Browsing Tag

ଖବର

ରାଜଗାଙ୍ଗପୁର: ‘ବିଶ୍ୱ ଫାର୍ମାସିଷ୍ଟ ଦିବସ’ ଉପଲକ୍ଷେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ

ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୨୫/୦୯ : ଆଜି 'ବିଶ୍ୱ ଫାର୍ମାସିଷ୍ଟ ଦିବସ' ଉପଲକ୍ଷେ ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ସହରର ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରଠାରେ 'ରାଉରକେଲା ବ୍ଲଡ଼ ବ୍ୟାଙ୍କ'ର ସହାୟତାରେ ଏକ 'ରକ୍ତଦାନ ଶିବିର' ଅନୁଷ୍ଠିତ ହୋଇଯାଇଛି ।

୧,୭୦୯ ଜଣ ପୁଲିସ କର୍ମଚାରୀଙ୍କୁ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : ଦୁଇ ବର୍ଷ ଧରି ନକ୍ସଲ ପ୍ରଭାବିତ ଅଞ୍ଚଳରେ ନିଷ୍ଠାପର ଭାବେ କାର୍ଯ୍ୟ କରିଥିବା ୧,୭୦୯ ଜଣ ପୁଲିସ୍ କର୍ମଚାରୀ ଓ ଅଧିକାରୀଙ୍କୁ ‘ଆନ୍ତରିକ ସୁରକ୍ଷା ସେବା ପଦକ’ ପ୍ରଦାନ କରାଯିବ। ଏନେଇ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ନିର୍ଦ୍ଦେଶ ଦେଇଛନ୍ତି।

ଚୀନ୍ ନିଜର ଉପଗ୍ରହ ବିଧ୍ୱଂସୀ ଟେକ୍ନୋଲୋଜି ବିକଶିତ କରିବା ପାଇଁ ଭାରତର ଉପଗ୍ରହ ପ୍ରଣାଳୀ ଉପରେ ଆକ୍ରମଣ କରିଥିଲା

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ :ଉପଗ୍ରହ ବିଧ୍ୱଂସୀ ଟେକ୍ନୋଲୋଜି ବିକଶିତ କରିବା ପାଇଁ ଚୀନ୍‌ ଗତ କିଛି ବର୍ଷ ଧରି ପ୍ରୟାସ କରିଆସୁଛି । ସିଏ ସନ୍ତର୍ପଣରେ ନିଜର କିଛି ଶତ୍ରୁ ଦେଶ ଉପରେ ଏହାର ପ୍ରୟୋଗ ବି କରୁଛି । ଭାରତର ଉପଗ୍ରହ ଯୋଗାଯୋଗ ପ୍ରଣାଳୀକୁ ବି ସିଏ ଟାର୍ଗେଟ

ଭୁବନେଶ୍ୱରରେ ପିସ୍ତଲ ଡିଲ୍‌ର ପର୍ଦ୍ଦାଫାସ : ଏସଟିଏଫ୍ ପକ୍ଷରୁ ଚଢାଉ,ମହିଳା ସହଯୋଗୀଙ୍କ ସମେତ ୩ ଅଟକ,ସ୍କର୍ପିଓ…

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ :ରାଜଧାନୀରେ ପିସ୍ତଲ ଡିଲ୍‌ର ପର୍ଦ୍ଦାଫାସ କରିଛି କମିଶନରେଟ୍ ପୋଲିସ । ଡିଲ୍ ଚାଲିଥିବା ବେଳେ ଏସଟିଏଫ ଚଢାଉ କରିଥିଲା । ପିସ୍ତଲ କାରବାର ପାଇଁ ଯୋଜନା କରୁଥିବା ୨ ଯୁବକଙ୍କୁ ଗିରଫ କରିଛି ପୋଲିସ । ସେମାନଙ୍କଠାରୁ ଗୋଟିଏ ସ୍କର୍ପିଓ ଗାଡି ସହ

ଭାରତରେ ୫୦% ଦକ୍ଷତା ଥିବା ଟିକାକୁ ମଧ୍ୟ ଅନୁମତି ମିଳିବ : ଆଇସିଏମ୍‌ଆର୍‌ ମୁଖ୍ୟ ଡ. ବଳରାମ ଭାର୍ଗବ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : କରୋନା ଟିକା ଉପରେ ଏବେ ସାରା ବିଶ୍ୱର ନଜର । ଅନେକ ଟିକାର ଶେଷ ପର୍ଯ୍ୟାୟ ପରୀକ୍ଷଣ ଜାରି ରହିଛି । କିନ୍ତୁ କୌଣସି ଟିକା ବର୍ତ୍ତମାନସୁଦ୍ଧା ବଜାରରେ ବିକ୍ରି ନିମନ୍ତେ ଅନୁମତି ପାଇନି । ପରୀକ୍ଷଣରେ ମୁଖ୍ୟତଃ ଟିକାର ସୁରକ୍ଷା ଏବଂ

