Browsing Tag

ଓଡିଶା ରିପୋର୍ଟର

ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା, ସତର୍କ ସୂଚନା ଜାରି କଲେ ଏସ୍‌ଆରସି

ଭୁବନେଶ୍ୱର ୧୪/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି। ୧୭ ତାରିଖରେ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତାହାକୁ ନଜରରେ ରଖି ଏସ୍‌ଆରସିଙ୍କ ପକ୍ଷରୁ

ପ୍ରକାଶ ପାଇଲା ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ: କଳାରେ ପାସ୍ ହାର ୯୮.୫୮ %

ଭୁବନେଶ୍ବର ୧୪/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ଦିନ ଗୋଟାଏ ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷାଫଳ ପ୍ରକାଶ ପାଇଛି। ଏକ ସାମ୍ବାଦିକ ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ

ସେପ୍ଟେମ୍ବର ୬ରୁ ହେବ ଓଜେଇ

ଭୁବନେଶ୍ୱର ୧୩/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଆସନ୍ତା ସେପ୍ଟେମ୍ୱର ୬ରୁ ଆରମ୍ଭ ହେବ ଏବଂ ଏହା ସେପ୍ଟେମ୍ୱର ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ। କୋଭିଡ ଗାଇଡଲାଇନ ମାନି ପ୍ରତିଦିନ ୩ଟି ସିଫ୍ଟରେ କମ୍ପ୍ୟୁଟ୍‌ର ବେସଡ୍‌ ଟେଷ୍ଟ(ସିବିଟି) ପରୀକ୍ଷା ହେବ

ଶନିବାର ପ୍ରକାଶ ପାଇଁ ଯୁକ୍ତ ୨ କଳା ଓ ଧନ୍ଦାମୂଳକ ରେଜଲ୍ଟ

ଭୁବନେଶ୍ୱର ୧୩/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଆସନ୍ତା କାଲି ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ସିଏଚଏସଇ ୱେସାଇଟ ରେଟ୍ ପରୀକ୍ଷା ରେଜଲ୍ଟ 

ବୁଣାକାରଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୩/୦୮/୨୦୨୧ କଳିଙ୍ଗ ଜ୍ଯୋତି : ରାଜ୍ୟର ବୁଣାକାର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି । ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ । ରାଜ୍ୟର ଲକ୍ଷାଧିକ ଲୋକ

ଯାନବାହାନ ପରିମାର୍ଜନ ନୀତି ଲଞ୍ଚ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଳ୍ଳୀ ୧୩/୦୮/୨୦୨୧ କଳିଙ୍ଗ ଜ୍ଯୋତି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଯାନବାହାନ ପରିମାର୍ଜନ ନୀତି(ଭେଇକିଲ ସ୍କ୍ରାପେଜ୍ ପଲିସି)ଲଞ୍ଚ କରିଛନ୍ତି। ଗୁଜୁରାଟରେ ନିବେଶକ ସମ୍ମିଳନୀକୁ ସମ୍ବୋଧିତ କରିବା ସମୟରେ ଯାନବାହାନ ପରିମାର୍ଜନ ନୀତିକୁ ଲଞ୍ଚ କରିଛନ୍ତି ପ୍ରଧାନମନ୍ତ୍ରୀ।

ଆଜିଠାରୁ +୨ ନାମଲେଖା ଆବେଦନ ଆରମ୍ଭ, ପ୍ରଥମ ଦିନରେ ନାମ ପଞ୍ଜୀକରଣ କଲେ ୩୬,୫୮୧ଜଣ ଛାତ୍ରଛାତ୍ରୀ

ଭୁବନେଶ୍ବର ୧୨/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଆଜିଠାରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ଦିନରେ ସନ୍ଧ୍ୟା ୭.୧୫ଟା ସୁଦ୍ଧା ୩୬,୫୮୧ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ଅନ୍‌ଲାଇନରେ ୧୭,୪୭୬ଜଣ ଆବେଦନ କରିଛନ୍ତି ଏବଂ

ଅଗଷ୍ଟ ୧୭ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ, ଫେରିବ ବର୍ଷା !

ଭୁବନେଶ୍ବର ୧୨/୦୮/୨୦୨୧ କଳିଙ୍ଗ ଜ୍ଯୋତି(ରଶ୍ମି ରଞ୍ଜନ ଦାସ) : ଏ ବର୍ଷ ଜୁଲାଇ ପର୍ଯ୍ୟନ୍ତ ମୌସୁମୀ ବର୍ଷା ସ୍ବାଭାବିକ ଥିବାବେଳେ ଅଗଷ୍ଟର ପ୍ରଥମ ଦୁଇ ସପ୍ତାହରେ ବର୍ଷା ନିଅଣ୍ଟ ଦେଖାଦେଇଛି । ଏହା ଫଳରେ ଓଡ଼ିଶା ସମେତ ଦେଶର କେତେକ ରାଜ୍ୟରେ ମରୁଡ଼ି ଆଶଙ୍କା ଦେଖାଦେଇଛି । କିନ୍ତୁ

ତୃତୀୟ ଲହର ପାଇଁ ଆମେ ପ୍ରସ୍ତୁତ: ସ୍ୱାସ୍ଥ୍ୟ ନିର୍ଦେଶକ

ଭୁବନେଶ୍ବର ୧୨/୦୮/୨୦୨୧ କଳିଙ୍ଗ ଜ୍ଯୋତି : କୋଭିଡର ତୃତୀୟ ଲହର ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରସ୍ତୁତି ସରିଛି। ତୃତୀୟ ଲହର ପାଇଁ ଆମେ ପ୍ରସ୍ତୁତ ଅଛୁ। ଏହା ସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ବିଜୟ ମହାପାତ୍ର କହିଛନ୍ତି। ସେ ଆହୁରି କହିଛନ୍ତି,ଜେନେରାଲ ବେଡ ଯେତିକି ବଢ଼ିବା କଥା

ଟୋକିଓ ଅଲିମ୍ପିକ୍ସ ହକି ତାରକାଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୧୧/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ଟୋକିଓ ଅଲିମ୍ପିକ୍ସ ହକି ତାରକାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି । କଳିଙ୍ଗ ଷ୍ଟାଡିୟମରେ ଉଭୟ ମହିଳା ଓ ପୁରୁଷ ୪ ହକି ତାରକାଙ୍କୁ ସ୍ୱତନ୍ତ୍ର ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଅଲିମ୍ପିକ୍ସରେ ସଫଳତା
error: Content is protected !!
Open chat