ମାଲକାନଗିରି ଜିଲାର ଉପାନ୍ତ ଅଞ୍ଚଳରେ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନ କଲେ ମନ୍ତ୍ରୀ ତୁଷାରକାନ୍ତି ବେହେରା
ଭୁବନେଶ୍ୱର ୨୧/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନୂଆ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ପରେ ଆଜି ଜିଲ୍ଲାର ବିଭିନ୍ନ ବ୍ଲକ୍ରେ ମନ୍ତ୍ରୀମାନଙ୍କ ଦ୍ୱାରା ହିତାଧିକାରୀଙ୍କୁ!-->…