ପ୍ରତ୍ୟେକ ନିର୍ମାଣ ଶ୍ରମିକ ହେଉଛନ୍ତି ଜଣେ ଜଣେ ବିଶ୍ବକର୍ମା : ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର ୧୫/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ। ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ନିର୍ମାଣ ଶ୍ରମିକ ମାନଙ୍କୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ଆୟୋଜିତ!-->…