Browsing Tag

ଚିଫ ରିପୋର୍ଟର

ଆସନ୍ତାକାଲି ଠାରୁ ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ ଗ୍ରୀଷ୍ମଛୁଟି ଘୋଷଣା

ଭୁବନେଶ୍ୱର : ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ ସରକାର ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ଆସନ୍ତାକାଲି ଠାରୁ ମେ ୩୧ ଯାଏଁ ଗ୍ରୀଷ୍ମଛୁଟି ଘୋଷଣା କରାଯାଇଛି। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ନାମା ଜାରି କରାଯାଇଛି।ଏହାସହ

ଆଇପିଏଲ-୨୦୨୧ ସ୍ଥଗିତ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ଚଳିତବର୍ଷର ଆଇପିଏଲ ଟୁର୍ନାମେଣ୍ଟକୁ ସ୍ଥଗିତ ରଖାଯାଇଛି। ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିବା ଟିମଗୁଡ଼ିକର ଅନେକ ଖେଳାଳି ଏବଂ ସଦସ୍ୟ କରୋନାରେ ସଂକ୍ରମିତ ହେବା ପରେ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ

ଭାରତୀୟ ନିର୍ବାଚନ କମିଶନଙ୍କ ସୂଚନା : ପିପିଲି ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ବର: ରାଜ୍ୟରେ ପିପିଲି ଉପନିର୍ବାଚନକୁ ସ୍ଥଗିତ ରଖାଯାଇଛି। ରାଜ୍ୟରେ କୋଭିଡ୍‌ ଲକ୍‌ଡାଉନ୍‌ କାରଣରୁ ପିପିଲି ଉପନିର୍ବାଚନ ସ୍ଥଗିତ ରଖାଯାଇଛି। ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା କାରଣରୁ ପିପିଲିରେ ଉପନିର୍ବାଚନ ସ୍ଥଗିତ ରଖାଯାଇଛି। ଏ ନେଇ ଭାରତୀୟ ନିର୍ବାଚନ କମିଶନଙ୍କ

ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର। ରାଜ୍ୟ ସରକାରଙ୍କ ସୁପାରିଶ ଉପରେ ମୋହର ମାରିଛନ୍ତି ରାଷ୍ଟ୍ରପତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲରେ ଅଛନ୍ତି ଅଭୟକାନ୍ତ ପାଠକ।୧୯୮୭ ବ୍ୟାଚର କ୍ୟାଡର ଆଇଏଫଏସ୍ ଥିଲେ ଅଭୟକାନ୍ତଙ୍କ

ଥରେ ସିଟି-ସ୍କାନ କରିବା ୩୦୦ ଥର ଛାତି ଏକ୍ସ-ରେ କରିବା ସହ ସମାନ, ସାମାନ୍ୟ କରୋନା ଲକ୍ଷଣ ଥିଲେ ସିଟି ସ୍କାନ କରନ୍ତୁ…

ନୂଆଦିଲ୍ଲୀ : ଦେଶରେ କରୋନା ପରୀକ୍ଷା ପାଇଁ ସିଟି-ସ୍କାନର ଦୁରୁପଯୋଗ କରାଯାଉଛି । ଯେଉଁମାନଙ୍କର ସାମାନ୍ୟ ଲକ୍ଷଣ ରହିଛି ସେମାନେ ସିଟି-ସ୍କାନ କରିବାର ଆଦୌ ଆବଶ୍ୟକତା ନାହିଁ । ଏହାର ଉପକାର ତୁଳନାରେ ଅପକାର ଅଧିକ । କାରଣ ଗୋଟିଏ ଥର ସିଟି ସ୍କାନ କରିବା ଅର୍ଥ ହେଉଛି ୩୦୦ ଥର ଛାତି

ନିଟ୍‌ ପିଜି ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କୋଭିଡ୍‌ ସମୀକ୍ଷା ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଅତି କମ୍‌ରେ ୪ ମାସ ନିଟ୍‌ ପିଜି ପରୀକ୍ଷା ସ୍ଥଗିତ ରଖାଯିବ ବୋଲି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଥର କରୋନା ଡ୍ୟୁଟିରେ ନିୟୋଜିତ ହେବେ ମେଡ଼ିକାଲ୍‌ ଛାତ୍ରଛାତ୍ରୀ।

