ମହିଳା ଆଇପିଏଲ ନିଶ୍ଚିତ ଭାବେ ଆୟୋଜନ ହେବ : ସୌରଭ ଗାଙ୍ଗୁଲି
କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ମୁମ୍ବାଇ ୦୩/୦୮ : ଏବର୍ଷ ମହିଳା ଆଇପିଏଲ ଆୟୋଜନ କରାଯିବ ବୋଲି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ସୂଚନା ଦେଇଛନ୍ତି । ଏହା ସହିତ ମହିଳା ଆଇପିଏଲକୁ ନେଇ ଗତ କିଛି ସପ୍ତାହ ଧରି ଚାଲିଥିବା ଅନିଶ୍ଚିତତାର ଅନ୍ତ ଘଟିଛି ।
ଆଜି ବିସିସିଆଇର!-->!-->!-->!-->!-->…