୨୦୨୧ସୁଦ୍ଧା ବିଶ୍ବ ସ୍ତରରେ ବିତରଣ ହେବା ପାଇଁ ପ୍ରସ୍ତୁତ ହୋଇଯିବ କରୋନା ଟିକା: ଚୀନ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : ସମଗ୍ର ବିଶ୍ୱରେ କରୋନା ଭୂତାଣୁ ସଂକ୍ରମଣ ମାମଲା ଦ୍ରୁତ ଗତିରେ ବୃଦ୍ଧି ପାଉଛି | ଏହି ସମୟରେ, ଚାଇନାର ଏକ ଫାର୍ମାସ୍ୟୁଟିକାଲ୍ କମ୍ପାନି କହିଛି ଯେ, ୨୦୨୧ ସୁଦ୍ଧା ଆମେରିକା ସମେତ ବିଶ୍ବବ୍ୟାପୀ ବିତରଣ ପାଇଁ କରୋନା ଭୂତାଣୁ ଟିକା

ଗାଡିରେ HSRP ଓ କଲର କୋଡ୍ ହେବ ବାଧ୍ୟତାମୂଳକ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : ଦିଲ୍ଲୀ ସରକାରଙ୍କ ପରିବହନ ବିଭାଗ ଲାଗୁ କରିଛନ୍ତି ନୂଆ ନିୟମ। ତାହା ହେଲା ସମସ୍ତ ବାହାନ ଉପରୁ ଟାମ୍ପର ପ୍ରୁଫ୍ ହାଇ ସିକ୍ୟୁରିଟି ରେଜିଷ୍ଟେ୍ରସନ୍  ପ୍ଲେଟ୍ (HSRP) ଓ କଲର କୋଡ୍ ଥିବା ଷ୍ଟିକର ଲଗାଇବା ବାଧ୍ୟତାମୂଳକ କରିଦିଆଯାଇଛି।

କରୋନା ଡ଼ର: ଭାରତ ସହ ୩ ଦେଶ ସହ ବିମାନ ଚଳାଚଳ ଉପରେ ସାଉଦୀ ସରକାରଙ୍କ ପ୍ରତିବନ୍ଧକ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : କରୋନା ସଂକ୍ରମଣର କ୍ରମବର୍ଧିଷ୍ଣୁ ବିପଦକୁ ଦୃଷ୍ଟିରେ ରଖି ସାଉଦୀ ଆରବ ସରକାର ଭାରତ ସହ ବିମାନ ଚଳାଚଳ ଉପରେ ଅଙ୍କୁଶ ଲଗାଇଛନ୍ତି । ଭାରତ ସହ ବ୍ରାଜିଲ, ଆର୍ଜେଣ୍ଟିନାରୁ ମଧ୍ୟ ଯାତ୍ରୀଙ୍କ ଯାତାୟତ ଉପରେ କଟକଣା ଜାରି କରାଯାଇଛି।

୧୦ ବର୍ଷ ପରେ Wikipediaର ଡିଜାଇନ୍‌ରେ ‌ ପରିବର୍ତ୍ତନ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୫-୦୯-୨୦ : ଉଇକିପିଡ଼ିଆର ଡେସ୍କଟପ୍ ଇଣ୍ଟରଫେସ୍ ଗତ ୧୦ ବର୍ଷରୁ ଗୋଟିଏ ଡିଜାଇନ୍‌ରେ ଥିଲା। ଏଥିରେ କୌଣସି ନିର୍ଦ୍ଦିଷ୍ଟ ପରିବର୍ତ୍ତନ ଦେଖିବାକୁ ମିଳିନଥିଲା। ବର୍ତ୍ତମାନ ଏହାର ରିଡିଜାଇନ୍‌ କରିବା ପାଇଁ ପ୍ରସ୍ତୁତି ଚାଲିଛି । ସବୁଠୁ ବଡ

ଓଡ଼ିଶାବାସୀ ଖୁସି ନୁହନ୍ତି – ଅବିବାହିତଙ୍କଠାରୁ ବିବାହିତ ଅଧିକ ଖୁସି

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୪-୦୯-୨୦ : ବିଶାଳ ସଂସ୍କୃତି ଏବଂ ପରମ୍ପରାରେ ଭରା ଓଡ଼ିଶା । ସରଳ ଜୀବନଶୈଳୀକୁ ପ୍ରାଧାନ୍ୟ ଦେଇଥାନ୍ତି ରାଜ୍ୟବାସୀ । ରାଜ୍ୟର ସବୁଆଡେ ଦେଖିବାକୁ ମିଳିଥାଏ ଭାଇଚାରା । ଗୋଟିଏ ସୂତାରେ ବାନ୍ଧି ହୋଇଥାନ୍ତି ପରିବାରର ପ୍ରତିଟି ସଦସ୍ୟ । ତେଣୁ ଓଡ଼ିଶାକୁ
error: Content is protected !!
Open chat