ଏଣିକି ପ୍ରତିବର୍ଷ ଜାନୁଆରୀ ୨୩ରୁ ଆରମ୍ଭ ହେବ ସାଧାରଣତନ୍ତ୍ର ଦିବସ ଉତ୍ସବ ପାଳନ
ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମଦିନ ଉତ୍ସବକୁ ପାଳନରେ ସାମିଲ କରାଯିବ
ନୂଆଦିଲ୍ଲୀ ୧୫/୦୧/୨୦୨୨ କଳିଙ୍ଗ ଜ୍ୟୋତି : ଦେଶରେ ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ଏଣିକି ପ୍ରତିବର୍ଷ ଜାନୁଆରୀ ୨୩ ତାରିଖରୁ ଆରମ୍ଭ ହେବ । ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ବୀର ପୁରୁଷ ନେତାଜୀ ସୁଭାଷ ଚନ୍ଦ୍ର!-->!-->!-->…