ସାମ୍ବାଦିକଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କରୋନାରେ ମୃତ୍ୟୁ ହେଲେ ମିଳିବ ୧୫ଲକ୍ଷ…

ଭୁବନେଶ୍ବର: ସାମ୍ବାଦିକଙ୍କୁ ଆଗଧାଡ଼ିର କରୋନା ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କରୋନାରେ କୌଣସି ସାମ୍ବାଦିକଙ୍କ ମୃତ୍ୟୁ ହେଲେ ମିଳିବ ୧୫ଲକ୍ଷ ଟଙ୍କାର ଅନୁକମ୍ପା ରାଶି। ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ରାଜ୍ୟର ୬୯୪୪ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ ବୋଲି

ମେ ୧୪ ବଦଳରେ ୧୦ରୁ ଆରମ୍ଭ ହେବ ସୁପ୍ରିମକୋର୍ଟଙ୍କ ଗ୍ରୀଷ୍ମ ଅବକାଶ

ନୂଆଦିଲ୍ଲୀ : ଦିଲ୍ଲୀ ସମେତ ସାରା ଦେଶରେ କରୋନା ସଂକ୍ରମଣ ମାମଲା ବଢିଚାଲିଥିବାରୁ ସୁପ୍ରିମକୋର୍ଟ ୪ ଦିନ ପୂର୍ବରୁ ଗ୍ରୀଷ୍ମ ଅବକାଶ ଘୋଷଣା କରିଛନ୍ତି । ପୂର୍ବରୁ ମେ ୧୪ରେ ସୁପ୍ରିମକୋର୍ଟଙ୍କ ଗ୍ରୀଷ୍ମ ଅବକାଶ ଆରମ୍ଭ ହେଉଥିବାବେଳେ ଏବେ ତାହା ମେ ୧୦ରୁ ଆରମ୍ଭ ହେବ ଓ ତାହା ଜୁନ ୨୮

ଭୁବନେଶ୍ବରରେ ବିଏମ୍‌ସି ପକ୍ଷରୁ ନିର୍ଦ୍ଧାରଣ ହେଲା ଟିକାକରଣ ସମୟ

୧୮ ରୁ ୪୪ ବର୍ଷ ବର୍ଗ ପାଇଁ ସକାଳ ୮ ରୁ ଦିନ ୧ ଟା, ୪୫ ବର୍ଷରୁ ଊର୍ଦ୍ଧ୍ବ ବୟସ୍କଙ୍କୁ ଅପରାହ୍ଣ ୩ଟା ରୁ ୬ଟା ମଧ୍ୟରେ ମିଳିବ ଟିକା ଭୁବନେଶ୍ୱର: ବରିଷ୍ଠ ନାଗରୀକ ଓ ସମ୍ମୁଖ ଯୋର୍ଦ୍ଧା ସମେତ ୪୫ବର୍ଷରୁ ଅଧିକ ବୟସ୍କଙ୍କ ପାଇଁ ଟିକାକରଣ ଚାଲିଛି। ରାଜ୍ୟରେ ଦ୍ବିତୀୟ ଡୋଜ୍‌ ଟିକା ନେବାକୁ

ଭୁବନେଶ୍ୱର ମହାନଗର ଅଞ୍ଚଳରେ କରୋନା ଟିକା ଅଭାବ ନାହିଁ, କୋ-ୱିନ୍‌ ପୋର୍ଟାଲ୍‌ରେ ପଞ୍ଜୀକରଣ ବାଧ୍ୟତାମୂଳକ

ଭୁବନେଶ୍ୱର: ଭୁବନେଶ୍ୱରର କରୋନା ସ୍ଥିତି ନେଇ ଭୁବନେଶ୍ବର ମହାନଗର ନିଗମ(ବିଏମ୍‌ସି) କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କୋଭିଡ୍‌ ସଚେତନତା କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି ଯେ ୧୮ରୁ୪୪ ବର୍ଷ ବର୍ଗଙ୍କୁ ଟିକାକରଣ ନେଇ ବିଏମ୍‌ସି କମିଶନରଙ୍କ ସୂଚନା। ସୋମବାରଠାରୁ ବିଏମ୍‌ସିର ୧୮ବର୍ଷରୁ
error: Content is protected !!
Open chat