରଠୁ ଅଧିକ ପରୀକ୍ଷଣ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୮: ଓଡିଶା କରୋନା ମୁକାବିଲାରେ ଆଗରେ ରହିଛି । ରାଜ୍ୟରେ ଟେଷ୍ଟିଂ ହାର ବୃଦ୍ଧି ପାଇଛି । କରୋନା ଟେଷ୍ଟିଂରେ ଓଡିଶା ଦେଶରେ ଦ୍ୱିତୀୟ ସ୍ଥାନରେ ରହିଛି । କରୋନା ଟେଷ୍ଟିଂରେ ଓଡିଶା ବଡ ବଡ ରାଜ୍ୟ ପାଇଁ ରୋଲ୍ ମଡେଲ ପାଲଟିଛି । ଏଠାରେ ପ୍ରତି

ଆଜି ଠାରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୧/୦୮: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ବାରା ପରିଚାଳିତ ଯୁକ୍ତ ଦୁଇ ନାମଲେଖା ପାଇଁ ଆସନ୍ତାକାଲି(ଶୁକ୍ରବାର)ଠାରୁ ଆବେଦନ ଆରମ୍ଭ ହେବ । ଶୁକ୍ରବାର ପୂର୍ବାହ୍ନ ୧୧ଟାରୁ ସେପ୍ଟେମ୍ବର ୪ ରାତି ୧୧ଟା ୪୫ ମଧ୍ୟରେ ଛାତ୍ରଛାତ୍ରୀ

ଆରଡ଼ି-ଯାଜପୁର ଜାତୀୟ ରାଜପଥ: ଲଗାଣ ବର୍ଷାରେ କୟାଁଗୋଲା ବ୍ରୀଜ ନିକଟରେ ଦେଢ଼ଶହ ଫୁଟର ଆପ୍ରୋଚ ରୋଡ ଧସିଲା

ଭଦ୍ରକ/ଆରଡ଼ି,(କଳିଙ୍ଗ ଜ୍ୟୋତି ବ୍ୟୁରୋ/ମଣିପ୍ରସାଦ ପାଢୀ),୨୦/୦୮ : ଭଦ୍ରକ ଜିିିିିିଲ୍ଲା ଅନ୍ତର୍ଗତ ଆରଡ଼ି-ଯାଜପୁର ଜାତୀୟ ରାଜପଥର ବୋଡକ ଠାରେ ଗତ ୨ ଦିନର ଲଗାଣ ବର୍ଷାରେ ପାଖାପାଖି ଦେଢ଼ଶହ ଫୁଟର ମାଟି ଅତଡ଼ା ସହ ପଥର ଧସିଥିବାର ଦେଖିବାକୁ ମିଳିଛି । ଏଭଳି ଘଟଣାକୁ ନେଇ ସ୍ଥାନୀୟ ଲୋକେ

ଇସଲାମିକ ଦେଶମାନଙ୍କ ନିକଟରେ ନିଜର ଗୁରୁତ୍ୱ ହରାଉଛି ପାକିସ୍ତାନ : କଶ୍ମୀର ପ୍ରସଙ୍ଗରେ ସମର୍ଥନ କରିବାକୁ ସିଧାସଳଖ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୦/୦୮: ପାକିସ୍ତାନ ଓଆଇସିରେ ବାରମ୍ବାର କଶ୍ମୀର ପ୍ରସଙ୍ଗ ଉଠାଉଥିବାରୁ ସଦସ୍ୟ ରାଷ୍ଟ୍ରମାନେ ତାହାକୁ ଗୁରୁତ୍ୱ ଦେଉନାହାନ୍ତି । ଏପରିକି ଭାରତ ସହ ସମ୍ପର୍କ ସୁଧାରିବାକୁ ପାକିସ୍ତାନକୁ କେତେକ କ୍ଷମତାଶାଳୀ ସଦସ୍ୟ ରାଷ୍ଟ୍ର ଇସ୍ଲାମାବାଦକୁ ତାଗିଦ

