Browsing Tag

ଚିଫ

ଭାରତୀୟମାନଙ୍କ ନବସୃଜନ ବିଶ୍ୱରେ ଶ୍ରେଷ୍ଠ – ପ୍ରଧାନମନ୍ତ୍ରୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୮:ଭାରତୀୟମାନଙ୍କ ନବସୃଜନ ଏବଂ ସମାଧାନ ପ୍ରଦାନ କରିବାର କ୍ଷମତା ଆଗରେ ସମସ୍ତେ ହାର ମାନିଥାନ୍ତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମନ୍‍ କି ବାତ୍‍’ରେ କହିଛନ୍ତି। ସେ କହିଛନ୍ତି ଯେ ଯେତେବେଳେ ସମର୍ପଣ ଭାବ ରହିଥାଏ, ସମବେଦନା ଥାଏ

ଜେଇଇ ଓ ନିଟ୍ ପରୀକ୍ଷାର୍ଥୀଙ୍କୁ ସହଯୋଗ ପାଇଁ ବିଧାୟକଙ୍କୁ ନବୀନଙ୍କ ନିର୍ଦ୍ଦେଶ

ପରୀକ୍ଷା ଦେଉଥିବା ସବୁ ପିଲା ଆମ ପରିବାରର, ସେମାନଙ୍କ ସାଥୀରେ ରୁହ: ଦଳୀୟ ସହଯୋଗୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ବିଜୁ ଜନତା ଦଳ ବିଧାୟକମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଭରଚ୍ୟୁଆଲ ପରାମର୍ଶ କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୦/୦୮: ବିଜୁଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ

ଅନ୍ନଦାତାଙ୍କୁ ପ୍ରଣାମ, ଚାଷୀଙ୍କୁ ପ୍ରଣାମ – ପ୍ରଧାନମନ୍ତ୍ରୀ

‘ମନ୍‍ କି ବାତ୍‍’ରେ କହିଲେ ମୋଦୀ, କରୋନା ସଂକଟରେ ହାର ମାନିନାହାନ୍ତି ଆମ କୃଷକ କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୮: ଆଜିର ମନ କି ବାତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷିଭିତ୍ତିକ ପର୍ବ ଓଣମ୍‍ ବିଷୟରେ କହିବା ସହ ଆମ ଦେଶର କୃଷକମାନଙ୍କ ସଫଳତା କଥା ବଖାଣିଛନ୍ତି। ସେ

‘ମନ କି ବାତ’ରେ ଓଡ଼ିଆ ପୁଅ ତିଆରି କରିଥିବା ‘ଚିଙ୍ଗାରୀ’ ଆପ୍ ବ୍ୟବହାର କରିବାକୁ କହିଲେ ପ୍ରଧାନମନ୍ତ୍ରୀ ମୋଦୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୮: ଆଜି ଦିନ ୧୧ଟାରେ ମନକି ବାତ୍ ଜରିଆରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦେଶବାସୀଙ୍କୁ ଓନମର ଶୁଭେଚ୍ଛା ‌ଜଣାଇ ନିଜର ଅଭିଭାଷଣ ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏଥି ସହ ଓନମର ମହତ୍ତ୍ବ

୩ ଦିନ ପାଇଁ ପୁଣି ବନ୍ଦ ହେଲା ବୁର୍ଲା ଭିମସାରର କୋଭିଡ଼-୧୯ ପରୀକ୍ଷଣ ଲ୍ୟାବ : ସଂକ୍ରମିତ ହେଲେ ଲ୍ୟାବ୍‍ ଟେକ୍ନିସିଆନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ବୁର୍ଲା ୩୦/୦୮: ବୁର୍ଲା ଭିମସାରରେ କରୋନା ସ୍ଥିତି ଜଟିଳ ହେବାକୁ ବସିଲାଣି। ବୁର୍ଲା ଭିମସାରର ଡ଼ାକ୍ତର, ସେବିକା, କର୍ମଚାରୀ ଏବଂ ତାଙ୍କ ପରିବାର ବର୍ଗ କରୋନା ସଂକ୍ରମିତ ହେବା ପ୍ରକ୍ରିୟା ଜାରି ରହିଛି। ସେପଟେ ପୁଣି ବୁର୍ଲା ଭିମସାରର କୋଭିଡ଼-୧୯ ପରୀକ୍ଷଣ

