ଆଜିଠାରୁ +୨ ନାମଲେଖା ଆବେଦନ ଆରମ୍ଭ, ପ୍ରଥମ ଦିନରେ ନାମ ପଞ୍ଜୀକରଣ କଲେ ୩୬,୫୮୧ଜଣ ଛାତ୍ରଛାତ୍ରୀ
					ଭୁବନେଶ୍ବର ୧୨/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଆଜିଠାରୁ ଯୁକ୍ତ ଦୁଇ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି।  ପ୍ରଥମ ଦିନରେ ସନ୍ଧ୍ୟା ୭.୧୫ଟା ସୁଦ୍ଧା ୩୬,୫୮୧ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ଅନ୍ଲାଇନରେ ୧୭,୪୭୬ଜଣ ଆବେଦନ କରିଛନ୍ତି ଏବଂ!-->…				
						

 
			




