Browsing Tag

ଓଡିଆ ସମାଜ

ଆତଙ୍କବାଦୀଙ୍କ ଟାର୍ଗେଟରେ ଅଯୋଧ୍ୟା, ସତର୍କ କରାଇଲା “ର”

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୯/୦୭ : ଆଯୋଧ୍ୟାରେ ରାମମନ୍ଦିର ନିର୍ମାଣ ଲାଗି ଆସନ୍ତା ୫ ତାରିଖରେ ଭୂମିପୂଜା ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ଏହି ଭୂମିପୂଜା କାର୍ଯ୍ୟକ୍ରମ ଉପରେ ଏବେ ସାରା ବିଶ୍ୱର ଦୃଷ୍ଟି ରହିଛି । ଏହା ଫଳରେ ଅଯୋଧ୍ୟା

‘ମିଜାଇଲ ମ୍ୟାନ’ ତଥା ଭାରତରତ୍ନ ସ୍ୱର୍ଗତଃ ଡ. ଅବଦୁଲ କଲାମଙ୍କ ମାନସସନ୍ତାନ – ଧାମରାସ୍ଥ…

ଭଦ୍ରକ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୯/୦୭ : ଭଦ୍ରକ ଜିଲା ଧାମରା ନିକଟରେ ଥିବା ଭାରତ ବର୍ଷର ବୃହତ୍ତମ ପ୍ରତିରକ୍ଷା ଘାଟି ହୁଇଲର ଦ୍ୱୀପ ଏବେ କଲାମ ଦ୍ୱୀପ ନାମରେ ନାମିତ ହୋଇଛି । ଏହି ଦ୍ୱୀପରେ ଥିବା କଲାମଙ୍କ ମାନସ ପୁତ୍ର ତଥା ପୃଥିବୀ କ୍ଷେପଣାସ୍ତ୍ରର ପ୍ରଥମ ଖସିବା ସ୍ଥାନ ତଥା କାଲାମ

ଅଗଷ୍ଟରେ ହରିଦାସପୁର-ପାରାଦୀପ ପାସେଞ୍ଜର ଟ୍ରେନ ଚଳାଇବା ପାଇଁ ରେଳମନ୍ତ୍ରୀଙ୍କୁ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୯/୦୭: ହରିଦାସପୁର-ପାରାଦୀପ ରେଳପଥରେ ଯାତ୍ରୀବାହୀ ଟ୍ରେନ୍‌ ଚଳାଇବାକୁ କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋଏଲଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯାତ୍ରୀବାହୀ ଟ୍ରେନ ଏହି ରୁଟ୍‌ରେ ଚଳାଚଳ କଲେ କେନ୍ଦ୍ରାପଡ଼ା ସମେତ ବହୁ ଲୋକ ଉପକୃତ

ସୁନ୍ଦରଗଡ଼ ଝିଅ ଅର୍ଚନା ସୋରେଙ୍ଗ : ଜାତିସଂଘ ପାଣିପାଗ ଯୁବ ପରାମର୍ଶଦାତା ଗୋଷ୍ଠୀରେ ସାମିଲ

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୯/୦୭ : ସୁନ୍ଦରଗଡ଼ ଝିଅ ଅର୍ଚନା ସୋରେଙ୍ଗ ଆଣିଛନ୍ତି ରାଜ୍ୟ ପାଇଁ ଗୌରବ । ଜାତିସଂଘ ପାଣିପାଗ ଯୁବ ପରାମର୍ଶଦାତା ଗୋଷ୍ଠୀରେ ଅନ୍ୟ ୭ ଜଣଙ୍କ ସହ ସ୍ଥାନ ପାଇଛନ୍ତି ଅର୍ଚନା । ଏ ସମ୍ପର୍କରେ ଜାତିସଂଘ ମହାସଚିବ ଟ୍ବିଟ୍ କରି ସୂଚନା ଦେଇଛନ୍ତି ।

ଭାରତର ଡିଜିଟାଲ ଷ୍ଟ୍ରାଇକ ପରେ ଚୀନରୁ ଆମଦାନୀ ହେଉଥିବା ୩୭୧ ପ୍ରକାର ସାମଗ୍ରୀର ମାନ ଗଠନ ହେବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୯/୦୭: ଚୀନ ପରି ଦେଶଗୁଡ଼ିକରୁ ଆସୁଥିବା ପ୍ରାୟ ୩୭୧ ପ୍ରକାରର ସାମଗ୍ରୀକୁ ବାଧ୍ୟତାମୂଳକ ଭାବେ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡ(ଆଇଏସ୍‌) ଅଧୀନରେ ଆଣିବାର ଯୋଜନା କରିଛି ଭାରତ। ଖେଳନା, ଷ୍ଟିଲ୍‌ ବାର୍‌, ଷ୍ଟିଲ୍‌ ଟ୍ୟୁବ୍‌, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ,

ରାଫେଲ ସାମିଲ ହେବା ପରେ ଆତଙ୍କିତ ହେଲା ଚୀନ୍‌

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୯/୦୭ : ସଦା ସର୍ବଦା ଲୌହ ପରଦାର ଅନ୍ତରାଳରେ ଆତ୍ମଗୋପନ କରି ନିଜକୁ ସର୍ବ ଶକ୍ତିମାନ ମନେ କରୁଥିବା ଚୀନ୍‌ ଏବେ ଭାରତୀୟ ବାୟୁସେନାକୁ ନେଇ ଆତଙ୍କିତ ହୋଇପଡ଼ିଛି। ପୂର୍ବ ପରାଜୟର ଗ୍ଲାନି ଓ ଲଜ୍ଜାରୁ ମୁକୁଳି ପାରି ନଥିବା ଚୀନ୍‌ ନିଜର ସ୍ୱଭାବ

କୋରନା ମୁକାବିଲା ଓ ପରିଚାଳନାକୁ ନେଇ ଆଜି ଅପରାହ୍ନରେ ବସିବ ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୯/୦୭: କୋରନା ମୁକାବିଲା ଓ ପରିଚାଳନାକୁ ନେଇ ଆଜି ଅପରାହ୍ନରେ ବସିବ ସ୍ୱାସ୍ଥ୍ୟ ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ । ସ୍ଥିତି ଅଣୟାତ ହେବା ପରେ ପ୍ରଥମ ଥର ପାଇଁ ଏହି ବୈଠକରେ ସମସ୍ତ ବିଧାୟକଙ୍କୁ ସାମିଲ କରିବା ଲାଗି ନିମନ୍ତ୍ରଣ କରିଛନ୍ତି ରାଜ୍ୟ ସରକାର
error: Content is protected !!
Open chat