Browsing Tag

ଓଡିଶା ରିପୋର୍ଟର

୨୮ରୁ ସ୍କୁଲକୁ ଆସିବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲା

ଭୁବନେଶ୍ବର ୧୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ବଦଳିଲା ବିଦ୍ୟାଳୟ ଖୋଲିବା ନିଷ୍ପତ୍ତି । ଆସନ୍ତା ୧୪ରୁ ଖୋଲିବନି ପ୍ରଥମରୁ ସପ୍ତମ ଶ୍ରେଣୀ ବିଦ୍ୟାଳୟ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିଷ୍ପତ୍ତି ଅନୁସାରେ ଫେବୃଆରୀ ୨୮ ତାରିଖରୁ ପ୍ରାଥମିକ ବିଦ୍ୟାଳୟ ଖୋଲିବ। ଯଦି ପୂର୍ବ ନିର୍ଦ୍ଧାରିତ

ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ନଦେଲେ ଭତ୍ତା, ରାସନ ଓ ଆବାସ ବନ୍ଦ: ପ୍ରମିଳା ମଲିକ

ଯାଜପୁର ୧୦/୦୨/୨୦୨୨ କଳିଙ୍ଗ ଜ୍ୟୋତି :  ଦଳୀୟ ପ୍ରାର୍ଥୀଙ୍କୁ ଭୋଟ ନଦେଲେ ବାର୍ଦ୍ଧକ୍ୟ ଭତ୍ତା, ରାସନକାର୍ଡ ଓ ପ୍ରଧାନମନ୍ତ୍ରୀ ଆବାସ ବନ୍ଦ ବୋଲି ଭୋଟରଙ୍କୁ ସିଧାସଳଖ କହିଛନ୍ତି ବିଂଝାରପୁର ବିଧାୟିକା ପ୍ରମିଳା ମଲିକ। ପ୍ରମିଳାଙ୍କ ଏଭଳି ବକ୍ତବ୍ୟକୁ ସହଜରେ ଗ୍ରହଣ କରି ପାରୁନାହାନ୍ତି

ବଂଶବାଦୀ ରାଜନୀତି ଗଣତନ୍ତ୍ର ପାଇଁ ବିପଦ: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ ୧୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ବଂଶବାଦୀ ରାଜନୀତି ଗଣତନ୍ତ୍ର ପାଇଁ ବିପଦ। ଏଭଳି ରାଜନୀତି ରାଷ୍ଟ୍ର ହିତରେ ନୁହେଁ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ଉତ୍ତର ପ୍ରଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନର ୨୪ ଘଣ୍ଟାରୁ କମ୍‌ ସମୟ ପୂର୍ବରୁ ଏଏନ୍‌ଆଇକୁ ସାକ୍ଷାତକାର

ଟେସ୍‌ଲାକୁ କେନ୍ଦ୍ରର କଡ଼ା ଜବାବ : ଭାରତରେ ବଜାର, ଚୀନ୍‌ରେ ନିଯୁକ୍ତି ଅସମ୍ଭବ

ନୂଆଦିଲ୍ଲୀ ୧୦/୦୨/୨୦୨୨ କଳିଙ୍ଗ ଜ୍ୟୋତି : ଆମେରିକୀୟ ଇଲେକ୍ଟ୍ରିକ୍‌ ଯାନ ନିର୍ମାତା ଟେସ୍‌ଲା ଭାରତରେ କାରବାର କରିବ ଆଉ ଚୀନ୍‌ରେ ନିଯୁକ୍ତି ଦେବ ତାହା ସମ୍ଭବ ନୁହେଁ । କେନ୍ଦ୍ରମନ୍ତ୍ରୀ କ୍ରିଶନ ପାଲ ଗୁରଜାର ଏହା କହିଛନ୍ତି । ଭାରତରେ ଉତ୍ପାଦନ ନ କଲେ କମ୍ପାନିକୁ ଟିକସ ଛାଡ଼ର ପ୍ରଶ୍ନ

ପୁରୀ ଗସ୍ତରେ ଆସିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ବର ୦୮/୦୨/୨୦୨୨ କଳିଙ୍ଗ ଜ୍ୟୋତି : ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଗସ୍ତରେ ଆସିବାର ସମ୍ଭାବନା ରହିଛି। ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ପୁରୀ ଗସ୍ତରେ ଆସିବା ନେଇ ସୂଚନା ମିଳିଛି। ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ରାଷ୍ଟ୍ରପତି ଫେବ୍ରୁଆରୀ ୧୯ ତାରିଖରେ ପୁରୀ ଆସିବେ। ସେ

