Browsing Tag

ଓଡିଶା ରିପୋର୍ଟର

କୋଭିଡ କଟକଣା କୋହଳ, ଅଗଷ୍ଟ ମାସରେ ଜାରି ରହିବ ରାତ୍ରିକାଳୀନ କର୍ଫ୍ୟୁ

ଭୁବନେଶ୍ୱର-କଟକରେ ଜାରି ରହିବ ସପ୍ତାହାନ୍ତ ସଟ୍‌ଡାଉନ୍‌ ଭୁବନେଶ୍ୱର ୩୧/୦୭/୨୦୨୧ କଳିଙ୍ଗ ଜ୍ଯୋତି : କରୋନା ମୁକାବିଲା ସହିତ ଅଗଷ୍ଟ ମାସ ପାଇଁ ରାଜ୍ୟ ସରକାର ଗାଇଡଲାଇନ୍ ଜାରି କରିଛନ୍ତି । ସାରା ରାଜ୍ୟରେ ରାତ୍ରିକାଳୀନ କର୍ଫ୍ୟୁ ଜାରି ରହିବ । ଅଗଷ୍ଟ ମାସରେ ରାତି ୮ଟାରୁ ସକାଳ ୬ଟା

ଜିଲ୍ଲା ଗ୍ରାମ୍ୟ ଉନୟନ ସଂସ୍ଥା , ମାଲକାନଗିରି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଉନ୍ନୟନ ସମୀକ୍ଷା ବୈଠକ

ମାଲକାନଗିରି ୩୦/୦୭/୨୦୨୧ କଳିଙ୍ଗ ଜ୍ଯୋତି :ଜିଲ୍ଲା ଗ୍ରାମ୍ୟ ଉନୟନ ସଂସ୍ଥା , ମାଲକାନଗିରି ସମ୍ମିଳନୀ କକ୍ଷଠାରେ ଜିଲ୍ଲା ଉନୟନ ସମୀକ୍ଷା ବୈଠକ ମାନ୍ୟବର ମନ୍ତ୍ରୀ , ଶ୍ରୀ ତୁଷାରକାନ୍ତି ବେହେରା , ଇଲେକଟ୍ରନିକ୍ସ ଏବଂ ଆଇଟି , ସ୍କାର୍ଟ ଓ ୟୁଥ ସର୍ଭିସେସ ତଥା ଅଧ୍ୟକ୍ଷ – ଜିଲ୍ଲା ଯୋଜନା

ପଶ୍ଚିମବଙ୍ଗରେ ଅଗଷ୍ଟ ୧୫ ପର୍ଯ୍ୟନ୍ତ ବଢ଼ିଲା ଲକଡାଉନ ଅବଧି, ବଳବତ୍ତର ରହିବ ନାଇଟ କର୍ଫ୍ୟୁ

କୋଲକାତା ୨୯/୦୭/୨୦୨୧ କଳିଙ୍ଗ ଜ୍ଯୋତି : ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ବଡ଼ ନିଷ୍ପତ୍ତି ନେଲେ ପଶ୍ଚିମବଙ୍ଗର ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ ସରକାର | ଆଜି ତୃତୀୟ ଲହରକୁ ଆଖି ଆଗରେ ରଖି ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟରେ ଲକଡାଉନ ଅବଧିକୁ ଅଗଷ୍ଟ ୧୫

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ମେଡିକାଲ ପାଠ୍ୟକ୍ରମ ପାଇଁ ଓବିସି ବର୍ଗଙ୍କୁ ୨୭ ପ୍ରତିଶତ ଓ ଇଡବ୍ଲ୍ୟୁଏସ ବର୍ଗ ପାଇଁ…

ନୂଆଦିଲ୍ଲୀ ୨୯/୦୭/୨୦୨୧ କଳିଙ୍ଗ ଜ୍ଯୋତି : କେନ୍ଦ୍ର ସରକାରଙ୍କ ତରଫରୁ ଡାକ୍ତରୀ ପାଠ ପଢିବାକୁ ଚାହୁଁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ବଡ଼ ଘୋଷଣା କରାଯାଇଛି । ଏଥିରେ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ଓ ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ)ର ଛାତ୍ରଛାତ୍ରୀମାନଙ୍କ ପାଇଁ ସଂରକ୍ଷଣ

ଅଗଷ୍ଟ ୨୩ରୁ ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର ୨୯/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଏକକ ପିଜି ପ୍ରବେଶିକା ପରୀକ୍ଷା ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଅଗଷ୍ଟ ୨୩ରୁ ସେପ୍ଟେମ୍ବର ୩ ମଧ୍ୟରେ ହେବ ଏକକ ପିଜି ପ୍ରବେଶିକା ପରୀକ୍ଷା। ଏଥିପାଇଁ ଛାତ୍ରଛାତ୍ରୀମାନେ ଅଗଷ୍ଟ ୨ରୁ ୧୪ ତାରିଖ

