Browsing Tag

ଓଡିଶା

କରୋନା କବଳରେ କମିଶନରେଟ୍‌ ପୁଲିସ: ୮୦୦ ସିପାହୀ ସମେତ ହୋମ୍‌ ଆସୋଲେସନରେ ସିପି , ଡିସିପି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୧୦/୦୯: କରୋନା ଲଢ଼େଇରେ ଫ୍ରଣ୍ଟଫୁଟ୍‌ର ସିପାହୀ ସାଜିଥିବା ପୁଲିସ ବାହିନୀ ଏବେ ବିପଦରେ । ମାରାତ୍ମକ ‘କରୋନା’ ବ୍ୟାଧି ଭାଇରସ କମିଶନରେଟ୍‌ ପୁଲିସର ଚାରିଆଡେ ଗ୍ରାସି ଗଲାଣି । ଅଦୃଶ୍ୟ ଶତ୍ରୁ ସହ ଲଢ଼ୁଥିବା ୮୦୦ରୁ ଅଧିକ ସିପାହୀ ପଜିଟିଭ୍‌

ଲଦାଖର ଏଲ୍‌ଏସିରେ ହାଇଆଲର୍ଟ; ବାୟୁସେନା ପ୍ରସ୍ତୁତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୦/୦୯ : ପୂର୍ବ ଲଦାଖର ବାସ୍ତବ ନିୟନ୍ତ୍ରଣ ରେଖାରେ ଦେଖାଯାଇଥିବା ସୀମା ଉତ୍ତେଜନାକୁ ନେଇ ଭାରତର ବାୟୁସେନା ବୁଧବାର ସୀମାନ୍ତ ଅଞ୍ଚଳରେ ଏହାର ଯୁଦ୍ଧବିମାନକୁ ଉଡ଼ାଣ କରିଛି। ବାୟୁସେନାର ସୁଖୋଇ, ମିଗ୍‌ ଓ ପରିବହନକାରୀ ବିମାନ ବାରମ୍ବାର ସୀମା ନିକଟରେ

ଲଦାଖରେ ଭାରତ-ଚୀନ୍ ବିବାଦ ବଢିଲା : ୪୫ ବର୍ଷରେ ପ୍ରଥମ ଥର ଭାରତ-ଚୀନ ସୈନିକଙ୍କ ଭିତରେ ଗୁଳିକାଣ୍ଡ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୮/୦୯ : ଲଦାଖରେ ଭାରତ-ଚୀନ୍ ବିବାଦ ଦିନକୁ ଦିନ ଘନେଇବାରେ ଲାଗିଛି। ସୋମବାର ବିଳମ୍ବିତ ରାତିରେ ପାଙ୍ଗୋଙ୍ଗ ତ୍ସୋ ହ୍ରଦ ନିକଟ ଏଲଏସିରେ ଚୀନ ସୈନିକମାନେ ଗୁଳିକାଣ୍ଡ କରିଥିବାର ଖବର ମିଳିଛି। ତେବେ ଅନ୍ୟପକ୍ଷେ ଚୀନର ସରକାରୀ ଗଣମାଧ୍ୟମ

ଜାନୁଆରୀରୁ ଅଷ୍ଟ୍ରେଲିଆର ସବୁ ଦେଶବାସୀଙ୍କୁ ମାଗଣା କରୋନା ଟୀକା : ସ୍ବାସ୍ଥ୍ୟମନ୍ତ୍ରୀ ଗ୍ରେଗ୍ ହଣ୍ଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଆଡ଼ିଲେଡ଼ ୦୮/୦୯ : ଆସନ୍ତା ଜାନୁଆରୀ ମାସରୁ ଅଷ୍ଟ୍ରେଲିଆରେ ଦେଶବାସୀଙ୍କୁ ଦିଆଯିବ କରୋନା ଟୀକା । ଅଷ୍ଟ୍ରେଲିଆର ସ୍ବାସ୍ଥ୍ୟମନ୍ତ୍ରୀ ଗ୍ରେଗ୍ ହଣ୍ଟ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଜାନୁଆରୀରେ ଅଷ୍ଟ୍ରେଲିଆରେ କରୋନା ଟୀକା ମିଳିଯିବ ଏବଂ ଏହି

ରାଜ୍ୟରେ କରୋନା ମହାମାରୀ ସଂକ୍ରମିତ ସଂଖ୍ୟା ବଢୁଥିବା ଲକ୍ଷ୍ୟ କରି OJEE ପରୀକ୍ଷା ସ୍ଥଗିତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୮/୦୯:ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସ୍ଥଗିତ ହୋଇଛି । ଆସନ୍ତା ୯ ତାରିଖ (ବୁଧବାର)ରୁ ୧୫ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହୋଇଥାଆନ୍ତା । କିନ୍ତୁ ରାଜ୍ୟରେ କରୋନା ମହାମାରୀରେ ଦିନକୁ ଦିନ ସଂକ୍ରମିତ ସଂଖ୍ୟା ବଢୁଥିବା ଲକ୍ଷ୍ୟ

ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦାବୀ ନେଇ ରାଜ୍ୟର ୩୧୪ ବ୍ଲକକୁ ଯୁବକଙ୍କ ପଦଯାତ୍ରା

ଧର୍ମଗଡ,(ଯୁବରାଜ ଅଗ୍ରୱାଲ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୯: ଓଡ଼ିଶାକୁ ସ୍ୱତ୍ୱନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ଆଜିକୁ ୪୨୨ ଦିନ ହେବ ଓଡ଼ିଶାର ୩୧୪ ବ୍ଲକକୁ ପଦଯାତ୍ରା କରୁଛନ୍ତି ଜଣେ ଯୁବକ । ସତ୍ୟବ୍ରତ ଦାସ ଆଜିକୁ ୪୨୨ଦିନ ତଳେ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକରୁ ନିଜ ପଦ ଯାତ୍ରା ଆରମ୍ଭ

ପୁଣି ଇତିହାସ ରଚିଲା ଡି.ଆର‌.ଡି.ଓ. : ଆଜି ଧାମରାସ୍ଥ ଅବଦୁଲ୍‌ କଲାମ ଦ୍ୱୀପରୁ ହେଲା ହାଇପରସୋନିକ‌ ଗତିଶୀଳଯାନର ସଫଳ…

ବାଲେଶ୍ୱର/ଚାନ୍ଦବାଲି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୯ : ଆଜି ଭାରତୀୟ ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନ (ଡିଆର‌ଡିଓ) ପକ୍ଷରୁ ଭଦ୍ରକ ଜିଲ୍ଲା ଧାମରାସ୍ଥିତ ଅବଦୁଲ୍‌ କଲାମ ଦ୍ୱୀପର ୪ ନମ୍ବର ଲଞ୍ଚପ୍ୟାଡ‌ରୁ ହାଇପରସୋନିକ‌ ଗତିଶୀଳଯାନ (ଏଚ୍ଏସ‌ଟିଡିଭି / ହାଇପରସୋନିକ୍‌ ଟେ‌କ୍ନୋଲୋଜି

ଆସନ୍ତା ୩୦ ତାରିଖ ପୂର୍ବରୁ ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ହେବ ସବୁ ବିଧାୟକଙ୍କର କୋଭିଡ ପରୀକ୍ଷା ! !

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୯ : ଆସନ୍ତା ୩୦ ପୂର୍ବରୁ ବିଧାନସଭାର ମୌସୁମୀ ଅଧିବେଶନ ବସିବ । ତେବେ ଏ ଅଧିବେଶନ ବସିବା ପୂର୍ବରୁ ସମସ୍ତ ବିଧାୟକଙ୍କର କୋଭିଡ ଟେଷ୍ଟ କରାଯିବ ବୋଲି ଆପାତତଃ ନିଷ୍ପତ୍ତି ହୋଇଛି । ଏଥିପାଇଁ ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଏକ

କଟକ ପୁଲିସ୍‌ର ପ୍ରଥମ କରୋନା ମୃତ୍ୟୁ : ଆଖି ବୁଜିଲେ କନଷ୍ଟେବଳ ଦିବାକର ସେଠୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ କଟକ ୦୭/୦୯: ପ୍ରଥମ ଥର ପାଇଁ କଟକ କମିସନରେଟ୍‌ ପୁୁଲିସ୍‌ରେ ମୁଣ୍ଡ ନେଇଛି କରୋନା । କଟକରେ କରୋନା ମୁକାବିଲାରେ ନିୟୋଜିତ ଲାଲବାଗ ଥାନା କନେଷ୍ଟବଳ ଦିବାକର ସେଠୀ (୫୦) ଶେଷରେ କରୋନା ସଂକ୍ରମଣରେ ଆଖି ବୁଜିଛନ୍ତି । କରୋନା ଯୋଦ୍ଧା ଦିବାକର ସଂକ୍ରମିତ ହେବା ପରେ

କଙ୍ଗନା ରଣାୱତଙ୍କୁ ସୁରକ୍ଷା ଯୋଗାଇବାକୁ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁରଙ୍କ ନିର୍ଦ୍ଦେଶ

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବାଇ ୦୭/୦୯ : ବଲିଉଡ ଫିଲ୍ମ ଅଭିନେତ୍ରୀ କଙ୍ଗନା ରଣାଓ୍ବତଙ୍କୁ ହିମାଚଳ ପ୍ରଦେଶ ସରକାର ଏବେ ସୁରକ୍ଷା ଦେବେ। ହିମାଚଳ ପ୍ରଦେଶର ମୁଖ୍ୟମନ୍ତ୍ରୀ ଜୟରାମ ଠାକୁର ରାଜ୍ୟର ଡିଜିପିଙ୍କୁ ଏହି ନି​‌ର୍ଦ୍ଦେଶ ଜାରି କରିଛନ୍ତି। ​‌କଙ୍ଗନା କିଛି ଦିନ ପୂର୍ବରୁ ହିଁ
error: Content is protected !!
Open chat