ମହାଭାରତର ‘ଭୀମ’ଙ୍କ ପରଲୋକ

ନୂଆଦିଲ୍ଲୀ ୦୮/୦୨/୨୦୨୨ କଳିଙ୍ଗ ଜ୍ୟୋତି : ବଲିଉଡ ଅଭିନେତା ପ୍ରବୀଣ କୁମାର ସୋବିତଙ୍କ ପରଲୋକ ହୋଇଛି । ୭୪ ବର୍ଷ ବୟସରେ ପ୍ରବୀଣ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ‘ମହାଭାରତ’ର ଭୀମ ଭୂମିକାରେ ଅଭିନୟ କରିଥିଲେ ପ୍ରବୀଣ । ପ୍ରବୀଣ ଭୀମ ଭୂମିକାରେ ଅଭିନୟ କରି ଘରେ ଘରେ ନିଜର ପରିଚୟ

ଲତାଙ୍କ ସ୍ମୃତିରେ ଜାରି ହେବ ଡ଼ାକ ଟିକଟ

ନୂଆଦିଲ୍ଲୀ ୦୮/୦୨/୨୦୨୨ କଳିଙ୍ଗ ଜ୍ୟୋତି : ସୁର ସାମ୍ରାଜ୍ଞୀ ଭାରତରତ୍ନ ଲତା ମଙ୍ଗେସକରଙ୍କ ସମ୍ମାନାର୍ଥେ ଏକ ଡାକଟିକଟ ଜାରି କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ରେଳ, ଯୋଗାଯୋଗ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ମନ୍ତ୍ରୀ

କଂଗ୍ରେସକୁ ମୋଦୀଙ୍କ ସିଧା ନିଶାନା- କହିଲେ ମହାତ୍ମାଗାନ୍ଧୀଙ୍କ ସ୍ବପ୍ନ ସାକାର ହେବା କଂଗ୍ରେସ ଚାହୁଁନି

ନୂଆଦିଲ୍ଲୀ ୦୭/୦୨/୨୦୨୨ କଳିଙ୍ଗ ଜ୍ୟୋତି : ସଂସଦ ଅଭିଭାଷଣରେ କଂଗ୍ରେସକୁ ସିଧା ନିଶାନା କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ୧୯୯୫ ପରେ ଓଡ଼ିଶାରେ କଂଗ୍ରେସ ଜିତି ପାରିନାହିଁ। ନାଗାଲାଣ୍ଡ ଓ ଗୋଆରେ ବି ୨୮ ବର୍ଷ ହେଲା ଜିତିପାରି ନାହିଁ। ତାମିଲନାଡୁରେ ୧୯୬୨ ପରେ କଂଗ୍ରେସ ଆଉ କ୍ଷମତାକୁ

କରୋନା ଚିକିତ୍ସା ପାଇଁ ଆସିଲା ବଟିକା

ସିଙ୍ଗାପୁରରେ ମିଳିଲା ବ୍ୟବହାର ଅନୁମତି ସିଙ୍ଗାପୁର: କରୋନା ସଂକ୍ରମଣ ଚିକିତ୍ସା ପାଇଁ ବିଶ୍ୱରେ ବିଭିନ୍ନ ଟିକା ବ୍ୟବହୃତ ହେଉଥିବା ବେଳେ ପ୍ରଥମ ଥର ବଟିକା ବ୍ୟବହାର ହେବାକୁ ଯାଉଛି। ଫାଇଜର କମ୍ପାନୀ ପ୍ରସ୍ତୁତ ଏହି ବଟିକାକୁ ଅନ୍ୟ ସାଧାରଣ ବଟିକା ଭଳି ପାଟି ମଧ୍ୟ ଦେଇ ବ୍ୟବହାର

କୋଭିଡ ସଂକ୍ରମିତ ଥିଲେ ବି କରିହେବ ଅସ୍ତ୍ରୋପଚାର

ନୂଆଦିଲ୍ଲୀ ୦୩/୦୨/୨୦୨୨ କଳିଙ୍ଗ ଜ୍ୟୋତି : କୋଭିଡ ପଜିଟିଭ ଥିଲେ ବି ଜରୁରୀ ଅସ୍ତ୍ରୋପଚାର କରାଯାଇପାରିବ। ପୂର୍ବରୁ ଏ ନେଇ ବାରଣ ଥିଲା। ନୂଆ ଗବେଷଣା ଅନୁସାରେ ଅନୁମତି ଦିଆଯାଇଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରାଳୟ ଯୁଗ୍ମ ସଚିବ ଲବ ଅଗ୍ରୱାଲା ସୂଚନା ଦେଇଛନ୍ତି। ଅଖିଳ ଭାରତୀୟ
error: Content is protected !!
Open chat