ରାଜଧାନୀରେ ପାଳନ ହେବନି ଜିରୋ ନାଇଟ : ଘରେ ରହି ନୂଆ ବର୍ଷ ପାଳନ କରିବାକୁ ବିଏମସିର ପରାମର୍ଶ
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ବିଭିନ୍ନ ହୋଟେଲ, କ୍ଲବ, କନଭେନସନ୍ ହଲ୍ ଓ କଲ୍ୟାଣ ମଣ୍ଡପ ଆଦିରେ ଜିରୋ ନାଇଟ୍ ସେଲିବ୍ରେସନକୁ ବାରଣ କରାଯାଇଛି। ଜନସମାଗମ ଉପରେ ବିଏମସି (ଭୁବନେଶ୍ୱର ମହାନଗର ନିଗମ) ପକ୍ଷରୁ ରୋକ ଲଗାଯାଇଛି। ଏନେଇ ବିଏମସି କମିସନର ନିର୍ଦ୍ଦେଶନାମା!-->…