Browsing Tag

ଚିଫ

ଆଜି ପ୍ରକାଶ ପାଇଲା +୨ ବାଣିଜ୍ୟ ପରୀକ୍ଷାଫଳ : ନୟାଗଡ଼ ଜିଲ୍ଲାରେ ସର୍ବାଧିକ ୮୮.୭୦% ପାସ‌ ହାର ଥିବାବେଳେ ଦେବଗଡ଼…

ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ଶିକ୍ଷା ମନ୍ତ୍ରୀ ଟ୍ୱିଟ କରି ଛାତ୍ରଛାତ୍ରୀଙ୍କୁ ଶୁଭେଛା ଜଣାଇଲେ । ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୯/୦୮ : ଆଜି ପ୍ରକାଶ ପାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ଵାରା ପରିଚାଳିତ +୨ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ।

ଉପଭୋକ୍ତାଙ୍କୁ ଆଉ ଯିବାକୁ ପଡ଼ିବନି ବିଦ୍ୟୁତ୍‌ ଅଫିସ୍‌ : ସଂଯୋଗ ଓ ସରବରାହ ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ପାଇଁ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୯/୦୮: ବିଦ୍ୟୁତ୍‌ ସଂଯୋଗ ଓ ସରବରାହ ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ପାଇଁ ଆଉ ବିଦ୍ୟୁତ୍‌ ଅଫିସ୍‌ ଯିବାକୁ ପଡ଼ିବନି। ଏଣିକି ବିଦ୍ୟୁତ ଉପଭୋକ୍ତାମାନଙ୍କୁ ଅନ୍‌ଲାଇନ୍‌ ଯୋଗେ ଏହିସବୁ ସେବା ଉପଲବ୍ଧ କରାଯିବା। ଏଥିପାଇଁ ରାଜ୍ୟ ଶକ୍ତି ବିଭାଗ ଏକ

ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ)ର ନିୟମରେ ପରିବର୍ତ୍ତନ : ବାଲାନ୍ସ ନ ଥାଇ ଉଠାଣ କଲେ ପଡ଼ିବ ଏଟିଏମ୍‌ ଚାର୍ଜ,…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୯/୦୮: ଭାରତୀୟ ଷ୍ଟେଟ ବ୍ୟାଙ୍କ(ଏସ୍‌ବିଆଇ) ଏହାର କେତେକ ଏଟିଏମ୍‌ରୁ ଟଙ୍କା ଉଠାଣ ନିୟମରେ ପରିବର୍ତ୍ତନ ଆଣିଛି। ପରିବର୍ତ୍ତିତ ନିୟମ ଅନୁଯାୟୀ, ଏସ୍‌ବିଆଇ ମେଟ୍ରୋ ସହରର ସଞ୍ଚୟ ଜମା ଖାତାଧାରୀଙ୍କୁ ଏଟିଏମ୍‌ରୁ ମାସକରେ ୮ ଥର ଓ ଗ୍ରାମାଞ୍ଚଳରେ ୧୦ଥର

ରାଜଗାଙ୍ଗପୁର: ଜୁଆ ଆଡ୍ଦା ଉପରେ ପୋଲିସ ଚଢ଼ଉ – ୧୬ ଗିରଫ, ୩୭,୭୩୪ ଟଙ୍କା ସମେତ, ୩ ମଟର ସାଇକେଲ,୧୬ଟି ମୋବାଇଲ…

ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ/ସୌମ୍ୟଜିତ ସ୍ୱାଇଁ),୧୯/୦୮: ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ସହରରେ ନିଶା ଓ ଜୁଆ ଖେଳ ଦିନକୁ ଦିନ ବଢ଼ିବାରେ ଲାଗିଛି। ଛୁଆ ଠାରୁ ବୁୁୁୁୁୁଢା ପର୍ଯ୍ୟନ୍ତ ଆବାଳବୃଦ୍ଧ ସମସ୍ତେ ଏହି କୁ-କାର୍ଯ୍ୟରେ ଲିପ୍ତ ରହୁଛନ୍ତି। ଫଳରେ ସମାଜରେ ଏହାର କୁପ୍ରଭାବ

ଭୁବନେଶ୍ବର ବିମାନ ବନ୍ଦରର ହେବ ଘରୋଇକରଣ :ଆଜି କେନ୍ଦ୍ର କ୍ୟାବିନେଟ୍‌ ନେବ ନିଷ୍ପତ୍ତି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୯/୦୮: ରାଜ୍ୟର ଏକ ମାତ୍ର ଅନ୍ତର୍ଜାତୀୟ ବିମାନ ବନ୍ଦର ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିଚାଳନା ଭାର ଘରୋଇ ସଂସ୍ଥା ହାତକୁ ଚାଲିଯିବ। ଦେଶର ୧୨ ବିମାନ ବନ୍ଦରର ଘରୋଇକରଣ ନେଇ କେନ୍ଦ୍ର ସରକାର ରଖିଥିବା ଯୋଜନାର