ଆସନ୍ତା କାଲିଠୁ ଅଫଲାଇନ୍‍ ମାଟ୍ରିକ୍‍ ପରୀକ୍ଷା

କଟକ ୨୯/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ଼ ପକ୍ଷରୁ ଆସନ୍ତାକାଲିଠାରୁ ଅଫଲାଇନ୍‍ ମାଧ୍ୟମରେ ଚଳିତ ବର୍ଷର ମାଟ୍ରିକ୍‍ ପରୀକ୍ଷା ଆରମ୍ଭ ହେବ। କୋଭିଡ୍‍ ନିୟମ ପାଳନ ସହ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଆସନ୍ତାକାଲିଠାରୁ ଅଗଷ୍ଟ ୫ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା

ବସବରାଜ ବୋମ୍ମଇ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ / ବେଙ୍ଗାଲୁରୁ ୨୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : କର୍ଣ୍ଣାଟକକୁ ଆଜି ନୂଆ ମୁଖ୍ୟମନ୍ତ୍ରୀ ମିଳି ଯାଇଛି । ବିଏସ୍ ୟେଦିୟୁରପ୍ପା ସୋମବାର ନିଜ ପଦରୁ ଇସ୍ତଫା ଦେଇଥିଲେ , ଏହାପରେ ଆଜି ବେଙ୍ଗାଲୁରୁରେ ବିଜେପି ବିଧାୟକ ଦଳର ବସବରାଜ ବୋମ୍ମଇଙ୍କୁ ନୂଆ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ

ରାଉରକେଲାରେ ଶିଶୁ ବିକ୍ରି ରାକେଟର ଫେରାର କିଙ୍ଗପିନ ଓ ସହଯୋଗୀଙ୍କୁ ଧରିଲା ପୁଲିସ୍

ରାଉରକେଲା ୨୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : ସ୍ମାର୍ଟ‌ ସିଟି ରାଉରକେଲାରେ ଶିଶୁ ବିକ୍ରି ରାକେଟର ଫେରାର କିଙ୍ଗପିନ ସଙ୍ଗୀତା ଅଗ୍ରୱାଲଙ୍କ ସ୍ୱାମୀ ଜିତେନ୍ଦ୍ର ଅଗ୍ରୱାଲ ଓ ସହଯୋଗୀଙ୍କୁ ଜାଲ ବିଛାଇ ପୁଲିସ କାବୁ କରିଛି। ଏହାଫଳରେ ମୋଟ ଗିରଫ ଲୋକଙ୍କ ସଂଖ୍ୟା ୯ରେ ପହଞ୍ଚିଛି। ଗତକାଲି ଗିରଫ

ଆସାମ-ମିଜୋରାମ ସଂଘର୍ଷ : ହସ୍ତକ୍ଷେପ କଲା କେନ୍ଦ୍ର ଗୃହ ମନ୍ତ୍ରାଳୟ

ଗୁଆହାଟୀ ୨୭/୦୭/୨୦୨୧ କଳିଙ୍ଗ ଜ୍ଯୋତି: ସୀମା ବିବାଦକୁ ନେଇ ଆସାମ ଓ ମିଜୋରାମ ମଧ୍ୟରେ ହୋଇଥିବା ରକ୍ତାକ୍ତ ସଂଘର୍ଷରେ କେନ୍ଦ୍ର ଗୃହ ମନ୍ତ୍ରାଳୟ ହସ୍ତକ୍ଷେପ କରିଛି । ଏହି ପ୍ରସଙ୍ଗରେ କେନ୍ଦ୍ର ଗୃହ ସଚିବ ଆସନ୍ତା କାଲି ଅର୍ଥାତ ବୁଧବାରଦିନ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ସହ ବୈଠକ

ଭିକ ମାଗିବା ଉପରେ ବ୍ୟାନ ଲଗାଯାଇପାରିବନାହିଁ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ ୨୭/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଆଜି ଏକ ଗୁରୁତ୍ୱପୂର୍ଣ୍ଣ ପିଟିସନର ଶୁଣାଣି କରି ସୁପ୍ରିମକୋର୍ଟ ଭିକାରୀଙ୍କ ପୁନର୍ବାସ ଏବଂ ଟିକାକରଣକୁ ନେଇ କେନ୍ଦ୍ର ଏବଂ ଦିଲ୍ଲୀ ସରକାରଙ୍କଠାରୁ ଜବାବ ମାଗିଛନ୍ତି। ଫୁଟପାଥରେ ରହୁଥିବା ଲୋକ ଏବଂ ଭିକାରୀମାନଙ୍କୁ ଟିକାକରଣ ନେଇ କୋର୍ଟରେ ଏକ
error: Content is protected !!
Open chat