ତାଳଚେର: ନନ୍ଦିରା କୋଲିଆରି ଭିତରେ କୋଇଲା ଅତଡ଼ା ଖସିବାରୁ ଜଣେ କର୍ମଚାରୀ ମୃତ, ଆଉ ଜଣଙ୍କର ଅବସ୍ଥା ଗୁରୁତର

ତାଳଚେର/ଅନୁଗୁଳ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୦/୦୮: ଅନୁଗୁଳ ଜିଲ୍ଲାର ତାଳଚେରସ୍ଥିତ ନନ୍ଦିରା ଭୂତଳ କୋଇଲା ଖଣିରେ ଏକ କୋଇଲା ଅତଡ଼ା ଖସିବାରୁ ଘଟଣାସ୍ଥଳରେ ଜଣେ କର୍ମଚାରୀଙ୍କ ପ୍ରାଣହାନି ଘଟିଥିବା ଜଣାଯାଇଛି। ଏଥିରେ ଜଣେ ଗୁରୁତର ବି ହୋଇଛନ୍ତି। ସେଠାରେ କାମ କରୁଥିବା ଅନ୍ୟ

‘ଦ୍ୱୈତ-ନଗରୀ’ରେ ଗଣେଶ ପୂଜା: ପ୍ରଶାସନ ଉପରେ ନିଷ୍ପତ୍ତି ଛାଡିଲେ ମାନ୍ୟବର ଉଚ୍ଚ ନ୍ୟାୟାଳୟ

କଟକ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୦/୦୮: କଟକ- ଭୁବନେଶ୍ୱର 'ଦ୍ୱୈତ-ନଗରୀ'ରେ ଗଣେଶ ପୂଜା ହେବ କି ନାହିଁ ସେ ନେଇ ପ୍ରଶାସନ ନିଷ୍ପତ୍ତି ନେବ ବୋଲି ମାନ୍ୟବର ଓଡ଼ିଶା ଉଚ୍ଚ ନ୍ୟାୟାଳୟ କହିଛନ୍ତି। ଏକ ଜନସ୍ୱାର୍ଥ ମାମଲାର ବିଚାର କରି ଉଚ୍ଚ ନ୍ୟାୟାଳୟ ଆଜି ଏହି ନିର୍ଦେଶନାମା ଜାରି

ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ: ସାଠିବାଙ୍କୁଡ଼ା ଗ୍ରାମର ଗୋଟିଏ ପରିବାରରୁ ୬ କରୋନା ପଜିଟିଭ ଚିହ୍ନଟ – ଓଳଗ…

ଭଦ୍ରକ/ଚାନ୍ଦବାଲି,(କଳିଙ୍ଗ ଜ୍ୟୋତି ବ୍ୟୁରୋ / ମଣିପ୍ରସାଦ ପାଢୀ),୨୦/୦୮: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ ଓଳଗ ପଞ୍ଚାୟତର ସାଠିବାଙ୍କୁଡ଼ା ଗ୍ରାମରେ ଗୋଟିଏ ପରିବାରର ୬ ଜଣ କରୋନା ପଜିଟିଭ ଚିହ୍ନଟ ହେଲା ପରେ ଷାଠିବାଙ୍କୁଡ଼ା ଗାଁକୁ ପ୍ରଶାସନ ତରଫରୁ କଣ୍ଟେନମେଣ୍ଟ କରାଯାଇଛି । ଏହାସହ

ଭୁବନେଶ୍ୱର ମଧ୍ୟ ବିଧାୟକ କରୋନା ପଜିଟିଭ ଚିହ୍ନଟ : ନିଜେ ଟ୍ୱିଟ କରି ସୂଚନା ଦେଲେ ବିଧାୟକ ଅନନ୍ତ ନାରାୟଣ ଜେନା

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୦/୦୮: ପୁଣି ଜଣେ ବିଧାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି। କରୋନା ପଜିଟିଭ୍‌ ରିପୋର୍ଟ ଆସିବା ପରେ ସେ ହୋମ‌
error: Content is protected !!
Open chat