ସଙ୍କଟରେ ରାଜ୍ୟର ଆର୍ଥିକ ସ୍ଥିତି : କରୋନା ମାଡ଼ରେ ରାଜ୍ୟରେ କମିବ ମୁଣ୍ଡ ପିଛା ଆୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୧୯/୦୮: କରୋନା ମାଡରେ ଘାଇଲା ରାଜ୍ୟ ରାଜକୋଷ। ସଙ୍କଟରେ ରାଜ୍ୟର ଆର୍ଥିକ ସ୍ଥିତି କୋଭିଡ୍ ଓଡିଶା ଛୁଇଁବା ପରେ ମାର୍ଚ୍ଚରୁ ଅଗଷ୍ଟ ଆର୍ଥିକ କାରବାର୍ ଗରୁତର ପ୍ରଭାବିତ ହୋଇଛି। ଗତକାଲି ଏସବିଆଇ ଇକୋରାପ୍ ରିପୋର୍ଟରେ ଏହା ଜଳଜଳ ହୋଇ ଦେଖାଯାଉଛି। ତେବେ

ମୋଦୀ ସରକାରଙ୍କ କୃଷି ସଂସ୍କାର ଚାଷୀଙ୍କ ପାଇଁ ଅନେକ ସମ୍ଭାବନାର ସମ୍ଭାର ଆଣିବ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

– କରୋନା ସମୟରେ ରାଜ୍ୟରେ ୩୬.୫ ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀ ସିଧାସଳଖ ୨ ହଜାର ଟଙ୍କା ପାଇଛନ୍ତି – କୁଚିଣ୍ଡା, କୋରାପୁଟ ଓ କନ୍ଧମାଳ ସମେତ ଓଡିଶାର ଅଧିକାଂଶ ଅଞ୍ଚଳର ଚାଷୀ ଲାଭବାନ ହେବେ – ୧ ଲକ୍ଷ କୋଟିର କୃଷି ଭିତ୍ତିଭୂମି ପାଣ୍ଠି ପଣ୍ୟାଗାର, ଶୀତଳ ଭଣ୍ଡାର ଏବଂ ଖାଦ୍ୟ ପ୍ରକ୍ରିୟାକରଣରେ

ଆଜି ପୂର୍ବାହ୍ନ ୧୧.୩୦ରେ ପ୍ରକାଶ ପାଇବ +୨ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୯/୦୮: ଆଜି ଯୁକ୍ତ ୨ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ । ୧୯ ତାରିଖ ପୂର୍ବାହ୍ନ ୧୧ ଟା ୩୦ରେ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି । ଛାତ୍ରଛାତ୍ରୀମାନେ

“Mitron” ଆପ୍ କୁ ମିଳିଲା ବଡ ଫଣ୍ଡିଙ୍ଗ, ନେକ୍ସସ ଭେଞ୍ଚର ପାର୍ଟନର୍ସ ଦେବ ୫୦ ଲକ୍ଷ ଡଲାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୯/୦୮: ଟିକଟକର ସ୍ଵଦେଶୀ ବିକଳ୍ପ କୁହାଯାଉଥିବା Mitron ଆପକୁ ଏକ ବଡ ଫଣ୍ଡିଙ୍ଗ ମିଳିଛି | ନେକ୍ସସ ଭେଞ୍ଚର ପାର୍ଟନର୍ସଙ୍କ ଠାରୁ ୫୦ ଲକ୍ଷ ଡଲାର ଫଣ୍ଡ ହାସିଲ କରିବାକୁ ଘୋଷଣା କରିଛ | Mitron ଏକ ସର୍ଟ ଫର୍ମ ସୋସିଆଲ ମିଡ଼ିଆ ଆପ | ଏହାଦ୍ୱାରା

ଟ୍ୱିନସିଟିରେ କରୋନା କଟକଣା ସହ ଗଣେଶ ପୂଜା ଅନୁମତି ପ୍ରଦାନ ପାଇଁ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

କଟକ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୮/୦୮: କଟକ ସହରର ମଙ୍ଗଳାବାଗ ଥାନା ଅନ୍ତର୍ଗତ ବକ୍ସିବଜାର ନିକଟ ବାଣୀସାହିର ଆବେଦନକାରୀ ଶିବେନ୍ଦ୍ର କୁମାର ହାତୀ (୬୫) ହାଇକୋର୍ଟରେ ଭୁବନେଶ୍ୱର ଓ କଟକରେ ଗଣେଶ ପୂଜା ବନ୍ଦ ନେଇ ଜାରି ନିର୍ଦ୍ଦେଶନାମା ବିରୋଧରେ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା
error: Content is protected !!
Open chat