ରଥଯାତ୍ରା ନେଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷ କଲେ ଡିଜିପି
ପୁରୀ ୦୪/୦୭/୨୦୨୧ କଳିଙ୍ଗ ଜ୍ଯୋତି : ପୁଲିସ ଡିଜି ଅଭୟ ରବିବାର ପୁରୀ ଗସ୍ତରେ ଯାଇ ରଥଯାତ୍ରା ନେଇ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ସହଯୋଗ କରିବାକୁ ପୁରୀବାସୀଙ୍କୁ ଅନୁରୋଧ କରିଛନ୍ତି ଡିଜିପି। କେନ୍ଦ୍ରାଞ୍ଚଳ ଆଇଜି ଓ ପୁରୀ ଏସପି ବ୍ଲୁପ୍ରିଣ୍ଟ!-->…