ଲୋକ ସଭା, ରାଜ୍ୟ ବିଧାନସଭା ଏବଂ ମ୍ୟୁନିସିପାଲିଟି ତଥା ପଞ୍ଚାୟତ ନିର୍ବାଚନ ପାଇଁ ଗୋଟିଏ ଭୋଟର ତାଲିକା ପ୍ରଚଳନ ନେଇ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୦/୦୮: ଲୋକ ସଭା, ରାଜ୍ୟ ବିଧାନସଭା ଏବଂ ମ୍ୟୁନିସିପାଲିଟି ତଥା ପଞ୍ଚାୟତ ନିର୍ବାଚନ ପାଇଁ ଗୋଟିଏ ଭୋଟର ତାଲିକା ପ୍ରଚଳନର ସମ୍ଭାବ୍ୟତାକୁ ନେଇ ସରକାର ବିଚାର ବିମର୍ଶ ଚଳାଇଛନ୍ତି। ଏହାଦ୍ୱାରା ପାତରଅନ୍ତର ଦୂର ହେବା ସହ ଭୋଟର ତାଲିକାରେ ସମାନତା

ଆସିଲା କେନ୍ଦ୍ର ସରକାରଙ୍କ ଅନଲକ୍-୪ ନିର୍ଦ୍ଦେଶାବଳୀ: ସେପ୍ଟେମ୍ବର ୩୦ ଯାଏଁ ବନ୍ଦ ରହିବ ସ୍କୁଲ କଲେଜ୍; ଚାଲି ପାରିବ…

ନବମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ସ୍କୁଲ୍‌ ଆସିବା ଇଚ୍ଛାଧୀନ ୭ରୁ ଚାଲିବ ମେଟ୍ରୋ ୨୧ରୁ ୧୦୦ ଲୋକରେ ସଭାସମିତି ୨୧ରୁ ମୁକ୍ତାକାଶ ରଙ୍ଗମଞ୍ଚ ଖୋଲିବ କେନ୍ଦ୍ରର ବିନା ଅନୁମତିରେ ରାଜ୍ୟ କରିପାରିବେନି ଲକ୍‌ଡାଉନ୍‌ ସୁଇମିଂ ପୁଲ୍‌, ଆମୋଦପ୍ରମୋଦ ଉଦ୍ୟାନ, ଥିଏଟର ବନ୍ଦ ରହିବ

ସରକାରୀ ମୁଖ୍ୟ ସଚେତକ ତଥା ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ ଏବଂ ଅତିରିକ୍ତ ଜିଲ୍ଲାପାଳଙ୍କ ବନ୍ୟାଞ୍ଚଳ ଗସ୍ତ

ଯାଜପୁର/ବିଂଝାରପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୦/୦୮ : ବିଂଝାରପୁର ବ୍ଳ୍‌କର କଲ୍ୟାଣପୁର ଓ ରଣପୁର ପଞ୍ଚାୟତରେ ବନ୍ୟା ପରିସ୍ଥିତି ଗମ୍ଭୀର ସ୍ଥିତିରେ ରହିଚ୍ଥି । ଶନିବାର ପୂର୍ବାହ୍ନରେ ସରକାରୀ ମୁଖ୍ୟ ସଚେତକ ତଥା ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ, ଯାଜପୁର ଅତିରିକ୍ତ ଜିଲ୍ଲାପାଳ

ସମ୍ଭାବିତ ବନ୍ୟା ଦୃଷ୍ଟିରୁ ଜନସାଧାରଣଙ୍କୁ ଅଧିକ ପ୍ରସ୍ତୁତ ଓ ସତର୍କ ରହିବାକୁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ…

ସାହାଯ୍ୟ ଓ ଉଦ୍ଧାର କାର୍ଯ୍ୟରେ ଆଗେଇ ଆସିବାକୁ ଦଳର କାର୍ଯ୍ୟକର୍ତାଙ୍କୁ ଆହ୍ୱାନ ନୂଆଦିଲ୍ଲୀ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୦/୦୮ : ରାଜ୍ୟରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ପରିପ୍ରେକ୍ଷୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ‌ କରି ଜନସାଧାରଣଙ୍କୁ ଆହୁରି

ଜାତୀୟ କ୍ରୀଡା ଦିବସ ଅବସରରେ ରାଷ୍ଟ୍ରପତି ରାମ ନାଥ କୋବିନ୍ଦ ପ୍ରଦାନ କଲେ ‘ଜାତୀୟ କ୍ରୀଡା ପୁରସ୍କାର’…

ନୂଆଦିଲ୍ଲୀ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୩୦/୦୮ : ଜାତୀୟ କ୍ରୀଡା ଦିବସ ଅବସରରେ ଓଡିଆ ଧାବିକା ଦୂତି ଚାନ୍ଦଙ୍କୁ ଅଜୁର୍ନ ପୁରସ୍କାରରେ ସମ୍ମାନିତ କରାଯାଇଛି । କୋଭିଡ୍‌-୧୯ ମହାମାରୀ ହେତୁ ଚଳିତ ବର୍ଷର ଜାତୀୟ କ୍ରୀଡା ପୁରସ୍କାର ବିତରଣ ଉତ୍ସବ ଅନଲାଇନ ମାଧ୍ୟମରେ କରାଯାଇଥିଲା ।
error: Content is protected !!
Open chat