କେଦାରନାଥ ଧାମ ଖୋଲିଲା, ମୋଦୀଙ୍କ ନାମରେ ହେଲା ପ୍ରଥମ ପୂଜା
କେଦାରନାଥ ଧାମର ଦ୍ବାର ସୋମବାର ଶ୍ରଦ୍ଧାଳୁଙ୍କ ପାଇଁ ଖୋଲି ଦିଆଯାଇଛି। ଭୋର ୫ଟାରେ ମେଷ ଲଗ୍ନରେ ବିଧି ଅନୁସାରେ ଖୋଲାଯାଇଛି। ଦ୍ବାର ଖୋଲିବା ପରେ ପ୍ରଥମ ପୂଜା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନାମରେ ହୋଇଥିଲା। କେନ୍ଦ୍ରମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ବୈଦିକ ମନ୍ତ୍ର ଉଚାରଣ କରି!-->…