ଭାରତୀୟ ମହିଳା ହକି ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର ୦୨/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଭାରତୀୟ ମହିଳା ହକି ଦଳ ସେମିଫାଇନାଲରେ ପ୍ରବେଶ କରିବା ପରେ ଟ୍ୱିଟ୍ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭାରତୀୟ ଟିମରେ ଏହା ଜବରଦସ୍ତ ବିଜୟ ବୋଲି ସେ କହିଛନ୍ତି। ଆଗକୁ ଟିମ୍ ଭଲ ପ୍ରଦର୍ଶନ କରି ବିଜୟ ଧାରା ଜାରି ରଖିବେ!-->…